ପଥରଚକଡା ପଞ୍ଚାୟତରେ କିଡ୍ନୀ ରୋଗ ଆତଙ୍କ: ୨ବର୍ଷରେ ଗଲାଣି ୪୦ରୁ ଊର୍ଦ୍ଧ୍ୱ ଜୀବନ, ଏବେ ଆକ୍ରାନ୍ତ ଅଛନ୍ତି ୫୦ରୁ ଅଧିକ ଖଣ୍ଡପଡ଼ା,୨୮ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଭାପୁର ବ୍ଲକ ପଥରଚକଡା ପଞ୍ଚାୟତର ମାଧପୁର ଓ ପଥରଚକଡା ଗ୍ରାମରେ ଗତ ୨ବର୍ଷ ମଧ୍ୟରେ ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି କିଡ୍ନୀ ରୋଗରେ ଜୀବନ ହାରିଛନ୍ତି। ଶନିବାର ମାଧପୁର ଗ୍ରାମର ଆଉ ଜଣେ ବ୍ୟକ୍ତି ଅବସରପ୍ରାପ୍ତ ସେନା...
ରାସ୍ତା କାର୍ଯ୍ୟ ଅଧାପନ୍ତରିଆ, ଶଙ୍ଖେଇ ଗ୍ରାମବାସୀ ହନ୍ତସନ୍ତ ନୟାଗଡ଼ ଅଫିସ,୨୮।୭-ସମସ୍ତ ଗ୍ରାମକୁ ଗମନାଗମନର ସୁବିଧା ପାଇଁ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ)ରେ ରାସ୍ତା ତିଆରି କରାଯାଉଛି। ନୟାଗଡ଼ ଜିଲା ସଦର ବ୍ଲକ ନୋତର ପଞ୍ଚାୟତ ଶଙ୍ଖେଇ ଗ୍ରାମରେ ରାସ୍ତା କାମ ଅଧାପନ୍ତରିଆ ହୋଇ ପଡିରହିଛି।...
ଅଶାନ୍ତ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ: କଲେଜ ଅନିର୍ଦ୍ଦିଷ୍ଟ କାଳ ସାଇନ-ଏ-ଡାଏ ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୮।୭-ଅଶାନ୍ତ ପାଲଟିଛି ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ । ଏ ନେଇ ଅଧ୍ୟକ୍ଷା ଅନିର୍ଦ୍ଦିଷ୍ଟ କାଳ ପାଇଁ ମହାବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି। ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ଅସଦାଚରଣ କରିଥିବା ଅଭିଯୋଗ...
ନିମ୍ନମାନର କାର୍ଯ୍ୟ : ଗହୀର ମଝିରେ ଭାଙ୍ଗିପଡ଼ିଲା ୮ ବିଦ୍ୟୁତ୍ ଖୁଣ୍ଟ ବାଲିଆ,୨୭।୭: ଫନୀ ବାତ୍ୟା ପରେ ବିଦ୍ୟୁତ୍ ଖୁଣ୍ଟ, ତାର ଆଦି ପୁନରୁଦ୍ଧାର ଓ ମରାମତି କାର୍ଯ୍ୟ କିପରି ନିମ୍ନମାନର ହୋଇଛି ତାହାର ଉଦାହରଣ ଦେଖିବାକୁ ମିଳିଛି ରଘୁନାଥପୁର ବିଦ୍ୟୁତ୍ ସେକ୍ସନ ଅଧୀନ ମାଣପୁରରେ। ଏହି ଗଁାର ଗହୀର ମଝିରେ ୧୧...
କମ୍ ବର୍ଷା ଯୋଗୁ ତଳି ରୁଆ କାର୍ଯ୍ୟରେ ବାଧା: ଆଶା ଓ ଆଶଙ୍କାରେ ଚାଷୀ, ଜଳସେଚନ ବ୍ୟବସ୍ଥା ଦାବି ବୋଲଗଡ଼,୨୭ା୭(ଡି.ଏନ.ଏ.): ଚଳିତ ବର୍ଷ ଏପର୍ଯ୍ୟନ୍ତ କମ୍ ପରିମାଣରେ ବର୍ଷା ଧାନଚାଷରେ ପ୍ରତିବନ୍ଧକ ସୃଷ୍ଟି କରିଛି। ଜଳାଭାବରୁ ରୁଆ ପୋତା ପାଇଁ ମଧ୍ୟ ଜମି ପ୍ରସ୍ତୁତି ହୋଇପାରୁନାହଁ। ତଳି ପକାଯାଇଥିବା ଜମିରେ ଯଥେଷ୍ଟ ପରିମାଣର ଜଳ ନ ଥିବାରୁ ଚାଷୀମାନେ ପମ୍ପ୍...
ପକ୍କାଘର କରାଇଦେବାକୁ କହି ମହିଳାଙ୍କୁ ଠକେଇ ଘଟଣା: ମାସେ ପରେ ବି ପୋଲିସ ହାତ ଖାଲି ନୟାଗଡ଼ ଅଫିସ,୨୭।୭: ଗତ ଜୁନ୍ ମାସ ୨୫ ତାରିଖରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜଣେ ଯୁବକ ମହିଳାଙ୍କୁ ପକ୍କା ଘର କରାଇଦେବାକୁ କହି ସୁନା ଚେନ୍ ଓ ଟଙ୍କା ଠକି ନେଇ ଫେରାର୍ ହୋଇଯିବା ଘଟଣାକୁ ମାସେ ପୂରିଲାଣି। ହେଲେ...
ସ୍ବଳ୍ପ ବୃଷ୍ଟି: ଚାଷୀ ଆନନ୍ଦିତ: ଜମିରେ ଚାଲିଛି ତଳି ରୁଆ କାର୍ଯ୍ୟ ନୟାଗଡ଼ ଅଫିସ,୨୭।୭: ଶ୍ରାବଣ ମାସର ୧୦ ଦିନ ବିତିଗଲାଣି। ବର୍ଷା ଯେଉଁଭଳି ଭାବେ ହେବା କଥା ନ ହେବାରୁ ଡହଡ଼ହ ଖରାରେ ଜମି ଫାଟି ଅଁା କରିଥିଲା। ଏହି ସମୟରେ ଗୁରୁବାର ହୋଇଥିବା ବର୍ଷା ଚାଷୀଙ୍କ ମନରେ ଆଶା ସଞ୍ଚାର...
ରଣପୁର ବ୍ଲକ ସରକାରୀ ଅନୁଦାନରୁ ବଞ୍ଚିତ ୩ ହାଇସ୍କୁଲ: ପଦକ୍ଷେପ ନ ନେଲେ ଆନ୍ଦୋଳନ ଚେତାବନୀ ରଣପୁର,୨୭ା୭ (ସ୍ବ.ପ୍ର.): ସରକାର ଶିକ୍ଷାର ଉନ୍ନତୀକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଠିକ୍ ଭାବେ ସମୀକ୍ଷା ହେଉ ନ ଥିବାରୁ ଛାତ୍ରୀଛାତ୍ର ଏହାର ସୁଫଳ ପାଇପାରୁନାହାନ୍ତି। କିଛି ସ୍ଥାନରେ ଶିକ୍ଷୟିତ୍ରୀଶିକ୍ଷକ ଓ କର୍ମଚାରୀ ମଧ୍ୟ ସରକାରଙ୍କ...
ରାସ୍ତା ଖୋଳିଦେଲେ ଦୁର୍ବୃତ୍ତ: କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ ରଣପୁର,୨୭ା୭ (ସ୍ବ.ପ୍ର.): ରଣପୁର ବ୍ଲକ କୂଳସର ପଞ୍ଚାୟତର ଏକ ରାସ୍ତା ଖୋଳିଦିଆ ଯିବାରୁ କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ ହୋଇଯାଇଛି। ପୂର୍ବରୁ ଏହି ରାସ୍ତା ଶୋଚନୀୟ ହୋଇପଡିଥିଲା। ବାରମ୍ବାର ଦାବି ପରେ ଏହାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ସାମିଲ କରାଯାଇ ନୂତନ...
ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା: ଚାନ୍ଦପୁର ମହିଳା କଲେଜ ଅଶାନ୍ତ, ଫାଟକ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ ରଣପୁର,୨୭ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟରେ ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ହୋଇଛି। ମହାବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀଙ୍କ ମାମୁ ଏ ନେଇ ରାଜ୍ୟ...
ବିପର୍ଯ୍ୟସ୍ତ ଅବସ୍ଥାରେ ବଡ଼ମୂଳ ଗେଜ୍ ସାଇଟ୍ ଭିଏଚ୍ଏଫ୍ ଟାୱାର ଅଚଳ ଗଣିଆ,୨୬ା୭(ଡି.ଏନ.ଏ.): ମହାନଦୀର ହୀରାକୁଦ ମୁଖ୍ୟ ନଦୀବନ୍ଧ ବୁର୍ଲା ଡିଭିଜନ ଅନ୍ତର୍ଗତ ବଡମୂଳ ଗେଜ ସାଇଟ୍ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ପ୍ରତିଦିନ ମହାନଦୀରେ ପ୍ରବାହିତ ଜଳ ପରିମାଣ ସମ୍ପର୍କରେ ମୁଖ୍ୟ ନଦୀବନ୍ଧ ବୁର୍ଲା କାର୍ଯ୍ୟାଳୟକୁ ସୂଚନା ଦେବା ପାଇଁ ନଦୀବନ୍ଧ ଆରମ୍ଭ...
ଗାଁ ମାଟିରୁ ଅର୍ଥ ସାଉଁଟୁଛନ୍ତି ନଡିଆ ତୋଳାଳୀ ବୈକୁଣ୍ଠ ଓଡ଼ଗାଁ ,୨୩।୭(ଆଦର୍ଶ କୁମାର ପଟ୍ଟନାୟକ)-ଗ୍ରାମର ଅନ୍ୟମାନଙ୍କ ଭଳି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ରୋଜଗାର କରିବାକୁ ଉଚିତ ମନେ କଲେନି ସେ। ଗଁ। ରେ ରହି ଅର୍ଥ ଉପାର୍ଜନ କରି ପରିବାର ସଦସ୍ୟଙ୍କ ସୁଖଦୁଃଖରେ ସାମିଲ ହେବାକୁ ସେ...