୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଚାଳକ
ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ ବୋଝେଇ କରି ଟ୍ରକ୍ଟି ସୁନ୍ଦରଗଡ଼ ଯାଉଥିବାବେଳେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ବାରିହା...
ମା’ ଦୁଇ ପୁଅଙ୍କ ଉପରେ ମାଡ଼ି ଗଲା କାର୍: ଚାଲିଗଲା ସାନ ପୁଅଙ୍କ ଜୀବନ
ନୟାଗଡ଼,୧୬।୧୨(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଧକାରେ ମା’ ଜ୍ୟୋସ୍ନାରାଣୀ ନାୟକ ଏବଂ ୧୨ ବର୍ଷର ବଡ଼ ପୁଅ ଗୁରୁତର...
ଦଶପଲ୍ଲାରେ ଚାଞ୍ଚଲ୍ୟ: ମାର୍ଗଶିର ଗୁରୁବାରରେ ମହିଳାଙ୍କ ତଣ୍ଟି କାଟିଦେଲେ
ଦଶପଲ୍ଲା,୧୨।୧୨: ନୟାଗଡ଼ ଜିଲା ବାଣିଗୋଚ୍ଛା ଥାନା ଗଙ୍ଗାଡିହ ଗାଁ ରାସ୍ତାକଡ଼ରୁ ଗୁରୁବାର ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। କେହି ମହିଳାଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ...
ବିଦ୍ୟୁତ୍ ତାରରେ ଲାଗିଗଲା କଲରାପତରିଆ ବାଘ
ଖଣ୍ଡପଡ଼ା,୪ା୧୨(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବନାଞ୍ଚଳରେ ଶିକାରୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଶିକାରୀ ଓ ଅସାମାଜିକ ବ୍ୟକ୍ତିମାନେ ଗ୍ରାମ ନିକଟସ୍ଥ ସଂରକ୍ଷିତ ଘଞ୍ଚ ଜଙ୍ଗଲ ଜମିରେ ବାରହା ଶିକାର ଉଦ୍ଦେଶ୍ୟରେ ବିଛାଇଥିବା...
ମେଡିକାଲରୁ ପୁଣି ଶିଶୁ ଚୋରି: ଜନ୍ମ ପରେ ନବଜାତକର ଫଟୋ ରଖିଥିଲେ ପରିବାର, ହେଲେ…
ନୟାଗଡ଼,୩୦ା୧୧(ଲୋକନାଥ ମିଶ୍ର): ରାଜ୍ୟରେ ଥିବା ବିଭିନ୍ନ ମେଡିକାଲରୁ ଶିଶୁ ଚୋରି ହେଉଥିବା ବାରମ୍ବାର ଅଭିଯୋଗ ହେଉଛି। ଶୁକ୍ରବାର ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଶନିବାର ନୟାଗଡ଼ ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ...
୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍
ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ...
ଶ୍ବଶୁର ଘର ଆଗରେ ଯୌତୁକ ସାମଗ୍ରୀ ଜାଳିଦେଲେ ଜ୍ବାଇଁ, ପରେ…
ଦଶପଲ୍ଲା,୨୫।୧୧: ନୟାଗଡ଼ ଜିଲା ନେଳିଗୁଡ଼ା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶ୍ବଶୁର ଘର ଆଗରେ ଯୌତୁକ ସାମଗ୍ରୀ ରଖି ନିଆଁ ଲଗାଇ ପୋଡି ଦେଇଛନ୍ତି ଜ୍ବାଇଁ। ଯୌତୁକରେ ମିଳିଥିବା ସିନ୍ଦୁକ, ଖଟ ଏହାସହ ମିଳିଥିବା ଅନ୍ୟାନ୍ୟ...
୬ ଦିନ ହେଲା ନିଖୋଜ ଥିଲେ ଯୁବତୀ: ପୋଖରୀରୁ ମିଳିଲା ମୃତଦେହ
ଦଶପଲ୍ଲା,୧୪।୧୧: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଶରୀରଗଣ୍ଡା ଗାଁ ପୋଖରୀରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା ମୁତାବକ, ୬ଦିନ ହେଲା ଯୁବତୀ ଜଣକ ନିଖୋଜ ହୋଇଯାଇଥିଲେ। ଶରୀରଗଣ୍ଡା ଗାଁ ପୋଖରୀରେ ଯୁବତୀଙ୍କ ମୃତଦେହ...
ବିଜେଡି କର୍ମୀଙ୍କ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଗୁରୁତର
ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଚଣ୍ଡିବସ୍ତ ଗାଁରେ ସୋମବାର ରାତିରେ କେତେଜଣ ବିଜେଡି କର୍ମୀଙ୍କ ମିଳିତ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଆହତ ହୋଇଛନ୍ତି। ସେମାନେ ହେଲେ ବୁଦ୍ଧିଆ ପଲେଇ(୫୨), ମା’ ସୁଶିଳା ପଲେଇ(୭୪), ପୁଅ...
ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ
ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଦମ୍ପତିଙ୍କୁ ଉଦ୍ଧାର...
ଗଛରେ ପିଟିହୋଇ ଓଲଟିଲା ବସ୍: ୩୦ ଯାତ୍ରୀ ଆହତ
ଦଶପଲ୍ଲା,୮।୧୧: ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ୩୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବା ସୂଚନା...
ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍ ଛାତ୍ରୀଙ୍କୁ ଗଣବଳାତ୍କାର
ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ସମୟରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଭିଯୁକ୍ତମାନେ ଗଛରେ ବାନ୍ଧି...
Archives


