ନୟାଗଡ଼

ମହାନଦୀ କୂଳର ମୃତ୍ତିକା କ୍ଷୟ ରୋକିବା ଚିନ୍ତା: ମଣିଭଦ୍ରାଠାରେ ପଥର ବୁରୁଜ କାର୍ଯ୍ୟ ନିମ୍ନମାନର, ମାଟି ଗଦା ଉପରେ ହେଉଛି ନିର୍ମାଣ

ଗଣିଆ,୨୧ା୭ (ଡି.ଏନ.ଏ.): ମହାନଦୀ ପ୍ରଖର ଜଳସ୍ରୋତକୁ ମନ୍ଥର କରିବା ଓ କୂଳର ମୃତ୍ତିକା ଅବକ୍ଷୟ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ନୟାଗଡ଼ ଜିଲା ଗଣିଆ ବ୍ଲକ ମହାନଦୀର ଦକ୍ଷିଣପାର୍ଶ୍ୱ କୂଳ ମଣିଭଦ୍ରାଠାରେ ୪ଟି ପଥର...

ଡିଜିଟାଇଜେଶନ ମାଧ୍ୟମରେ ମିଳିବ କୁପୋଷଣଜନିତ ତଥ୍ୟ: ରାଜ୍ୟରେ ଗଣିଆ ବ୍ଲକରେ ପାଇଲଟ ପ୍ରକଳ୍ପ ଆରମ୍ଭ

ନୟାଗଡ଼ ଅଫିସ/ ଗଣିଆ(ଡି.ଏନ.ଏ.),୧୯।୭-ଜାତୀୟ ପୋଷଣ ପ୍ରତିଷ୍ଠାନ, ହାଇଦ୍ରାବାଦ ଏବଂ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ସମନ୍ବୟରେ ଗୁରୁବାର ଗଣିଆ ବ୍ଳକ କାର୍ଯ୍ୟାଳୟ ପରିସରରେ ଏକ ଡିଜିଟାଇଜେଶନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ଏନ୍‌. ତିରୁମାଲା ନାୟକ...

ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ପରଲୋକ

ଓଡ଼ଗାଁ,୧୯।୭(ସ୍ବ.ପ୍ର.)-ନୟାଗଡ଼ ଜିଲାର ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ଓଡ଼ଗାଁ ବ୍ଲକ ବଡପୁଟ ଗ୍ରାମସ୍ଥିତ ତାଙ୍କ ବାସଭବନରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୧୦୩ ବର୍ଷ ବୟସ ହୋଇଥିଲା। ସେ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନରେ ଯୋଗଦେଇ ୩...

ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା:ଡାକ୍ତରୀ ଦଳ ପକ୍ଷରୁ ବିଦ୍ୟାଳୟରେ ସ୍ବାସ୍ଥ୍ୟ ପରୀକ୍ଷା

ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବାଣପୁର ପଞ୍ଚାୟତସ୍ଥ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଅଣ୍ଡା ଖାଇ ୧୪ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେଣୁ ଗୁରୁବାର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ନୂଆଗଡିଆ...

ବର୍ଷା ଆସିଲେ ଡରୁଛନ୍ତି ୧ ନମ୍ବର ୱାର୍ଡ଼ବାସୀ

ନୟାଗଡ଼ ଅଫିସ,୧୬।୭- ବର୍ଷା ଆସିଲେ ଡରୁଛନ୍ତି ନୟାଗଡ଼ ୧ ନମ୍ବର ଓ୍ବାର୍ଡବାସୀ। ସୋମବାର ଅପରାହ୍ନରେ ଦୁଇଘଣ୍ଟା ବର୍ଷାରେ ପୁଣି କଲବଲ ହୋଇଛନ୍ତି ସେମାନେ। ପାଣି ନିଷ୍କାସନର ବ୍ୟବସ୍ଥା ନ ଥିବାରୁ ବର୍ଷାଜଳ କେଉଁଆଡ଼େ ନ ଯାଇ ସେଠାରେ ଜମି ରହିଥିଲା।...

ପୃଥକ ବିଦ୍ୟୁତ୍‌ ଦୁର୍ଘଟଣା: ଲାଇନ୍‌ମ୍ୟାନ୍‌ ମୃତ, ଶ୍ରମିକ ଗୁରୁତର

ନୟାଗଡ଼ ଅଫିସ,୧୬ା୭-ନୟାଗଡରେ ସୋମବାର ପୃଥକ ସ୍ଥାନରେ ବିଦ୍ୟୁତ୍‌ ଦୁର୍ଘଟଣାରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ନୟାଗଡ଼ ପୁରୁଣା ସହରର ଜଣେ ଲାଇନ୍‌ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଥିବାବେଳେ ଶରଣକୁଳ ଥାନା ଗୋଡ଼ିପଡ଼ା ଧୁସୁମା ଗ୍ରାମର ଜଣେ ଶ୍ରମିକ ଗୁରୁତର...

ସବ୍‌ଜେଲ ସ୍ଥାନାନ୍ତର ପ୍ରତିବାଦ୧୨ଘଣ୍ଟିଆ ଦଶପଲ୍ଲା ବନ୍ଦ ପାଳନ

ଦଶପଲ୍ଲା,୧୬।୭(ଡି.ଏନ୍‌.ଏ.)-ଦଶପଲ୍ଲାର ପୁରାତନ ଉପକାରାଗାର ସ୍ଥାନାନ୍ତର ପ୍ରକ୍ରିୟାକୁ ଦଶପଲ୍ଲାବାସୀ ଘୋର ବିରୋଧ କରିଛନ୍ତି। ଦୀର୍ଘ ୧୧୦ ବର୍ଷର ପୁରୁଣା ଏହି ଉପକାରାଗାରକୁ ସରକାର ନୟାଗଡକୁ ସ୍ଥାନାନ୍ତର କରିବା ପାଇଁ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ ବିରୋଧ କରି ଦଶପଲ୍ଲା ଜେଲ ସୁରକ୍ଷା...

ସବୁଜ ମହାନଦୀ ଗଣଦୌଡ଼ଗଛ ବିନା ଜୀବନ ବଞ୍ଚତ୍ବା କଷ୍ଟସାଧ୍ୟ

ଗଣିଆ,୧୬ା୭(ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ତରଫରୁ ଗଣିଆ ବନାଞ୍ଚଳରେ ସୋମବାର ସବୁଜ ମହାନଦୀ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ରମେଶଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଗଣଦୌଡର ଶୁଭାରମ୍ଭ କରିଥିଲେ। ସକାଳୁ ଗଣିଆସ୍ଥିତ ରାମମନ୍ଦିର ସମ୍ମୁଖରୁ...

ଧାନବିଲରେ ଗାଈ ପଶିବାକୁ ନେଇ ଆକ୍ରମଣ: ୩ ଗୁରୁତର, ଥାନାରେ ମାମଲା

ଖଣ୍ଡପଡ଼ା,୧୬ା୭(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ରାଣୀପଡା ପଞ୍ଚାୟତର ଗୋପପୁର ଗ୍ରାମରେ ଧାନ ବିଲରେ ଗାଈ ପଶିବାକୁ କେନ୍ଦ୍ରକରି ରବିବାର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଅଭିଯୋଗ...

ନୟାଗଡ଼ ବ୍ଲକରେ ଉଦ୍ୟାନ ବିଭାଗର କେଳେଙ୍କାରୀ : ନଡ଼ିଆ ଚାଷରେ ହେରଫେର ଅଭିଯୋଗ

ନୟାଗଡ଼ ଅଫିସ,୧୫।୭: ନୟାଗଡ଼ ଉଦ୍ୟାନ ବିଭାଗର ନଡ଼ିଆ ଚାରା ପ୍ରଦାନରେ କେଳେଙ୍କାରୀ ସାମ୍ନାକୁ ଆସିଛି। ଅଧିକାରୀ ଓ କର୍ମଚାରୀମାନେ ଚାଷୀଙ୍କୁ ଭକୁଆ ବନାଇ ଶହ ଶହ ନଡ଼ିଆ ଚାରା ହେରଫେର କରିଥିବା ଅଭିଯୋଗ ହେଉଛି। ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟର...

୨ ଘଣ୍ଟା ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟି ୧ ନମ୍ବର ୱାର୍ଡ ବେହାଲ

ନୟାଗଡ଼ ଅଫିସ,୧୪।୭-ଶନିବାର ଅପରାହ୍ନରେ ନୟାଗଡରେ ୨ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟିର ୧ ନମ୍ବର ୱାର୍ଡ଼ ବେହାଲ ହୋଇଯାଇଛି। ନୟାଗଡ଼ ପୂର୍ତ୍ତ ବିଭାଗ ଲେନ୍‌ରେ ରହୁଥିବା ଅଧିକାଂଶ ବ୍ୟକ୍ତିଙ୍କ ଘରେ ପାଣି ପଶି...

ପୋଲିସ, ଜନସାଧାରଣ ମଧ୍ୟରେ ବଢୁଛି ଦୂରତା: ଗାଁ ଗାଁରେ ହେଉଛି କଙ୍ଗାରୁ କୋର୍ଟ

ନୂଆଗାଁ,୧୧ା୭ (ଡି.ଏନ.ଏ.): ନୟାଗଡ଼ ଜିଲାର ବିଭିନ୍ନ ଗ୍ରାମରେ କଙ୍ଗାରୁ କୋର୍ଟ ଭଳି ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏହା ଦ୍ୱାରା ସାଧାରଣ ନିରୀହ ଲୋକେ ହଇରାଣ ହେଉଥିବାବେଳେ ପ୍ରକୃତ ଦୋଷୀ ଖସିଯିବାରେ ସକ୍ଷମ ହେଉଛି। ଅନ୍ୟପକ୍ଷେ ପୋଲିସ ଲୋକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri