ମାଫିଆଙ୍କ ଦ୍ୱାରା ମାଣଗୌଣୀ ପଥର ନଷ୍ଟ ହେବା ଆଶଙ୍କା : ସୁରକ୍ଷା ପ୍ରତି ପ୍ରଶାସନର ଦୃଷ୍ଟି ପଡ଼ୁ
ଖଣ୍ଡପଡ଼ା,୧ା୭(ସ୍ବ.ପ୍ର.): ପରିବେଶ ସୁରକ୍ଷା ପାଇଁ ଜଙ୍ଗଲ,ପାହାଡର ସୁରକ୍ଷା ଜରୁରୀ ଅଟେ। ମାତ୍ର ଆଜିର ମଣିଷ ସମାଜ ନିଜ ଆବଶ୍ୟକତା ପୂରଣ ନିମନ୍ତେ ସବୁବେଳେ ପାହାଡ, ଜଙ୍ଗଲକୁ ଲୁଟ୍ କରିବାରେ ଲାଗି ପଡିଛି। ରାଜସ୍ବ ବୃଦ୍ଧି ନିମନ୍ତେ ମଧ୍ୟ ତହସିଲ ପକ୍ଷରୁ...