ବିନା ପାଠ୍ୟପୁସ୍ତକରେ ପାଠପଢ଼ା
ନୟାଗଡ଼,୨୯।୯(ଲୋକନାଥ ମିଶ୍ର): ଅନୁସୂଚିତ ଜନଜାତି(ଏସ୍ଟି) ଓ ଅନୁସୂଚିତ ଜାତି(ଏସ୍ସି) ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରାଠାରେ ଥିବା ହାଇସ୍କୁଲର ଛାତ୍ରୀଛାତ୍ରଙ୍କ ସହ ସ୍କୁଲ କର୍ତ୍ତୃପକ୍ଷ ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ଏଠାରେ ପ୍ରଥମରୁ ଦଶମ...