ନୟାଗଡ଼

ଯାଞ୍ଚ ଧରି ପାରୁନି, ଜାଲ୍‌ ସାର୍ଟିଫିକେଟ

ନୟାଗଡ଼,୨୦।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୮ଶହରୁ ଊର୍ଦ୍ଧ୍ୱ ଜାଲ ଶିକ୍ଷକ ଅବାଧରେ ପାଠ ପଢ଼ାଉଛନ୍ତି। ଧରପଗଡ଼ ପାଇଁ ବିଭିନ୍ନ ସମୟରେ ଶିକ୍ଷା ବିଭାଗ ପକ୍ଷରୁ ସାର୍ଟିଫିକେଟ ଯାଞ୍ଚ କରାଯାଉଛି। ହେଲେ ନକଲି ପ୍ରମାଣପତ୍ର ଦେଇ ନୟାଗଡ଼ ଜିଲାରେ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀଶିକ୍ଷକ...

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଅବହେଳିତ ବାତରା ମଠ ପୀଠ

ଖଣ୍ଡପଡ଼ା, ୨୦ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଲକଠାରୁ ମାତ୍ର ୧୦କିମି ଦୂର ପୂର୍ବ-ଦକ୍ଷିଣ ନୟାଗଡ଼ ଜିଲା ସୀମାନ୍ତରେ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମହୁଲପଡା ଗ୍ରାମ। ଏହି ଗ୍ରାମର ସବୁଜିମା ଭରା ବାତରା ମୁଣ୍ଡିଆ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପାଇ ନ...

ମା’ମହିଷାଶୁଣୀଙ୍କ ନୀତିକାନ୍ତିରେ ବିଭ୍ରାଟ

ଖଣ୍ଡପଡ଼ା,୧୯ା୮(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ଦେବୋତ୍ତର ବିଭାଗ ଅଧୀନରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିର ପରିଚାଳନା ପାଇଁ ରାଜରାଜୁଡା ଅମଳରୁ ବହୁ ଜମି ରହିଛି ା ସେଥିରୁ ପ୍ରତିମାସରେ ବିଧି ବ୍ୟବସ୍ଥା କ୍ରମେ ଆର୍ଥିକ ବ୍ୟବସ୍ଥା ରହିଛି ା ମାତ୍ର...

ପାଇପ ବିଛାଇବା ପାଇଁ ଖୋଳି ଦେଉଛନ୍ତି ଗ୍ରାମ୍ୟ ରାସ୍ତା

ଭାପୁର,୧୪।୮(ଭରତ କୁମାର ବେହେରା): ରାଜ୍ୟ ସରକାର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ମେଗା ପ୍ରକଳ୍ପର ପରିକଳ୍ପନା କରିବା ସହିତ ଏଥିପାଇଁ ସ୍ବତନ୍ତ୍ର ଅର୍ଥର ବ୍ୟବସ୍ଥା କରିଛନ୍ତି। ତେବେ କାମ କରୁଥିବା ଠିକା ସଂସ୍ଥାର ମନମୁଖୀ...

ବିଣ୍ଡା ସିମେଣ୍ଟରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ

ନୂଆଗାଁ,୧୪।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ ବିଣ୍ଡା ସିମେଣ୍ଟ ବ୍ୟବହାର ହେଉଥିବା ନେଇ ଅଭିଯୋଗ ହୋଇଛି। ତେବେ ଅଭିଯୋଗ ଶୁଣିବା ପରେ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ କୌଣସି...

ବାରଣ୍ଡାରେ ଚିକିତ୍ସିତ ହେଉଛନ୍ତି ରୋଗୀ

ନୟାଗଡ଼,୧୪ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଶଯ୍ୟା ନ ପାଇ ବାରଣ୍ଡାରେ ଶୋଇ ଚିକିସତ୍ିତ ହେଉଛନ୍ତି। ଏଭଳି ଘଟଣା ଦିନକର ନୁହେଁ। ପ୍ରାୟ ୧୫ ଦିନ ହେଲା ଏହି ଅବ୍ୟବସ୍ଥା ଲାଗି ରହିଛି। ସେପଟେ ସରକାରୀ ରେକର୍ଡ...

ତାଲିକାରେ ନାମ ଥାଇ ବି ମିଳୁନି ଆବାସ ଗୃହ

ଖଣ୍ଡପଡ଼ା,୧୩ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଳକ ଅଧୀନ ୨୨ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ବ୍ଳକ ପ୍ରଶାସନ ନିକଟରେ ପ୍ରତ୍ୟେହ ଅଭିଯୋଗପତ୍ର ପହଞ୍ଚତ୍ବାରେ ଲାଗିଛି ା ବ୍ଳକ ପ୍ରଶାସନ ଅଭିଯୋଗଗୁଡିକ ପ୍ରତି ଦୃଷ୍ଟି...

ମିଳିମିଶି ଚାଲିଛି ଖଣି ଲୁଟ୍‌

ନୟାଗଡ଼ ଅଫିସ,୧୩।୮(ଲୋକନାଥ ମିଶ୍ର)କୋମଣ୍ଡରେ ଖଣିଚୋର ଏକାଠି ହୋଇ ରାଜ୍‌ କରୁଛନ୍ତି । ରାତିରେ ପ୍ରାୟ ୮ ଘଣ୍ଟା କାମ କରି ଖଣିଚୋରମାନେ ମାସକରେ ୧କୋଟି ଟଙ୍କା ରୋଜଗାର କରି ପାରୁଛନ୍ତି ବୋଲି ଅଭିଯୋଗ ହୋଇଛି । ସରକାରଙ୍କୁ ରାଜସ୍ବ ଦେଉ...

ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟରେ ଅବ୍ୟବସ୍ଥା

ନୂଆଗାଁ,୧୧।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି । ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀମାନେ ଶ୍ରେଣୀ ଗୃହରେ ରହୁଥିବା ବେଳେ ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆ୍‌ଯାଉଥିବା...

ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ବିବାଦ

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୂଆଗାଁ  ବ୍ଳକର ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ନୂଆଗାଁ  ଓ ମହିପୁର ବାସିନ୍ଦାଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ମହିପୁର ଅଞ୍ଚଳ ବାସିନ୍ଦା ହରିଡାବନ୍ଧ ମୌଜାରେ ବିଦ୍ୟାଳୟ ସ୍ଥାପନ କରିବାକୁ ଅଡି ବସିଥିବାବେଳେ ନୂଆଗାଁ  ବାସିନ୍ଦା ସମର୍ଥନ...

ଶିକ୍ଷାନୁଷ୍ଠାନରେ ଛାତ୍ରୀ ନିର୍ଯାତନା ବଢୁଛି

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ସରକାରୀ ଓ ବେସରକାରୀ ଅନୁଷ୍ଠାନ ଛାତ୍ରୀଙ୍କ ପାଇଁ ନିରାପଦ ନୁହେଁ। ସ୍କୁଲ, କଲେଜ ଓ ଟିଉଶନ ପରି ଅନୁଷ୍ଠାନରେ ବଳାତ୍କାର, ଅସଦାଚରଣ ପରି ଘଟଣା ବଢ଼ି ଚାଲିଛି। ଗତ ୫ମାସ ମଧ୍ୟରେ ୨ ଶିକ୍ଷକ,...

ମୌଳିକ ସମସ୍ୟା ପ୍ରତି ପ୍ରଶାସନର ନିଘା ନାହିଁ

ଖଣ୍ଡପଡ଼ା, ୧୦ା୮ (ଅଜୟ କୁମାର ମହାରଣା)ଖଣ୍ଡପଡ଼ା ବ୍ଳକ ଅନ୍ତର୍ଗତ ବେଣାଗାଡିଆ, କାଦୁଆ, ତେନ୍ତୁଳିଆପଲ୍ଲୀ, ମୁରାରୀପୁର, ମାଧବେରେଣୀ, ଗୋପିନାଥପୁର ଓ ଇଜ୍ଜତଘୋଡାମାରୀ ପଥରଦ୍ୱାର ଏପରି ୭ ମୌଜାର ୨୫ଟି ୱାର୍ଡକୁ ନେଇ ବେଣାଗାଡ଼ିଆ ପଞ୍ଚାୟତ ଗଠିତ ା ଏହି ସାତଗାଁ ବେଣାଗାଡିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image