ନୟାଗଡ଼

ଥୁଆବାରିରେ ଶହୀଦ ଦିବସ : ଜିଲାସ୍ତରୀୟ ଅଧିକାରୀ ଯୋଗ ନ ଦେବାରୁ ଅସନ୍ତୋଷ

ନୟାଗଡ଼ ଅଫିସ/ନୂଆଗାଁ,୧୧ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତ ଥୁଆବାରି ଗ୍ରାମରେ ଗୁରୁବାର ଶହୀଦ ଦିବସ ପାଳିତ ହୋଇ ଯାଇଛି। ଗ୍ରାମବାସୀଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ନୂଆଗାଁ ବିଡ଼ିଓ ଶିରିୟାଲ ପଟେଲ ଯୋଗଦେଇ ଶହୀଦ୍‌ମାନଙ୍କ ଉପରେ...

୩ ବରିଷ୍ଠ ଅଧିକାରୀଙ୍କ ନୟାଗଡ଼ ଜିଲା ଗସ୍ତ ଆଜି : ଅସଜଡ଼ା ଭିତ୍ତିଭୂମି ସଜାଡ଼ିବାକୁ ଉଦ୍ୟମ

ନୟାଗଡ଼ ଅଫିସ,୧୧ା୧୦: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ନିଷ୍ପତ୍ତି ତୃଣମୂଳସ୍ତରରେ କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ କରିବା ପାଇଁ ୩ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଶୁକ୍ରବାର ନୟାଗଡ଼ ଜିଲା ଗସ୍ତରେ ଆସୁଛନ୍ତି। ସେମାନେ ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ...

ପରମ୍ପରା : ଖାଡୁ ବଳଦକୁ ଗ୍ରାମ ପରିକ୍ରମା

ଖଣ୍ଡପଡ଼ା, ୧୦।୧୦(ସ୍ବ.ପ୍ର.): ଓଡ଼ିଆ ଘରର ଚଳଣି ଓ ପରମ୍ପରା ଅନୁଯାୟୀ ଦଶହରାରେ ସମସ୍ତ କାର୍ଯ୍ୟର ଅନୁକୂଳ କରାଯାଇଥାଏ । ଦିନ ଥିଲା ଲୋକେ ବ୍ୟବସାୟ, ବାଣିଜ୍ୟକୁ ଯିବା ପୂର୍ବରୁ ଦଶହରାରେ ‘ଖାଡ଼ୁ ବଳଦ’କୁ ଅନୁକୂଳ ଭାବେ ଗ୍ରହଣ କରୁଥିଲେ ।...

ବିଜୟା ଦଶମୀରେ ନୀଳମାଧବ ଜୀଉଙ୍କୁ ଶଙ୍ଖ, ଚକ୍ର ସମର୍ପଣ

ଖଣ୍ଡପଡା,୧୦।୧୦(ସ୍ବ.ପ୍ର.): ମହିଷାସୁରର ନିଧନ ପାଇଁ ମା’ଦୁର୍ଗାଙ୍କୁ ପ୍ରଦାନ କରାଯାଇଥିବା ଶଙ୍ଖ, ଚକ୍ର ଆୟୁଧ ମଙ୍ଗଳବାର ବିଜୟା ଦଶମୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କୁ ସମର୍ପଣ କରାଯାଇଛି । ପାରମ୍ପରିକ ରୀତିରେ ଏହି ତିଥିରେ ଶ୍ରୀ ନୀଳମାଧବ ଜୀଉଙ୍କ ଚଳନ୍ତି ପ୍ରତିମା...

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା...

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ...

ନବନିର୍ମାଣ କୃଷକ ସଙ୍ଗଠନର ସମାବେଶ

ନୟାଗଡ଼ ଅଫିସ,୧୦ା୧୦: ନବନିର୍ମାଣ କୃଷକ ସଙ୍ଗଠନର ନୟାଗଡ଼ ଜିଲାସ୍ତରୀୟ ସମାବେଶ ବୁଧବାର ସହରସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଯୋଗଦେଇ ଚାଷୀକୁଳ ଅସଙ୍ଗଠିତ...

ରଣପୁର ରାଜନଅରରେ ମା’ ଖିଲାମୁଣ୍ଡା : କାଠିରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି

ରଣପୁର, ୭ା୧୦(ସ୍ବ.ପ୍ର.): ରଣପୁର ଅଞ୍ଚଳର ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରାଆଁଳାର ଘଞ୍ଚ ଜଙ୍ଗଲରେ ଥିବା ଆସ୍ଥାନ ଛାଡି ୧୬ଦିନ ହେଲା ରଣପୁର ରାଜନଅରକୁ ଆସି କାଠିରେ ରହି ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ଦେବୀ ପୀଠମାନଙ୍କରେ ଷୋଡଶ ଉପଚାର ପୂଜା...

କାର୍ଯ୍ୟକାରୀ ହେଲାନି ଓଡ଼ିଆରେ ନାମଫଳକ: ବର୍ଷେ ପୂର୍ବରୁ ହୋଇଥିଲା ଗାଇଡ୍‌ଲାଇନ

ନୟାଗଡ଼ ଅଫିସ,୬ା୧୦: ସରକାରୀ, ବେସରକାରୀ ଅନୁଷ୍ଠାନ ହେଉ କି ବ୍ୟବସାୟିକ ପ୍ରତିଷ୍ଠାନ ସମସ୍ତେ ଓଡ଼ିଆରେ ନାମଫଳକ ଲେଖିବାକୁ ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଥିଲା। ନୟାଗଡ଼ ଜିଲାରେ ମଧ୍ୟ ଏ ପ୍ରକାର ନିର୍ଦ୍ଦେଶ ଜାରି ହୋଇଥିଲା। ହେଲେ ଇତିମଧ୍ୟରେ ବର୍ଷେ...

ଶୁଳିଆ ଜଙ୍ଗଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୫।୧୦: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଦ୍ୱିତିକେଶ୍ୱର ମନ୍ଦିର ନିକଟସ୍ଥ ଶୁଳିଆ ସଂରକ୍ଷିତ ଜଙ୍ଗଲରୁ ଶନିବାର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଉକ୍ତ ଥାନା ଅନ୍ତର୍ଗତ କୁରୁମ ବାଙ୍କତରା ଗ୍ରାମର ଗୌରାଙ୍ଗ ସାହୁ(୨୭)। ପ୍ରକାଶଯୋଗ୍ୟ,...

କାଳରାତ୍ରି ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା

ନିରାକାରପୁର,୫।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶୁକ୍ରବାର ପାର୍ବଣର ସପ୍ତମୀ ତିଥିରେ ମା’ ଉଗ୍ରତାରା କାଳରାତ୍ରି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ମା’ଙ୍କର ଏହି ବେଶ...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ

ନୟାଗଡ଼ ଅଫିସ,୫ା୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ୨ୟ ମହଲା ସାଧାରଣ ଓ ବିବିଧ ଉପବିଭାଗ (ଜେନେରାଲ ଆଣ୍ଡ ମିସ୍‌ ସେକ୍ସନ)ରେ ଶୁକ୍ରବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାର୍ଯ୍ୟାଳୟର ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri