ନୟାଗଡ଼

ପରିବେଶ ପ୍ରଦୂଷଣ ସତ୍ତ୍ୱେ ନାହିଁ ପ୍ରତିକାର

ନୟାଗଡ଼ ଅଫିସ,୧୮ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଧାନ ଜମିରେ ଗୋଖାଦ୍ୟ ପାଳ ଓ ନଡ଼ାକୁ ଏବେ କିଛି ବର୍ଷ ହେଲା ପୋଡ଼ା ଚାଲିଛି। ପାଳ ନଡା ପରି ଗୋଖାଦ୍ୟ ବିଲରେ ପୋଡ଼ାଯିବା ଯୋଗୁ ପରିବେଶ ପ୍ରଦୂଷଣ ବଢ଼ିବାରେ ଲାଗିଛି। ନଡ଼ା...

ବନ ବିଭାଗର ତଥ୍ୟ ଖୋଲିଲା ଗୁମର

ନୟାଗଡ଼,୧୭।୧୨(ଲୋକନାଥ ମିଶ୍ର)ନୟାଗଡ଼ ଡିଏଫ୍‌ଓଙ୍କ ନୂଆ କ୍ୱାର୍ଟର୍ସ ନିର୍ମାଣ ଓ ପୁରୁଣା କ୍ୱାର୍ଟର୍ସ ମରାମତିରେ ଅନିୟମିତତା ଅଭିଯୋଗ ଆସିବା ପରେ ଏହାର ତଦନ୍ତ ନ ହୋଇ ପ୍ରସଙ୍ଗକୁ ଚାପି ଦେବାକୁ ଚେଷ୍ଟା ଚାଲିଛି। ତେବେ ବନବିଭାଗରୁ ଡିଏଫ୍‌ଓଙ୍କ କ୍ୱାର୍ଟର୍ସକୁ ନେଇ ମିଳିଥିବା...

ବିକାଶ ନାଁରେ ଚାଲିଛି ହରିଲୁଟ

ନୂଆଗାଁ,୧୫।୧୨ (ଧନେଶ୍ୱର ସାହୁ): ପ୍ରତି ପଞ୍ଚାୟତ ଓ ଗାଁର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ସରକାର ଅନୁଦାନ ଦେଉଛନ୍ତି। କିନ୍ତୁ ତାହାକୁ ଠିକ୍‌ ଭାବେ ବିନିଯୋଗ ନ କରି ଅସତ୍‌ ଉପାୟରେ ତାହା ହରିଲୁଟ୍‌ ହେଉଛି । ନୟାଗଡ଼...

ବଦଳୁନି ଜଙ୍ଗଲ ରାସ୍ତାର ରୂପ

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଖଣ୍ଡପଡ଼ା ରେଞ୍ଜର ନୂଆପଲ୍ଲୀ ଠାରୁ ସାରଣ୍ଡା, ବୁଢ଼ିଝରି, ଆଙ୍ଗିସିଙ୍ଗି, କୋଶଳାଙ୍ଗ ଆଦି ଅଞ୍ଚଳକୁ ସାପୁଆ ଜଙ୍ଗଲ ଭିତରେ ରହିଥିବା ରାସ୍ତାର ରୂପ ବଦଳୁନି । କେତେବେଳେ ରାସ୍ତା ନିର୍ମାଣ ହେଉଛି ତ ଆଉ କେତେବେଳେ...

ଭିଜିଲାନ୍ସ ଜାଲରେ ସବ୍‌ ରେଜିଷ୍ଟାର

ନୟାଗଡ଼, ୧୩।୧୨ (ଲୋକନାଥ ମିଶ୍ର): ନୟାଗଡ଼ ସବ୍‌ ରେଜିଷ୍ଟାର ଶାଶ୍ୱତ ପଟ୍ଟନାୟକଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି।...

ଡିଜେ ସାଉଣ୍ଡ, ଲାଇଟ୍‌ ଚିନ୍ତାର କାରଣ

ନୟାଗଡ଼,୧୧।୧୨(ଲୋକନାଥ ମିଶ୍ର): ଡିଜେ ସାଉଣ୍ଡ ଓ ଲାଇଟ୍‌ ଚିନ୍ତାର କାରଣ ପାଲଟିଛି। ଡିଜେ ସାଉଣ୍ଡରେ ଛାତି ଓ ଘରଦ୍ୱାର ଥରୁଥିବାବେଳେ ଏହା ଉପରେ ପ୍ରଶାସନ ଲଗାମ ଲଗାଇ ପାରୁନି। ଡିଜେ ବଜାଇବା ବାରଣ ରହିଥିବାବେଳେ ଚଢ଼ାଉ ଓ ଧରପଗଡ଼ ନ...

ସ୍ତ୍ରୀଙ୍କ କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲେ ସ୍ବାମୀ, ଗଣ୍ଡି ପଡ଼ିଛି ଘରେ

ନୟାଗଡ଼,୯ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ବାଣୀଗୋଚ୍ଛା ଥାନା ଅନ୍ତର୍ଗତ ବିଡ଼ାପାଜୁ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ସନ୍ଦେହରେ ସ୍ତ୍ରୀଙ୍କୁ କଟୁରିରେ ହାଣି ସ୍ବାମୀ ଅର୍ଜୁନ ବାଘ କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅନ୍ୟପକ୍ଷରେ ସ୍ତ୍ରୀଙ୍କ...

ମାଳ ମାଳ ବେଆଇନ ପାଥୋଲାବ୍‌

ନୟାଗଡ଼,୯।୧୨ (ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଗଳିକନ୍ଦିରେ ଛତୁ ଫୁଟିଲା ଭଳି ବେଆଇନ ପାଥୋଲୋଜି ପରୀକ୍ଷାଗାର କାମ କରୁଛି। ଜିଲାରେ ମାତ୍ର ୧୫ଟି ପାଥୋଲାବ ଲାଇସେନ୍ସ ପାଇଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ବେଆଇନ ଭାବେ ଚାଲିଥିବା ଅଭିଯୋଗ ହେଉଛି। ବର୍ଷତମାମ ବେଆଇନ...

ମରୁଡ଼ି ପରେ ଦାଉ ସାଧିଲା ବର୍ଷା

ନୟାଗଡ଼,୭।୧୨(ଲୋକନାଥ ମିଶ୍ର)ମରୁଡି ପରେ ଦାଉ ସାଧିଛି ବର୍ଷା । ଚାଷୀଙ୍କ ବର୍ଷକର ପରିଶ୍ରମ ବାତ୍ୟା ମିଗଜୋମ ପ୍ରଭାବରେ ପାଣିରେ ଭିଜିଯାଇଛି। ପରିବା ଫସଲ ଉପରେ ପ୍ରଭାବ ପଡିଛି। ରାତିରେ ଅଧିକ ବର୍ଷା ହେଲେ ଧାନ ଫସଲ ଅମଳ ଉପରେ ପ୍ରଭାବ...

୫ମାସ ବିତିଲା, ହେଲାନି ସ୍ବତନ୍ତ୍ର ବୈଠକ

ନୟାଗଡ଼,୭ା୧୨(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ମହକୁମାର ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଇଁ କରାଗଲାନି ସ୍ବତନ୍ତ୍ର ବୈଠକ। ଏକାଦଶୀରେ ଅନୁଷ୍ଠିତ ସୁନାବେଶରେ ଶ୍ରୀଜୀଉ ରୁପା ଅଳଙ୍କାରରେ ସଜ୍ଜିତ ହେଉଥିବାରୁ ୨୦୨୩ ବାହୁଡ଼ା ଯାତ୍ରା ପରେ...

ଦୁର୍ନୀତି ପଦାରେ ପଡ଼ିବା ଭୟ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଥିବା ଆଶ୍ରମ ସ୍କୁଲରେ ଅନେକ ଦୁର୍ନୀତି ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ଅଭିଯୋଗ ପରେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ସ୍କୁଲକୁ ଯାଇ ସତ୍ୟାସତ୍ୟ ଜାଣିବା ପରେ ଖବର ପ୍ରକାଶ କରୁଛନ୍ତି ।...

ଖବର ପ୍ରକାଶ ପରେ ମରାମତି ହେଲା ନଳକୂପ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ କୋରଡା ପଞ୍ଚାୟତ ବେଲବଣି ଗ୍ରାମରେ ୧୦ ଦିନ ହେଲା ସୋଲାର ଜଳ ଯୋଗାଣ ବ୍ୟବସ୍ଥା ଓ ନଳକୂଅ ଉଭୟ ଖରାପ ହୋଇ ଯାଇଥିବାରୁ ଲୋକମାନେ ପାଣି ପାଇଁ ଡହଳବିକଳ ହେଉଥିଲେ । ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image