ନୟାଗଡ଼

ସଡ଼କ ଦୁର୍ଘଟଣା: ବାପା ମୃତ, ମା’ପୁଅ ଗୁରୁତର

ନୟାଗଡ଼ ଅଫିସ୍‌, ୨୭।୧୦- ଦୀପାବଳି ପାଇଁ ଦୀପ, ବାଣ କିଣି ଗାଁକୁ ଆସୁଥିବା ବେଳେ ସଡ଼କ ଦୁର୍ଘଟଣା ଘଟି ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ନୟାଗଡ଼ ଜିଲା...

କୁସୁମୀ ନଦୀରେ ଭାସିଗଲେ ଯୁବକ

ଖଣ୍ଡପଡ଼ା,୨୭ା୧୦(ସ୍ବ.ପ୍ର.) -ଖଣ୍ଡପଡା ସହର ଉପକଣ୍ଠରେ ପ୍ରବାହିତ କୁସୁମୀ ନଦୀକୁ ଶନିବାର ସକାଳ ୯ଟାରେ ୨ ଜଣ ସାଙ୍ଗଙ୍କ ସହିତ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ନଦୀର ପ୍ରଖର ସ୍ରୋତରେ ଭାସିଯାଇଛନ୍ତି। ଯୁବକ ଜଣକ ହେଲେ ଖଣ୍ଡପଡ଼ା ସହର ୪ନଂ ୱାର୍ଡ...

ଚିଲିକାରେ ପହଞ୍ଚିଲେ ବିଦେଶୀ ପକ୍ଷୀ

ବାଲୁଗାଁ,୨୭।୧୦(ଡି.ଏନ.ଏ.)-ଶୀତର ପହିଲି ସ୍ପର୍ଶ ସାଙ୍ଗକୁ ନୀଳାମ୍ବୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ସୁଅ ଛୁଟିବା ଆରମ୍ଭ ହୋଇଛି । ଶନିବାର ସୁଦ୍ଧା ଚିଲିକା ମଧ୍ୟସ୍ଥ ପକ୍ଷୀ ଅଭୟାରଣ୍ୟ ନଳବଣ ଅଞ୍ଚଳରେ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ...

ବଡ଼ଭାଇଙ୍କ ମୃତଦେହ ଦେଖି ସାନଭାଇଙ୍କ ମୃତ୍ୟୁ

ବାଲୁଗାଁ,୨୭।୧୦(ଡି.ଏନ.ଏ.): ବଡ଼ଭାଇଙ୍କ ମୃତ୍ୟୁ ଖବର ପାଇ ଦୁଃଖରେ ମ୍ରିୟମାଣ ହୋଇଗଲେ ସାନଭାଇ। ଭାଇଙ୍କ ମୃତଦେହ ଦେଖି ଚେତା ହରାଇଲେ ସେ। ଡାକ୍ତରଖାନା ନେବା ବାଟରେ ମୃତ୍ୟୁ ଘଟିଲା ତାଙ୍କର। ଏପରି ଏକ ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ବାଲୁଗାଁ...

କୁସୁମୀ ନଦୀର ପ୍ରବଳ ସ୍ରୋତରେ ଭାସିଯାଇ ଯୁବକ ନିଖୋଜ

ଖଣ୍ଡପଡ଼ା,୨୬ା୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କୁସୁମୀ ନଦୀରେ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଜଳ ପତନ ବୃଦ୍ଧିପାଇଛି। ନଦୀର ପ୍ରବଳ ସ୍ରୋତରେ ଖଣ୍ଡପଡ଼ା ସହରାଞ୍ଚଳ ୪ନଂ. ୱାର୍ଡ ମାଳିସାହିର ଶୁଧାଂସୁ ଶେଖର ମହାପାତ୍ର(୩୩) ଶନିବାର ଭାସିଯାଇ...

କ୍ଲିନିକ୍‌, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ ଥିବା ୩ଟି କ୍ଲିନିକ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଉପରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ...

ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗ କରିବାରୁ ପରିବାରବର୍ଗଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିର ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଉକ୍ତ ଗ୍ରାମର ବିଭୂତି ଭୂଷଣ ବରାଡ଼ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିରେ ପ୍ରତିକ୍ରିୟାଶୀଳ...

ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍‌ଓଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର ଗ୍ରାମବାସୀ ଜିଲାପାଳ ଓ ସିଡିଏମ୍‌ଓଙ୍କୁ ଭେଟିଛନ୍ତି। ଏହାସହ ସେମାନେ ଦୋଷୀ ଡାକ୍ତରଙ୍କ ବିରୋଧରେ...

ଅଜଣା ରୋଗ:୧୦ ଗୋରୁ ମୃତ, ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ରଣପୁର,୨୬।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ଗୋରୁଙ୍କୁ ଅଜଣା ରୋଗ ବ୍ୟାପିବାରେ ଲାଗିଛି । ଅଜଣା ରୋଗରେ ଆକ୍ରାନ୍ତ ହୋଇ ୧୫ଦିନ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବାବେଳେ ୫ଶହରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡିଛନ୍ତି।...

ପାଣିଘେରରେ ବିଦ୍ୟାଳୟ

ରଣପୁର,୨୬।୧୦(ସ୍ବ.ପ୍ର.): ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ୩ଦିନ ଧରି ଲାଗି ରହିଥିବା ବର୍ଷାରେ ବହୁ ଘରର କାନ୍ଥ ଭାଙ୍ଗିପଡିଛି। ଏକର ଏକର ଜମିର ଧାନ ଫସଲ ଉଜୁଡି ଯାଇଛି । ସ୍କୁଲ ଗୃହରେ ପାଣି ପଶିଯାଇଥିବାରୁ ପିଲାମାନେ ଅସୁବିଧାର...

ନିଷ୍କାସନ ପଥ ବନ୍ଦ : ବିଦ୍ୟାଳୟ ପରିସରରେ ବର୍ଷା ପାଣି

ଖଣ୍ଡପଡା,୨୬।୧୦(ସ୍ବ.ପ୍ର.): ଗତ ୩ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ବିଦ୍ୟାପୀଠ ପରିସରରେ ବର୍ଷାପାଣି ଜମି ରହି ଲହଡି ମାରୁଥିବା ପରିଲକ୍ଷିତ ହୋଇଛି। ବିଦ୍ୟାଳୟ ପୂର୍ବ ପାର୍ଶ୍ୱ ମାଳବନ୍ଧରେ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗକାରୀ ପରିବାରକୁ ମାଡ଼

ନୟାଗଡ଼ ଅଫିସ, ୨୫।୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବସ ଯୋଜନାରେ ଦୁର୍ନୀତି ହୋଇଥିବାନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ ଅଭିଯୋଗକାରୀଙ୍କ ପରିବାର ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ଶୁକ୍ରବର ଉକ୍ତ ପରିବାର ଜିଲାପାଳ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri