ନୟାଗଡ଼

୩୫ ବର୍ଷ ହେଲା ଭଡ଼ା ଘରେ ଚାଲିଛି ନୂଆଗଡ଼ିଆସାହି ଫାଣ୍ଡି

ଖଣ୍ଡପଡ଼ା,୨୧ା୧୨(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ ଓ ନୂଆଗଡିଆସାହି ଫାଣ୍ଡି ନାନା ସମସ୍ୟା ମଧ୍ୟରେ ଚାଲିଛି ା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଉଦାସୀନତା ଏଥିପାଇଁ ଦାୟୀ ବୋଲି ଅଭିଯୋଗ ହେଉଛି ା ଫାଣ୍ଡି ପରିସରରେ ଥିବା ଆଜବେଷ୍ଟସ ଗୃହଗୁଡିକ ଭଙ୍ଗା...

ଗାଡ଼ି ଲୋନ୍‌ ପରିଶୋଧ ପାଇଁ ଅପହରଣ

ନୟାଗଡ଼ ଅଫିସ/ ଓଡ଼ଗଁା, ୨୧ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ଅପହରଣ ଘଟଣାର କିଛି ଗୁମର ଖୋଲିଛି। କୁରାଳ ଗଁାର ସୁନୀଲ କୁମାର ପାଣିଗ୍ରାହୀ(୧୮)ଙ୍କ ସମେତ ୨...

ଗୁଳିମାଡ଼ରେ ଆର୍ମି ଇଞ୍ଜିନିୟରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ପୂର୍ବ ଶତ୍ରୁତାରୁ ସୋମବାର ଗୁଳିମାଡ଼ ହେବାରୁ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳି ବାଜିଥିଲା। ଗୁରୁତର...

ଆର୍ମି ଇଞ୍ଜିନିୟରଙ୍କୁ ଗୁଳିମାଡ଼

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟର ଗୁରୁତର ହୋଇଛନ୍ତି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାରୁ...

ଛାତ୍ରଙ୍କୁ ଛାଡିଦେଲେ ଅପହରଣକାରୀ

ନୟାଗଡ ଅଫିସ୍‌/ଓଡଗାଁ, ୧୯।୧୨(ସ୍ବ.ପ୍ର.): କୁରାଳ ସୁବୁଦ୍ଧିସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ନିଖୋଜ ଘଟଣାର ନୂଆମୋଡ। ଅମ୍ରିତଙ୍କୁ ପଡୋଶୀ ପଣ୍ଡିତ ସାହିର ଏକ ତାଲା ପକା ଘରୁ ସୋମବାର ଭୋର ସମୟରେ ଉଦ୍ଧାର କରାଯାଇଛି। ଭୋର ସମୟରେ ବାରି...

ପ୍ରଦୀପ୍ତ ପାଇଲେ ନୟାଗଡ଼ ଗୌରବ ସମ୍ମାନ

ନୟାଗଡ଼ ଅଫିସ,୧୮।୧୨: ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଜ୍ୟୋର୍ତିବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୮୮ ତମ ଜନ୍ମ ସ୍ମାରକୀ ନୟାଗଡ଼ ପୁରୁଣା ସହରର ଶ୍ରୀଜଗନ୍ନାଥ ମନ୍ଦିର ନିକଟସ୍ଥ ଯଦୁମଣି ମଣ୍ଡପରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଭାରତ...

୩ ଦିନ ପରେ ବି ନାବାଳକ ଛାତ୍ରଙ୍କ ପତ୍ତା ମିଳୁନି, ସନ୍ଦେହଘେରକୁ ଆସିଲା ପାଲଟଣା ଭ୍ୟାନ

ନୟାଗଡ଼ ଅଫିସ/ଓଡ଼ଗାଁ, ୧୮ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର(୧୨) ନିଖୋଜ ହେବାର ଆଜିକୁ ୩ ଦିନ ବିତିବାକୁ ବସିଛି। ହେଲେ ତାଙ୍କର ଟେର ମିଳୁନି। ଘର...

ବାଲିପଠା ନାହିଁ, ଆସିଲେନି ବିଦେଶୀ ପକ୍ଷୀ

ନୟାଗଡ଼ ଅଫିସ/ ଗଣିଆ,୧୬ା୧୨(ଡି.ଏନ୍‌.ଏ.): ନୟାଗଡ଼,ବୌଦ୍ଧ, କଟକ ଓ ଅନୁଗୋଳ ଜିଲାର ଅଂଶ ବିଶେଷକୁ ନେଇ ଗଠିତ ସାତକୋଶିଆ ଅଭୟାରଣ୍ୟ ଦେଇ ପ୍ରବାହିତ ମହାନଦୀର ସୁନାଖଣିଆ ଓ ବଡମୂଳରେ ଚଳିତ ବର୍ଷ ଇଣ୍ଡିଆନ ସ୍କିମରଙ୍କ ସମେତ ବିଦେଶାଗତ ପକ୍ଷୀଙ୍କ ଦେଖିବାକୁ ମିଳିନି।...

ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ପରିଭ୍ରମଣରେ ଯିବେ ମାନସ

ନୂଆଗାଁ, ୧୫।୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ମାନସ ମୋହନ ମିଶ୍ର ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ପରିଭ୍ରମଣରେ ଯିବା ପାଇଁ ମନୋନୀତ ହୋଇଛନ୍ତି। ଟାଟା ଷ୍ଟିଲ ଓ ପଠାଣି ସାମନ୍ତ...

ଶ୍ରୀହୀନ ହେଉଛି ସୁନାମୁହିଁ ପାର୍କ

ଖଣ୍ଡପଡ଼ା,୧୫ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ସହରାଞ୍ଚଳ ନିକଟ ଖଣ୍ଡପଡା-ନୟାଗଡ ମୁଖ୍ୟ ପୂର୍ତ୍ତ ବିଭାଗ ପାର୍ଶ୍ୱରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ସୁନାମୁହିଁ ପର୍ଯ୍ୟଟନ ସ୍ଥଳଟି ଉପଯୁକ୍ତ ରକ୍ଷଣା ବେକ୍ଷଣ ଅଭାବରୁ ଏବେ ଶ୍ରୀହୀନ ହେବାରେ ଲାଗିଛି। ଏକ ତ୍ରିକୋଣ ପାହାଡକୁ...

କଣ୍ଟିଲୋ ମାଘମେଳା ପଡ଼ିଆ ବିକ୍ରି ପାଇଁ ମସୁଧା, ଆଖପାଖ ଅଞ୍ଚଳରେ ବିରୋଧ

ନୟାଗଡ଼ ଅଫିସ,୧୫ା୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ଆଦିପୀଠ ତଥା ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ପରିଚିତ ନୟାଗଡ଼ ଜଲା ଖଣ୍ଡପଡ଼ା ବ୍ଲକ ଅଧନ ପ୍ରଭୁ ଶ୍ରୀନୀଳମାଧବ ଜୀଉଙ୍କ ବିଜେ କଣ୍ଟିଲୋଙ୍କ ପୀଠ। ଏଠାରେ ହଜାର ବର୍ଷ ତଳୁ ପୁରାତନ ଭୈମୀ ଏକାଦଶୀ...

ସେବା ଦେବାକୁ ଅନିଚ୍ଛୁକ ନର୍ସିଂ ଅଫିସର, ଦେଖାଉଛନ୍ତି ଖରାପ ବ୍ୟବହାର

ନୟାଗଡ଼ ଅଫିସ,୧୫।୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ, ଶିଶୁ, ଶଲ୍ୟ ଓ ମେଡିସିନ ୱାର୍ଡଗୁଡିକରେ ନର୍ସିଂ ଅଫିସରଙ୍କ ଉପତ୍ାତ ବଢ଼ିବାରେ ଲାଗିଥିବା ଅଭିଯୋଗ ହୋଇଆସୁଛି। କେତେଜଣ ନର୍ସିଂ ଅଫିସର ମାଗଣା ସେବା ଯୋଗାଇବାକୁ ଅନିଚ୍ଛୁକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image