ବିଦ୍ୟୁତ୍ ଆଲୋକ ଦେଖି ନ ଥିବା ଗାଁ ଗିରିଡ଼ିଆମ୍ବା
ନୟାଗଡ଼ ଅଫିସ/ଓଡ଼ଗାଁ,୧୭।୪(ସ୍ବ.ପ୍ର.): ଦେଶ ସ୍ବାଧୀନ ହେବାର ୭୬ ବର୍ଷ ବିତିବାକୁ ବସିଛି । ହେଲେ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତର ଗିରିଡିଆମ୍ବା ଗାଁରେ ବିଦ୍ୟୁତ୍ ନ ଥିବା କହିଲେ ବିଶ୍ୱାସ ହେଉନି। ଗାଁର ବିକାଶ ଚାଲିଛି ବୋଲି...
ଧରାପଡ଼ିଲେଣି ୧୨, ସ୍କାନରରେ ୬ ଶିକ୍ଷକ
ରାୟଗଡ଼ା,୧୬ା୪(ସ୍ବ.ପ୍ର.): ନକଲି ସାର୍ଟିିଫିକେଟ ଦେଇ ଚାକିରି କରୁଥିବା ୧୨ ଶିକ୍ଷକଙ୍କୁ ରାୟଗଡ଼ା ଜିଲା ଶିକ୍ଷା ବିଭାଗ ଧରିଛି। ସେମାନଙ୍କ ନାମରେ ଥାନାରେ ମାମଲା ରୁଜୁ କରାଯିବ ବୋଲି ସୂଚନା ମିଳିଛି। ୭ ଜଣଙ୍କୁ ଚାକିରିରୁ ବହିଷ୍କୃତ ମଧ୍ୟ କରାଯାଇଛି। ସେମାନେ...
ପାନୀୟ ଜଳ ସମସ୍ୟା: ଶୁଣ୍ଢିଝୋଲାବାସୀଙ୍କୁ ଚୁଆପାଣି ଭରସା
ନୂଆଗାଁ,୧୬।୪ (ଡି.ଏନ.ଏ.): ଲୋକଙ୍କ ସମସ୍ୟା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାପରେ ବି ପାନୀୟ ଜଳ ସମସ୍ୟାର ସମାଧାନ ହୋଇପାରିନାହିଁ। ପ୍ରତି ଗାଁକୁ କିଭଳି ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ସେଥିପାଇଁ ସରକାର...
ନୟାଗଡ଼ ପୋଷ୍ଟାଲ ଡିଭିଜନରେ ନକଲି ସାର୍ଟିଫିକେଟ
ନୟାଗଡ଼ ଅଫିସ,୧୩।୪: ଡାକସେବକ ପଦବୀ ପାଇଁ ନକଲି ସାର୍ଟିଫିକେଟ ଦେଇ ପୋଷ୍ଟାଲ ଡିଭିଜନରେ ଚାକିରି କରିବା ଖବର ରାଜ୍ୟରେ ଝଡ଼ ସୃଷ୍ଟି କରିଛି। ଏଭଳିସ୍ଥଳେ ନୟାଗଡ଼ ପୋଷ୍ଟାଲ ଡିଭିଜନରେ ୧୪ ଡାକସେବକ ଆବେଦନକାରୀ ସନ୍ଦେହ ଘେରକୁ ଆସିବା ପରେ ଜାଲ...
ଆର୍ଆଇ କାର୍ଯ୍ୟାଳୟ ଖୋଲିବାକୁ ଜବରଦଖଲ ଉଚ୍ଛେଦ
ଭାପୁର,୧୩ା୪(ଡି.ଏନ.ଏ.): ଭାପୁର ବ୍ଲକ ଅନ୍ତର୍ଗତ ଶାଳପଡ଼ା ପଞ୍ଚାୟତରେ ରାଜସ୍ବ ନୀରିକ୍ଷକ ଗୃହ ନିର୍ମାଣ ପାଇଁ ବୁଧବାର ରାଜସ୍ବ ପ୍ରଶାସନିକଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଶାଳପଡ଼ା ପଞ୍ଚାୟତରେ ଆର୍ଆଇ କାର୍ଯ୍ୟାଳୟ ଖୋଲିବାକୁ ଭାପୁରଠାରୁ ଖଣ୍ଡପଡ଼ା ରାସ୍ତା ଶାଳପଡ଼ା ସ୍କୁଲ ନିକଟସ୍ଥ...
କାଷ୍ଠା ଉପବାସର ପର୍ବ ଦଣ୍ଡଯାତ୍ରା
ନୟାଗଡ଼ ଅଫିସ:୧୩ା୪: କାଷ୍ଠା ଉପବାସ ରହି ଅଗ୍ନିଦଣ୍ଡ ଧରି ଦିନତମାମ ରୌଦ୍ର ତାପରେ ଅବିଶ୍ରାନ୍ତ ଯାତ୍ରା ହେଉଛି ଦଣ୍ଡଯାତ୍ରା। ଏହାର ଠାକୁର କାମନାବର ବା ବାନାମ୍ବର ଏବଂ ଉପାସନାକାରୀ ଦଣ୍ଡୁଆ (ଭଗତା) ରୂପେ ପରିଚିତ। ଏହି ପର୍ବ ନୟାଗଡ଼ ସହର...
ଆଜି ବିଶ୍ୱ ଛେନାପୋଡ଼ ଦିବସ
ନୟାଗଡ଼ ଅଫିସ, ୧୧ା୪: ଏପ୍ରିଲ ୧୧ ଅର୍ଥାତ୍ ମଙ୍ଗଳବାରକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏଭଳିସ୍ଥଳେ ଏପ୍ରିଲ ୧୧...
୨୫୦ରୁ ଊର୍ଦ୍ଧ୍ୱ ବେଆଇନ ପାଥୋଲାଜି
ନୟାଗଡ଼ ଅଫିସ,୧୦।୪: ନୟାଗଡ଼ ଜିଲାରେ ଛତୁ ଫୁଟିଲା ଭଳି ବେଆଇନ ପାଥୋଲୋଜି ଚାଲିଛି। ଜିଲାରେ ମାତ୍ର ୧୫ଟି ପାଥୋଲୋଜିକୁ ଲାଇସେନ୍ସ ମିଳିଛି। ହେଲେ ୨୫୦ରୁ ଊର୍ଦ୍ଧ୍ୱ ବେଆଇନ ଭାବେ ଚାଲିଛି। ବର୍ଷତମାମ ଏପରି ପାଥୋଲୋଜି ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ହେଉଛି।...
ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାମରେ ଅବ୍ୟବସ୍ଥା
ନୂଆଗାଁ,୧୦।୪ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ବିଭିନ୍ନ ରାସ୍ତା ନିର୍ମାଣ ଦାୟିତ୍ୱ ଦିଆଯାଇଛି। ହେଲେ ଅଧିକାରୀ, କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁ ନିର୍ମାଣ କାର୍ଯ୍ୟରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳୁଛି। ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶରେ ନୁହେଁ...
ନୟାଗଡ଼ ଜିଲାରେ ଦୁର୍ଘଟଣାଜନିତ ମୃତାହତ ଶୂନ
ନୟାଗଡ଼ ଅଫିସ,୯।୪: ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ଚିନ୍ତାର କାରଣ ପାଲଟିବା ପରେ ସରକାର ଓଡ଼ିଶା ଦିବସରୁ ୭ ଦିନ ଅର୍ଥାତ୍ ଏପ୍ରିଲ୍ ୧ରୁ ୭ ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣା ଜନିତ ମୃତ୍ୟୁଶୂନ୍ୟ ସପ୍ତାହ ପାଳନ କରିଥିଲେ । ଦୁର୍ଘଟଣା...
୧୧ରେ ବିଶ୍ୱ ଛେନାପୋଡ଼ ଦିବସ
ନୟାଗଡ଼ ଅଫିସ, ୯।୪: ଆସନ୍ତା ୧୧ ତାରିଖକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍ ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏଭଳିସ୍ଥଳେ ଏପ୍ରିଲ ୧୧ ପୂର୍ବାହ୍ନ ୧୧ଟାରେ...
ବିଶ୍ୱ ଛେନାପୋଡ଼ ଦିବସ ପାଳନ କରିବ ପ୍ରଶାସନ
ନୟାଗଡ଼ ଅଫିସ,୮ା୪: ଛେନାପୋଡ଼କୁ ଲୋକାଭିମୁଖୀ କରିବାକୁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ପ୍ରଚେଷ୍ଟା କରାଯାଉଛି। ନୟାଗଡ଼ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଏପ୍ରିଲ ୧୧ରେ ପ୍ରଥମ ଥର ପାଇଁ ପାଳନ ହେବ ବିଶ୍ୱ ଛେନାପୋଡ଼ ଦିବସ। ଏ ନେଇ...
Archives


