ନୟାଗଡ଼

ବୃକ୍ଷ ଶୂନ୍ୟ ହେଉଛି ଖଳିସାହି-କୋସକା ରାସ୍ତା

ଖଣ୍ଡପଡା.୨୬ା୫ (ସ୍ବ.ପ୍ର.):ଜୀବନ୍ତ ତଥା ସବୁଜ ବୃକ୍ଷକୁ ବନ ବିଭାଗର ବିନା ଅନୁମତିରେ କାଟିବା ଆଇନ ଅନୁଯାୟୀ ଦଣ୍ଡନୀୟ । ତେବେ ଗଛଗୁଡିକୁ କିପରି ମାରି ପରେ କଟାଯାଇ ପାରିବ ସେ ନେଇ କେତେଜଣ ବ୍ୟକ୍ତି ଅଭିନବ ଉପାୟ ଆପଣେଇ ଥିବା...

ଚାପ ଖେଳ ବେଳେ ବୁଡିଗଲେ ଲଡୁବାବା

ନୟାଗଡ଼ ଅଫିସ,୨୪।୫: ନୟାଗଡ଼ ଜିଲା ଶରଣକୂଳସ୍ଥିତ ଶୈବପୀଠ ଲଡୁବାବାଙ୍କର ଚାପ ଖେଳ ବେଳେ ସୋମବାର ରାତିରେ ଡଙ୍ଗା ଓଲଟି ପଡିଛି। ଡଙ୍ଗା ଓଲଟି ପଡିବାରୁ ଲଡୁବାବାଙ୍କ ଚଳନ୍ତୀ ପ୍ରତିମା ଚନ୍ଦ୍ରଶେଖରଙ୍କ ସହ ପାର୍ବତୀ, ଲଡୁବାବାଙ୍କ ମନ୍ଦିରର ଲକ୍ଷ୍ମୀନାରାୟଣ, ନିକଟସ୍ଥ ହରିହରପୁରର...

ଲଡ଼ୁବାବାଙ୍କ ଚାପ ଡଙ୍ଗା ଓଲଟିଲା

ନୟାଗଡ଼ ଅଫିସ,୨୪ା୫”ନୟାଗଡ଼ ଜିଲା ଶରଣକୂଳର ଆରାଧ୍ୟ ଦେବ ଲଡୁବାବାଙ୍କ ଚାପ ଡଙ୍ଗା ସୋମବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ ଚନ୍ଦନ ପୁଷ୍କରିଣୀରେ ଓଲଟି ପଡିବାରୁ ଠାକୁରଙ୍କ ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହ ମା’ ପାର୍ବତୀ, ଲକ୍ଷ୍ମୀନାରାୟଣ, ହରିହରପୁରର ଦଧିବାମନ...

ବାଇପାସ୍‌ ରାସ୍ତା ନ ଥିବାରୁ ଚିନ୍ତା

ନୟାଗଡ଼ ଅଫିସ,୨୩।୫: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ନୟାଗଡ଼ ଓ ଦଶପଲ୍ଲା ଏବଂ ନୟାଗଡ଼- ନାଉଖାଲ ୨୧ ନଂ. ରାଜ୍ୟ ରାଜପଥର ଶରଣକୁଳ ଅଞ୍ଚଳରେ ବାଇପାସ ନିର୍ମାଣ ପାଇଁ ଦାବି ହୋଇ ଆସୁଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏ...

ଭାସିଗଲା ଡାଇଭର୍ସନ ରୋଡ

ନୂଆଗାଁ,୨୩।୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ ନଂ. ଜାତୀୟ ରାଜପଥ ସୋରଡାଠାରୁ ଗୌଡ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ ଡାହୁକା ନଦୀରେ ଶନିବାର ସାମାନ୍ୟ ପାଣି ଆସିବା ଫଳରେ ଡାଇଭର୍ସନ ରୋଡ...

ନଳକୂପରୁ ବାହାରୁଛି କମ୍‌ ପାଣି, ବାଲି ଅଧିକ

ନୟାଗଡ଼ ଅଫିସ,୧୯ା୫: ନୟାଗଡ଼ ବ୍ଲକ ନଛିପୁର ପଞ୍ଚାୟତର ଗମ୍ଭାରିଖୋଲ ଗଁାରେ ଏକମାତ୍ର ନଳକୂପ ରହିଛି। ଏହି ନଳକୂପରୁ ପାଣି କମ୍‌ ବାହାରୁଥିବାବେଳେ ଅଧିକ ବାଲି ବାହାରୁଛି। ଯେଉଁ ପାଣି ବାହାରୁଛି ତାହା ପାନୀୟ ଉପଯୋଗୀ ନୁହେଁ। ଗୀଷ୍ମଋତୁରେ ଗମ୍ଭାରିଖୋଲରେ ଜଳକଷ୍ଟ...

ବାଟ ହୁଡ଼ିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ନୟାଗଡ଼ ଅଫିସ,୧୯ା୫: ନୟାଗଡ଼ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ବାଟ ହୁଡ଼ିଛି। ବାବୁ ଜାଣି ଯନ୍ତ୍ର କାମ କରୁଥିବାବେଳେ ଫଲ୍‌ସ ବିଲ୍‌ ବି ହେଉଥିବା ପ୍ରମାଣ ମିଳିଛି, ଯାହାର ନଜିର ଭାପୁର ବ୍ଲକର...

ଜଙ୍ଗଲ ପରେ ରାସ୍ତାପାର୍ଶ୍ୱ ବୃକ୍ଷ ଉପରେ ମାଫିଆଙ୍କ ନଜର

ଓଡ଼ଗାଁ,୧୯ା୫(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବିଭିନ୍ନ ସଂରକ୍ଷଣ ଜଙ୍ଗଲ କାଠ ମାଫିଆ ସଫା କରିବା ପରେ ଏବେ ରାସ୍ତା ପାର୍ଶ୍ୱ ବୃକ୍ଷ ଉପରେ ସେମାନଙ୍କ ନଜର ପଡିଛି। ମାଫିଆମାନେ ଅଭିନବ ଉପାୟରେ ଗଛ କାଟୁଥିବା ବେଳେ ବନ...

୧୪ ଗ୍ରାମ ବ୍ରାଉନ ସୁଗାର ଜବତ: ଜେଲ୍‌ ଗଲେ ପ୍ରଭାତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଶରଣକୁଳ ପୋଲିସ ଶନିବାର ସନ୍ଧ୍ୟାରେ ୧୪ ଗ୍ରାମରୁ ଅଧିକ ବ୍ରାଉନ ସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ହରିହରପୁର ଗାଁର ପ୍ରଭାତ କୁମାର ସ୍ବାଇଁଁ (୪୭)। ନୂଆ...

ଘାତକ ସାଜିଛି କିଡ୍‌ନୀ ରୋଗ: ୫ ବର୍ଷରେ ୧୦ ମୃତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ ଏବଂ ଓଷାମସ୍କା ଗାଁ ଦଳିତସାହିରେ କିଡ୍‌ନୀ ଜନିତ ରୋଗ ଘାତକ ସାଜିଛି। ୫ ବର୍ଷରେ ୧୦ଜଣଙ୍କ ମୃତ୍ୟୁ ଘଟିଛି । ଏବେ ବି ୪ରୋଗୀ ମୃତ୍ୟୁ ସହ...

ବୁରୁଦେଇ ଗ୍ରାମବାସୀଙ୍କ ଭରସା ଚୁଆପାଣି

ନୂଆଗାଁ,୧୨ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବିଭିନ୍ନ ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି। ପ୍ରତି...

ଅନାହାରରେ ବୃଦ୍ଧ ସୁଦର୍ଶନ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ବ୍ଲକ ସୁନାଲଟି ଗାଁର ସୁଦର୍ଶନ ଲେଙ୍କା(୭୦) ଅନାହାରରେ ଦିନ କାଟୁଛନ୍ତି। ଖଣ୍ଡପଡା ବ୍ଲକ ଯୋଗିଆପଲ୍ଲୀ ଘାଟିର ଠାକୁରାଣୀ ପୀଠରେ ଠାକୁରଙ୍କ ଭୋଗ ଖାଇ ୫ଦିନ ହେଲା ଜୀବନ ବଞ୍ଚାଇଛନ୍ତି। ଆଉ ମନ୍ଦିର ଚଟାଣ ଆଶ୍ରୟ ପାଲଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri