ବିନା ଗୃହରେ ଚାଲିଛି ୨୨୭ ଅଙ୍ଗନୱାଡି କେନ୍ଦ୍ର: ଉଦ୍ଘାଟନ ନ ହୋଇ ତାଲା ପଡ଼ିରହିଛି ବହୁ ଗୃହ
ରଣପୁର, ୧୨।୬ (ସ୍ବ.ପ୍ର.)-ଶିଶୁମାନଙ୍କୁ ଅପପୁଷ୍ଟିରୁ ରକ୍ଷା କରିବା ସହ ଶିକ୍ଷାର ପ୍ରସାର ପାଇଁ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ହେଲେ ଅନେକ ସମୟରେ ଅଧିକାଂଶ କେନ୍ଦ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ତାହା ଶିଶୁମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଥାଏ।...