ଲକ୍ଷାଧିକ ଟଙ୍କାର ଶାଗୁଆନ ଗଣ୍ଡି ସହ ଟ୍ରକ୍ ଜବତ, ୨ ଗିରଫ
ଓଡ଼ଗାଁ,୧୨ା୧(ସ୍ବ.ପ୍ର.): ଗୁରୁବାର ଭୋର୍ରୁ ସ୍ଥାନୀୟ ବନ ବିଭାଗ ରାତ୍ରି ପାଟ୍ରୋଲିଂରୁ ଫେରୁଥିବା ବେଳେ ବାଉଁଶଗାଡ଼ିଆ ନିକଟରୁ ଏକ ଶାଗୁଆନ ବୋଝେଇ ମିନିଟ୍ରକ ଜବତ କରିଛି। ବନ କର୍ମଚାରୀ ସନ୍ଦେହଜନକ ଭାବେ ଅତିକ୍ରମ କରୁଥିବା ଓଆର୍ ୨୫ ଏମ୍ ୨୬୬୨ ନମ୍ବର...