ଜଳସେଚନ ପାଇଁ ୩ ବର୍ଷ ଲଢ଼େଇ
ନୟାଗଡ଼,୮।୩(ଲୋକନାଥ ମିଶ୍ର): ଉଠାଜଳସେଚନ ବିଭାଜନର ନିର୍ବାହୀଯନ୍ତ୍ରୀଙ୍କ ମନମାନି ଓ ଅସହଯୋଗ କାରଣରୁ ଜିଲାରେ ୧୨୦ ଗଭୀର ନଳକୂପ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ନ ପାରି ଅନିଶ୍ଚିତତା ଘେରରେ ରହିଛି। ଚାଷୀଙ୍କ ବାରମ୍ବାର ପ୍ରତିବାଦ, ୩ ବର୍ଷ ହେଲା ଆନ୍ଦୋଳନ ପରେ...
ଇରାନୀ, ଲାଲା ଶଙ୍ଖ ଧରିବା ନେଇ ଚର୍ଚ୍ଚା
ନୟାଗଡ଼,୭।୩(ଲୋକନାଥ ମିଶ୍ର): ଭାଜପା ନେତ୍ରୀ ଇରାନୀ ରାୟ ଓ ଭାଜପାର ପୂର୍ବତନ ନୟାଗଡ଼ ଜିଲା ସଭାପତି ଲାଲା ମନୋଜ ରାୟ ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ନିର୍ବାଚନ ମଣ୍ଡଳୀସ୍ତରୀୟ ଓ ରାଜ୍ୟସ୍ତରରେ...
ପରୀ ହତ୍ୟା ମାମଲା: ଦଣ୍ଡାଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କଲେ ଅଭିଯୁକ୍ତ
କଟକ,୬ା୩(କାର୍ତ୍ତିକ ସାହୁ): ନୟାଗଡ଼ ପରୀ ହତ୍ୟା ମାମଲାର ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ଅଭିଯୁକ୍ତ ସରୋଜ ସେଠୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ନୟାଗଡ଼ ଜିଲା ଚିଲ୍ଡ୍ରେନ ଅତିରିକ୍ତ ସେସନ କୋର୍ଟ ମାମଲାର ବିଚାର କରି ୨୦ ବର୍ଷ ଦଣ୍ଡାଦେଶ ରାୟ ପ୍ରଦାନ...
ମହାନଦୀ ବାଲିରେ କୁମ୍ଭୀର
ଗଣିଆ,୩ା୩ (ସନ୍ତୋଷ କୁମାର ପ୍ରଧାନ): ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ କେନ୍ଦୁପଲ୍ଲୀ ଗ୍ରାମ ନିକଟ ମହାନଦୀ ବାଲିପଠାରେ ଏକ କୁମ୍ଭୀର ବୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। କୁମ୍ଭୀରଟି ନଦୀ ବାଲିରେ ବୁଲୁଥିବାର ଦେଖି ଲୋକେ ଗଣିଆ ବନ ବିଭାଗ...
ଅଲ୍ଟ୍ରାସାଉଣ୍ଡ କେନ୍ଦ୍ର ସିଲ୍
ନୟାଗଡ଼,୩ା୩(ଲୋକନାଥ ମିଶ୍ର): ନୟାଗଡ଼ ସହରର ସାଇ ଅଲଟ୍ରାସାଉଣ୍ଡ କେନ୍ଦ୍ର ସିଲ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଉପଜିଲାପାଳ କର୍ଣ୍ଣଦେବ ସମାଦରଙ୍କ ତୱାବଧାନରେ ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ଅଧିକୃତ ବିଶେଷଜ୍ଞ ଡା. ତାଙ୍କର ସମ୍ମତି ପ୍ରତ୍ୟାହାର କରିବା ସମ୍ପର୍କରେ ପଚରା...
ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ବିଧାୟକ ହଟହଟା
ରଣପୁର,୨୭ା୨(ସୁକାନ୍ତ କିଶୋର ଡାକୁଆ):ନୟାଗଡ଼ ଜିଲା ରଣପୁରସ୍ଥିତ ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ରାଜ୍ୟ ସରକାରଙ୍କ ତରଫରୁ ଚାଲିଥିବା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକ ଅତିଥି ଥିଲେ। ହେଲେ ସେ ଗୋପାଳପୁର ପଞ୍ଚାୟତର ବିଜେଡି...
ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କଲେ ଦୁର୍ବୃତ୍ତ, ବିଜେଡି ପକ୍ଷରୁ ଥାନାରେ ଅଭିଯୋଗ
ରଣପୁର,୨୬।୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନ୍ଏସି ଅନ୍ତର୍ଗତ ମା’ ମଣିନାଗ ପୀଠ ନିକଟସ୍ଥ କଲ୍ୟାଣ ମଣ୍ଡପ ପରିସରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଥିଲା। ଶନିବାର ମଧ୍ୟରାତ୍ରିରେ କେହି ଦୁର୍ବୃତ୍ତ କଟର ମେଶିନ ସାହାଯ୍ୟରେ ପ୍ରତିମୂର୍ତ୍ତିରୁ ମୁଣ୍ଡକୁ...
୨୨ ବର୍ଷ ପରେ ନ୍ୟାୟ: ୬ ଜଣଙ୍କୁ ଆଜୀବନ ଜେଲ
ଓଡ଼ଗାଁ,୨୫ା୨(ଆଦର୍ଶ କୁମାର ପଟ୍ଟନାୟକ) ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ କେଶପାନିଆ ଗ୍ରାମରେ ୨୨ ବର୍ଷ ତଳେ ଘଟିଥିବା ମଦନ ନାହାକ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଓଡ଼ଗାଁ ଅତିରିକ୍ତ ଜିଲା ଓ ଦୌରାଜଜ୍ ମାନସ ରଞ୍ଜନ...
ଯାତ୍ରୀଙ୍କୁ ଲୁଟୁଛନ୍ତି ଘରୋଇ ବସ କର୍ମଚାରୀ
ନୟାଗଡ଼,୨୫।୨(ଲୋକନାଥ ମିଶ୍ର) ନୟାଗଡ଼ରୁ ଓଡଗାଁ ୨୫ କି.ମି.କୁ ସରକାରୀ ଭଡ଼ା ୨୩ରୁ ୨୪ ଟଙ୍କା ଥିବାବେଳେ ଅଡିନାରୀ ଓ ଏକ୍ସପ୍ରେସ ବସ ଯାତ୍ରୀଙ୍କଠାରୁ ୪୦ ଟଙ୍କା ଆଦାୟ କରୁଛନ୍ତି । ବେଆଇନ ବସଭଡ଼ାକୁ ନେଇ ଯାତ୍ରୀ ପ୍ରତିବାଦ କଲେ ବସରୁ...
ଦୃଷ୍ଟି ଆଢୁଆଳରେ ଭଣ୍ଡାରୀବାରୀ, ଡେଙ୍ଗାବାରୀ ଗାଁ
ନୂଆଗଁା,୨୨ା ୨ (ଧନେଶ୍ୱର ସାହୁ):ନୟାଗଡ ଜିଲା ନୂଆଗାଁ ବ୍ଲକ କାପ୍ତାପଲ୍ଲୀ ପଞ୍ଚାୟତ ଭଣ୍ଡାରୀବାରୀ ଓ ଡେଙ୍ଗାବାରୀ ଗାଁ ଦୁଇଟି ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମବାସୀ ଦୁର୍ଦ୍ଧିନରେ ଦିନ କାଟୁଥିଲେ ମଧ୍ୟ ସେମାନଙ୍କ ସମସ୍ୟା ଦୂର କରିବା ପାଇଁ ପ୍ରଶାସନିକ...
ମଧୁବାବୁ ପେନସନ୍ ଯୋଜନା: ଭତ୍ତା ବଢାଇଲେ ରାଜ୍ୟ ସରକାର, ଖାତାକୁ ଆସିଲା ୧୦୦୦ଟଙ୍କା
ଭୁବନେଶ୍ୱର,୨୦।୨: ଭତ୍ତା ଟଙ୍କା ବଢାଇଲେ ରାଜ୍ୟ ସରକାର। ହିତାଧିକାରୀଙ୍କ ଖାତାକୁ ଆସିଲା ଟଙ୍କା । ମଧୁବାବୁ ପେନସନ ଯୋଜନାରେ ବର୍ଦ୍ଧିତ ରାଶି ପେନସନଭୋଗୀଙ୍କ ଖାତାକୁ ଆସିଛି । ଘୋଷଣାର ୧୫ ଦିନ ମଧ୍ୟରେ ହିତାଧିକାରୀଙ୍କ ଆକାଉଣ୍ଟ ଆସିଛି ଭତ୍ତା ଟଙ୍କା...
ଓଲଟିଲା ପିକଅପ ଭ୍ୟାନ୍: ୪ ଗାଈ ମୃତ
ନୟାଗଡ,୧୯।୨(ଲୋକନାଥ ମିଶ୍ର):ଦଶପଲା ଗଣିଆ ରାସ୍ତାର ଯୋଗୀ ବନ୍ଧ ନିକଟରେ ପିକଅପ ଭ୍ୟାନ ଓଲଟି ୪ ଗାଈ ପ୍ରାଣ ହରାଇଛନ୍ତି। ପିକଅପ ଭ୍ୟାନରେ ଦଶପଲା ଅଞ୍ଚଳରୁ ୧୦ ଗାଈ ଗଣିଆ ଅଞ୍ଚଳକୁ ଯାଉଥିଲେ। ଦୁର୍ଘଟଣା ପରେ ୪ ଗାଈ ପ୍ରାଣ ହରାଇଥିବା...
Archives


