ନୟାଗଡ଼

ଟଙ୍କା ନ ଦେଲେ ପଞ୍ଜୀକରଣ ବନ୍ଦ

ନୟାଗଡ଼ ଅଫିସ,୧୯।୧୦: ଅଣସଙ୍ଗଠିତ ଶ୍ରମିକଙ୍କ ନାମ ପଞ୍ଜୀକରଣ ଓ ସେମାନଙ୍କୁ ମାଗଣାରେ ଫର୍ମ ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି । ତେବେ ନୟାଗଡ଼ ଜିଲାରେ କୃଷି ଶ୍ରମିକଙ୍କ ନାମ ପଞ୍ଜୀକରଣ କରିବା ପାଇଁ ଜିଲା ଶ୍ରମ କାର୍ଯ୍ୟାଳୟକୁ...

ବର୍ଷା ପାଣିରେ ବୁଡ଼ିଛି ରାସ୍ତା

ଖଣ୍ଡପଡ଼ା,୧୭ା୧୦(ସ୍ବ.ପ୍ର.): ରକ୍ଷଣାବେକ୍ଷଣ ଅଭାବରୁ ବିଭିନ୍ନ ଗ୍ରାମାଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ପାଣି ଜମି ରହିବା ଯୋଗୁ ସ୍ଥାନୀୟ ଲୋକଙ୍କ ଯାତାୟତରେ ସମସ୍ୟା ସୃଷ୍ଟି ହେଉଛି। ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ବନମାଳୀପୁର ପଞ୍ଚାୟତ ଉଦୟପୁରରୁ...

ମାଟିରେ ମିଶିଲା ପୁରୁଣା ଜେଲ

ନୟାଗଡ଼ ଅଫିସ,୧୭।୧୦: ଖୁଣ୍ଟୁବନ୍ଧକୁ ସ୍ଥାନାନ୍ତର ପରେ ପରିତ୍ୟକ୍ତ ହୋଇ ପଡିଥିବା ନୟାଗଡ଼ ପୁରୁଣା ଜେଲକୁ ଶନିବାର ବିଳମ୍ବିତ ରାତି ଓ ରବିବାର ପରି ଛୁଟିଦିନରେ ଭଙ୍ଗାଯିବାରୁ ପ୍ରତିବାଦ ଉଠିଛି। ମ୍ୟୁନିସିପାଲିଟି ପକ୍ଷରୁ ତରବରିଆ ଭାବେ ପୁରୁଣା ଜେଲକୁ ଭଙ୍ଗାଯିବାକୁ ନେଇ...

ରାଜପଥ ମରାମତି କଲେ ଯୁବଗୋଷ୍ଠୀ

ଭାପୁର,୧୬ା୧୦(ଡି.ଏନ.ଏ.): ଫତେଗଡ଼-କଣ୍ଟିଲୋ ୪୮ନଂ. ରାଜ୍ୟ ରାଜପଥର ଚାରିଛକ ନିକଟ ଝରଣା ପୋଖରୀ ନିକଟରେ ରାସ୍ତା ମଝିରେ ବଡ଼ ଗାତ ସୃଷ୍ଟି ହୋଇଥିଲା।  ଏହି ଗାତ ଯୋଗୁ ପ୍ରତିଦିନ ଛୋଟ ବଡ଼ ଦୁର୍ଘଟଣା ଘଟୁଥିଲା । ବରପୁଟ ଗ୍ରାମର ପ୍ରଦୀପ ସାମଲ...

କାର୍ତ୍ତିକରେ ପରିବା ଦର ଆକାଶଛୁଆଁ

ଭାପୁର,୧୬ା୧୦(ଡି.ଏନ.ଏ.): ସେପ୍ଟେମ୍ବର ଓ ଅକ୍ଟୋବରରେ ହେଉଥିବା ଲଘୁଚାପ ଜନିତ ବର୍ଷା ଓ ମହାନଦୀରେ ବନ୍ୟା ଫଳରେ ନୟାଗଡ଼ ଜିଲାର ଭାପୁର ବ୍ଲକ୍‌ର ପନିପରିବା ଚାଷ ପ୍ରଭାବିତ ହୋଇଛି। ଚାଷୀଙ୍କ ଉତ୍ପାଦନ କମିଛି । ଜିଲା ବାହାରୁ ଆବଶ୍ୟକ ପରିମାଣର ପରିବା...

ବିନା ପ୍ଲାନ୍‌ରେ ନିର୍ମାଣ ଚାଲିଛି ଘର

ନୟାଗଡ଼ ଅଫିସ,୧୬।୧୦: ନୟାଗଡ଼ ଜିଲାର ନୟାଗଡ଼, ରଣପୁର, ଖଣ୍ଡପଡ଼ା, ଦଶପଲ୍ଲା ଏବଂ ଓଡ଼ଗଁା ଆଦି ୫ ସହରରେ ବିଲ୍ଡିଂ ପ୍ଲାନ ନ ନେଇ ବେଆଇନ ଭାବେ ଗୃହ ନିର୍ମାଣ ଚାଲିଛି। ଏପରିକି ସହରର ବିଭିନ୍ନ ସ୍ଥାନରେ ୫ରୁ ୭ମହଲା ଘର...

ପଦା ହେଉଛି ମହୀପୁର ରେଞ୍ଜ : ୧ମାସରେ କଟାଗଲାଣି ୩୫ ଶାଳଗଛ

ନୟାଗଡ଼ ଅଫିସ/ନୂଆଗଁା, ୧୩।୧୦(ଡି.ଏନ୍‌.ଏ.): ନୟାଗଡ଼ ବନଖଣ୍ଡ ମହିପୁର ରେଞ୍ଜର ମହିପୁର, ମହିତମା ଓ ଗୁମି ଫରେଷ୍ଟ ସେକ୍ସନରେ ଥିବା ଶାଳ ଜଙ୍ଗଲ ପଦା ହୋଇ ଚାଲିଛି । ଉପରୋକ୍ତ ଜଙ୍ଗଲରୁ କାଠ ଚୋର ଶାଳ ଗଣ୍ଡି କାଟି ନେଉଥିବାବେଳେ ସେମାନେ...

ଯକ୍ଷ୍ମା ପୀଡ଼ିତ ଶିଶୁର ଚିକିତ୍ସା ପାଇଁ ଅର୍ଥାଭାବ

ନୂଆଗାଁ,୭।୧୦(ଡି.ଏନ.ଏ.): ମାଆ ଛେଉଣ୍ଡ ବିଶ୍ୱରଞ୍ଜନ ଏବେ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଉଚ୍ଚତର ଚିକିତ୍ସା ପାଇଁ ବାପାଙ୍କ ହାତରେ ଟଙ୍କା ନାହିଁ। ଏହି ଚିନ୍ତାରେ ପରିବାର ଲୋକେ ଖାଇବା ପିଇବା ଭୁଲି ଗଲେଣି। ପୁଅର ଯନ୍ତ୍ରଣା...

ନଦୀରେ ଫୋପାଡ଼ିଲେ ୮ ହଜାର କୁକୁଡ଼ା ଚିଆଁ

ନୟାଗଡ ଅଫିସ,୧।୧୦: ପଶୁପତି ଫିଡସ୍‌ର ୮ ହଜାର କୁକୁଡା ଚିଅଁାକୁ ଶୁକ୍ରବାର ବଡପଣ୍ଡୁସର ନଦୀରେ ଫୋପାଡି ଦିଆଯାଇଛି। ଏ ନେଇ ଅଭିଯୋଗ ପରେ ଇଟାମାଟି ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଜହ୍ନିପଦା, ଡେଙ୍ଗରାଗୋଡି ପରି କେତେକ ଗଁାର କୁକୁଡା...

ପୁଣି ଚାଲିବ ନୂଆଗାଁ-ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌

ନୟାଗଡ଼ ଅଫିସ,୧ା୧୦: ନୂଆଗଁା- ଭୁବନେଶ୍ୱର ପାସେଞ୍ଜର ଟ୍ରେନ ପୁଣି ଚାଲିବ। ଅକ୍ଟୋବର ୧ରୁ ଏହି ଟ୍ରେନ ଯାତାୟାତ କରିବ। ସେହିପରି ୧ ତାରିଖରୁ ନୟାଗଡ଼-ଭୁବନେଶ୍ୱର ସେବା ଏକ୍ସପ୍ରେସ ଟ୍ରେନର ସମୟରେ ପରିବର୍ତ୍ତନ କରାଯାଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି।...

ଜେଇଙ୍କୁ ତାଲା ପକାଇବା ୨୪ ଘଣ୍ଟା ନ ପୂରୁଣୁ ବିଦ୍ୟୁତ୍‌ ଯୋଗାଣ ସ୍ବାଭାବିକ

ଓଡ଼ଗାଁ, ୧ା୧୦(ସ୍ବ.ପ୍ର.): ଗଁା ଲୋକ ଅନ୍ଧାରରେ ରହିବାରୁ ଜେଇଙ୍କୁ ବିଦ୍ୟୁତ୍‌ ଅଫିସରେ ତାଲା ପକାଇ ଦେଇଥିଲେ। ୨୪ ଘଣ୍ଟା ନ ପୂରୁଣୁ ଗଁାକୁ ବିଦ୍ୟୁତ୍‌ ଯୋଗାଣ ସ୍ବାଭାବିକ ହୋଇଛି। ପ୍ରକାଶ ଯେ, ଓଡ଼ଗଁା ବ୍ଲକ ଅନ୍ତର୍ଗତ ପଲ୍ଲୀ ଗୁଣ୍ଠାସାହି ଗ୍ରାମର...

ବିକାଶ ନାମରେ ଐତିହ୍ୟ, ପରମ୍ପରାକୁ ନଷ୍ଟ କରା ନ ଯାଉ

ଖଣ୍ଡପଡ଼ା,୧ା୧୦(ସ୍ବ.ପ୍ର): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ନୟାଗଡ଼ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ କଣ୍ଟିଲୋସ୍ଥିତ ପ୍ରଭୁ ଶ୍ରୀନୀଳମାଧବ ଜୀଉ ସର୍ବଜନ ବିଦିତ। ଉକ୍ତ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ରାଶି ମଞ୍ଜୁର କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri