ବିଲୁପ୍ତିର ଦ୍ୱାରଦେଶରେ ଭାଗବତ ମୁଣ୍ଡିଆ ପାହାଡ଼
ଖଣ୍ଡପଡ଼ା,୧୨ା୮(ଅଜୟ କୁମାର ମହାରଣା): ବିଲୁପ୍ତିର ଦ୍ୱାରଦେଶରେ ପହଞ୍ଚତ୍ଥିବା ଭାଗବତ ମୁଣ୍ଡିଆର ସୁରକ୍ଷା ଦିଗରେ ପ୍ରଶାସନ ଦୃଷ୍ଟି ଦେଉନାହିଁ । ଏ ସଂକ୍ରାନ୍ତରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବି, ବିଶିଷ୍ଟ ପରିବେଶବିତ୍ ତଥା ଗଛସାର ଭାବେ ପରିଚିତ ଅନ୍ତର୍ଯ୍ୟାମୀ ସାହୁ ନୟାଗଡ଼ ଜିଲା...