୨ ଘଣ୍ଟା ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟି ୧ ନମ୍ବର ୱାର୍ଡ ବେହାଲ
ନୟାଗଡ଼ ଅଫିସ,୧୪।୭-ଶନିବାର ଅପରାହ୍ନରେ ନୟାଗଡରେ ୨ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟିର ୧ ନମ୍ବର ୱାର୍ଡ଼ ବେହାଲ ହୋଇଯାଇଛି। ନୟାଗଡ଼ ପୂର୍ତ୍ତ ବିଭାଗ ଲେନ୍ରେ ରହୁଥିବା ଅଧିକାଂଶ ବ୍ୟକ୍ତିଙ୍କ ଘରେ ପାଣି ପଶି...