ନୟାଗଡ଼

ଭିନ୍ନକ୍ଷମ ପୁଅକୁ ହତ୍ୟା: ସମ୍ପତ୍ତି ଲୋଭରେ ସାବତ ମା’ ବିଷ ପିଆଇ ଦେଲେ

ନୟାଗଡ଼ ଅଫିସ/ଦଶପଲ୍ଲା, ୨୦ା୨(ଡି.ଏନ୍‌.ଏ.): ନୟାଗଡ ଜିଲା ଦଶପଲ୍ଲା ଥାନା ଶିମିଳିସାହି ଗାଁରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ତାଙ୍କ ସାବତ ମା’ ସମ୍ପତ୍ତି ଲୋଭରେ ମାଡ଼ ମାରିବା ସହ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି କି ବିଷ...

ଫେକ୍‌ ଆକାଉଣ୍ଟ ମାଧ୍ୟମରେ ୪୦ ଲକ୍ଷ ଟଙ୍କା ଠକେଇ

ନୟାଗଡ଼ ଅଫିସ,୧୯।୨: ଫେକ୍‌ ଆକାଉଣ୍ଟରେ ୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ନୟାଗଡ଼ ଟାଉନ ଥାନା ପୋଲିସ ନୟାଗଡ଼ ସହରରର ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ପୂର୍ବତନ ରିଲେଶନ ଅଫିସରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ...

ଭିଜିଲାନ୍ସ ଅଭିଯୁକ୍ତଙ୍କୁ ଧରି କୂଅ, ପୋଖରୀର କରୁଛି ତଦନ୍ତ

ନୟାଗଡ଼ ଅଫିସ/ଭାପୁର,୧୭ା୨(ଡି.ଏନ.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ କୋଟି କୋଟି ଟଙ୍କାର ଫଲସ୍‌ ବିଲ୍‌ ହେବା ପରେ ଏହା ଚର୍ଚ୍ଚାକୁ ଆସିଥିଲା। ଏପରିପ୍ରେକ୍ଷୀରେ ଭାପୁର ବ୍ଲକ ପଦ୍ମାବତୀ ପଞ୍ଚାୟତରେ କୂଅ ଓ ପୋଖରୀ ଫଲସ୍‌ ବିଲ୍‌ ଘଟଣାର ତଦନ୍ତ ହୋଇଛି।...

ରାସୋଳ ଜଙ୍ଗଲ ଜଳୁଛି

ନୟାଗଡ଼ ଅଫିସ,୧୭।୨: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ୍‌ର ଖେଡ଼ପଡା ଫରେଷ୍ଟ ଅନ୍ତର୍ଗତ ରାସୋଳ ଜଙ୍ଗଲ ଜଳୁଛି। ଗୁରୁବାର ପୂର୍ବାହ୍ନରୁ ଜଙ୍ଗଲରେ ନିଆଁ ଲାଗିଥିବାବେଳେ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିନାହାନ୍ତି। ଅନ୍ୟପକ୍ଷେ ବୁଧବାର ରାଜଗିରି ପାହାଡରେ...

ଗ୍ରୀଷ୍ମ ଆରମ୍ଭରୁ ପାନୀୟଜଳ ସମସ୍ୟା ଉତ୍କଟ

ନୟାଗଡ଼ ଅଫିସ,୧୬।୨: ମହାନଦୀରୁ ପାଣି ଆସୁଥିଲେ ମଧ୍ୟ ନୟାଗଡ଼ ସହରବାସୀଙ୍କ ଶୋଷ ମେଣ୍ଟାଇ ପାରୁନାହିଁ। ବରଂ ଗ୍ରୀଷ୍ମ ଋତୁର ଆରମ୍ଭରୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଗ୍ରୀଷ୍ମ ଋତୁ ଆରମ୍ଭରୁ ସହରବାସୀ ଠିକ୍‌ରେ ପାଣି ପାଉ ନ...

ଶିଳ୍ପୀଗ୍ରାମ ଘୋଷଣା ଶୀତଳଭଣ୍ଡାରରେ

ନୟାଗଡ଼ ଅଫିସ/ଖଣ୍ଡପଡ଼ା,୧୩।୨(ସ୍ବ.ପ୍ର.): ଉତ୍କର୍ଷ ତଥା ଆକର୍ଷଣୀୟ କଂସାବାସନ ଓ ପିତ୍ତଳରେ ବିଭିନ୍ନ ପ୍ରକାର କମନୀୟ ମୂର୍ତ୍ତି ପ୍ରସ୍ତୁତି କରିବାରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଓ ଖଳିସାହି ଗାଁ ପ୍ରସିଦ୍ଧିଲାଭ କରିଛି। ଏ ପରିପ୍ରେକ୍ଷୀରେ ପୁରୀ ଜିଲା ରଘୁରାଜପୁର...

୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ

ଭୁବନେଶ୍ବର(ବ୍ୟୁରୋ)/ନୟାଗଡ଼ ଅଫିସ୍‌, ୧୩ା୨: ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୧୧୨ କିଲୋମିଟରରୁ ୧୮୦ କିଲୋମିଟର ମଧ୍ୟରେ ୬୮ କିମି ରେଳ ଲାଇନ ପାଇଁ ଜଙ୍ଗଲ ଅନୁମୋଦନ ମିଳିଛି। ଏଥିପାଇଁ ରେଳମନ୍ତ୍ରୀ ଅଶ୍ୱିନୀ...

ବଧୂହତ୍ୟା ଅଭିଯୋଗ: ଫାଣ୍ଡି ସମ୍ମୁଖରେ ମୃତଦେହ ରଖି ଧାରଣା ଦେଲେ ବାପଘର ଲୋକେ

ନୟାଗଡ଼ ଅଫିସ,୧୦ା୨: ନୟାଗଡ଼ ଜିଲା ଫତେଗଡ଼ ଥାନା ଜଗନ୍ନାଥପ୍ରସାଦ  ଗ୍ରାମରେ ପୂଜା ଜୁଝାରସିଂହଙ୍କ ନାମକ ଜଣେ ବଧୂଙ୍କୁ ହତ୍ୟା ଜରାଯାଇଛି। ହତ୍ୟାକାରୀଙ୍କୁ ଗିରଫ ଦାବିରେ ପରିବାର ଲୋକେ ଜଗନ୍ନାଥପ୍ରସାଦ ଫାଣ୍ଡି ଆଗରେ ମୃତଦେହ ରଖି ଶୁକ୍ରବାର ଧାରଣା ଦେଇଛନ୍ତି। ଅଭିଯୋଗ...

ଅଞ୍ଚଳବାସୀଙ୍କ ପାଇଁ ଅଭିଶାପ ପାଲଟିଛି ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ

ଖଣ୍ଡପଡ଼ା,୯ା୨(ସ୍ବ.ପ୍ର.): ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ଖଳିସାହି ଠାରୁ ସମ୍ବରବିନ୍ଧା ଭାୟା ସିଂଘାପଡ଼ା ତଥା ସିଂଘାପଡ଼ା-ସମ୍ବରବିନ୍ଧା ରାସ୍ତାର ଦୁରାବସ୍ଥାକୁ ନେଇ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ପ୍ରକାଶ କରିଛନ୍ତି । ଉକ୍ତ ରାସ୍ତାର ଉନ୍ନତିକରଣ ନିମନ୍ତେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ...

ନିର୍ମାଣର ୩ ମାସ ପୂରିନି ରାସ୍ତା ଫାଟି ଆଁ

ନୂଆଗାଁ,୯।୨ (ଡି.ଏନ.ଏ.): ଜନସାଧାରଣଙ୍କ ଗମନାଗମନର ସୁବିଧା ପାଇଁ ରାସ୍ତା ନିର୍ମାଣ ଉପରେ ସରକାର ଗୁରୁତ୍ୱାରୋପ କରିଛନ୍ତି । ଏଥିପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଉଛି । ହେଲେ କେତେଜଣ ଅସାଧୁ କର୍ମଚାରୀ, ଅଧିକାରୀ ଓ ଠିକାଦାରଙ୍କ ମନମୁଖୀ କାମ ଯୋଗୁ...

ଆସୁନାହାନ୍ତି ମିଲର, ଜଗି ବସିଛନ୍ତି ଚାଷୀ

ନୟାଗଡ଼ ଅଫିସ,୯।୨: ନୟାଗଡ଼ ଜିଲାରେ ଧାନ କ୍ରୟ ଶେଷ ହୋଇ ଆସୁଛି । ଏଭଳିସ୍ଥଳେ ଧାନକିଣାରେ ଦେଖା ଦେଇଥିବା ଅବ୍ୟବସ୍ଥା ଦୂର ହୋଇ ପାରୁନି । ଓଡ଼ଗଁା ବ୍ଲକ ପଞ୍ଚରିଡା ମାନପୁର ଧାନକ୍ରୟ କେନ୍ଦ୍ର(ମଣ୍ଡି)ରେ ମିଲରକୁ ଅପେକ୍ଷା କରି ବସିଛନ୍ତି...

ଦଶପଲ୍ଲାର ଜ୍ୟୋତିରଞ୍ଜନଙ୍କ ପ୍ରକଳ୍ପ ପ୍ରଥମ

ନୟାଗଡ଼ ଅଫିସ/ଦଶପଲ୍ଲା,୮।୨(ଡି.ଏନ.ଏ.): ଖାଦ୍ୟଶସ୍ୟ ମଧ୍ୟରେ ତୈଳର ଗୁଣବତ୍ତା ଓ ଉପତ୍ାଦନ ବୃଦ୍ଧି ପାଇଁ ଯୁକ୍ତରାଷ୍ଟ୍ର ଆମେରିକାର ଟେକ୍ସାସ ରାଜ୍ୟର ଗାଲଭଷ୍ଟନ ସହରରେ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏହା ଚଳିତ ବର୍ଷ ଜାନୁୟାରୀ ୨୮ରୁ ଫେବୃୟାରୀ ୩ ପର୍ଯ୍ୟନ୍ତ ସେହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri