ବ୍ଲାକମେଲିଂ ଅସହ୍ୟ ହେବାରୁ ଯୁବତୀଙ୍କ ଆତ୍ମହତ୍ୟା
ନୟାଗଡ଼,୧୮।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଗୋବିନ୍ଦପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ବିବାହ କରିବାକୁ ଏକତରଫା ପ୍ରେମ କରି ବାରମ୍ବାର ବ୍ଲାକ ମେଲିଂ କରିବା ପରେ ଯୁବତୀ ଜଣକ ଆତ୍ମହତ୍ୟା କରିଛନ୍ତି। ଏନେଇ ଇଟାମାଟି ଥାନାରେ ଅଭିଯୋଗ...