ଜଙ୍ଗଲ ପରେ ରାସ୍ତାପାର୍ଶ୍ୱ ବୃକ୍ଷ ଉପରେ ମାଫିଆଙ୍କ ନଜର ଓଡ଼ଗାଁ,୧୯ା୫(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବିଭିନ୍ନ ସଂରକ୍ଷଣ ଜଙ୍ଗଲ କାଠ ମାଫିଆ ସଫା କରିବା ପରେ ଏବେ ରାସ୍ତା ପାର୍ଶ୍ୱ ବୃକ୍ଷ ଉପରେ ସେମାନଙ୍କ ନଜର ପଡିଛି। ମାଫିଆମାନେ ଅଭିନବ ଉପାୟରେ ଗଛ କାଟୁଥିବା ବେଳେ ବନ...
୧୪ ଗ୍ରାମ ବ୍ରାଉନ ସୁଗାର ଜବତ: ଜେଲ୍ ଗଲେ ପ୍ରଭାତ ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଶରଣକୁଳ ପୋଲିସ ଶନିବାର ସନ୍ଧ୍ୟାରେ ୧୪ ଗ୍ରାମରୁ ଅଧିକ ବ୍ରାଉନ ସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ହରିହରପୁର ଗାଁର ପ୍ରଭାତ କୁମାର ସ୍ବାଇଁଁ (୪୭)। ନୂଆ...
ଘାତକ ସାଜିଛି କିଡ୍ନୀ ରୋଗ: ୫ ବର୍ଷରେ ୧୦ ମୃତ ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ ଏବଂ ଓଷାମସ୍କା ଗାଁ ଦଳିତସାହିରେ କିଡ୍ନୀ ଜନିତ ରୋଗ ଘାତକ ସାଜିଛି। ୫ ବର୍ଷରେ ୧୦ଜଣଙ୍କ ମୃତ୍ୟୁ ଘଟିଛି । ଏବେ ବି ୪ରୋଗୀ ମୃତ୍ୟୁ ସହ...
ବୁରୁଦେଇ ଗ୍ରାମବାସୀଙ୍କ ଭରସା ଚୁଆପାଣି ନୂଆଗାଁ,୧୨ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବିଭିନ୍ନ ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି। ପ୍ରତି...
ଅନାହାରରେ ବୃଦ୍ଧ ସୁଦର୍ଶନ ନୟାଗଡ଼ ଅଫିସ,୯।୫: ନୟାଗଡ଼ ବ୍ଲକ ସୁନାଲଟି ଗାଁର ସୁଦର୍ଶନ ଲେଙ୍କା(୭୦) ଅନାହାରରେ ଦିନ କାଟୁଛନ୍ତି। ଖଣ୍ଡପଡା ବ୍ଲକ ଯୋଗିଆପଲ୍ଲୀ ଘାଟିର ଠାକୁରାଣୀ ପୀଠରେ ଠାକୁରଙ୍କ ଭୋଗ ଖାଇ ୫ଦିନ ହେଲା ଜୀବନ ବଞ୍ଚାଇଛନ୍ତି। ଆଉ ମନ୍ଦିର ଚଟାଣ ଆଶ୍ରୟ ପାଲଟିଛି।...
୪୯୧ ପାନୀୟ ଜଳ ପ୍ରକଳ୍ପରୁ ୨୭୨ ଅଚଳ ନୟାଗଡ଼ ଅଫିସ,୯।୫: ନୟାଗଡ଼ ଜିଲାରେ ପାନୀୟ ଜଳ ପ୍ରକଳ୍ପ କାହିଁକି ଫେଲ୍ ହେଉଛି ତା’ର କାରଣ ଖୋଜାଯାଉନି। ପ୍ରକଳ୍ପ ପରେ ପ୍ରକଳ୍ପ କରାଯାଇ ସରକାରୀ ଅନୁଦାନକୁ ବିକାଶ ନାଁରେ ହଡ଼ପ କରାଯାଉଛି। ଏବେ ବୃହତ୍ ପାନୀୟ ଜଳ ପ୍ରକଳ୍ପ ପାଇଁ...
ଅଙ୍ଗାରକାମ୍ଳ ଗ୍ୟାସ୍ ଲିକ୍: ଲୋକେ ଅଣନିଃଶ୍ୱାସୀ ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଙ୍ଗାରକାମ୍ଳ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଟ୍ୟାଙ୍କରରୁ...
ସଞ୍ଜୟଙ୍କ ‘ଧରିତ୍ରୀ’ କାର୍ଟୁନ ସଂଗ୍ରହ ନିଶା, ୯ ବର୍ଷ ହେଲା ସାଇତି ରଖିଛନ୍ତି… ନୟାଗଡ଼ ଅଫିସ,୫।୫: ଦୈନିକ ଧରିତ୍ରୀରେ ପ୍ରକାଶ ପାଉଥିବା କାର୍ଟୁନ ଦିନକୁ ଦିନ ଲୋକପ୍ରିୟ ହେବାରେ ଲାଗିଛି। ସାମ୍ପ୍ରତିକ ପରିସ୍ଥିତିକୁ ନେଇ କାର୍ଟୁନିଷ୍ଟ ଉତ୍କଳ ଗୌରବଙ୍କ ପ୍ରତି କାର୍ଟୁନ ବିଭିନ୍ନ ମହଲରେ ସଚେତନତା ସୃଷ୍ଟି କରିଚାଲିଛି। ଗତ ୯ ବର୍ଷ ହେଲା...
୧ କୁଇଣ୍ଟାଲ ହରିଣ ମାଂସ ଜବତ ନୟାଗଡ଼ ଅଫିସ,୪।୫: ନୟାଗଡ଼ ବନଖଣ୍ଡ ପଞ୍ଚାରିଡା ରେଞ୍ଜର ବଡ଼ପୁଟଠାରେ ବୁଧବାର ୧୧ କୁଇଣ୍ଟାଲ ହରିଣ ମାଂସ ଜବତ ହୋଇଛି। ତବେ ମାଂସ ନେବା ପାଇଁ ଆସିଥିବା ଜଣେ ଦଲାଲଙ୍କୁ ଅଟକ ରଖାଯାଇଛି। ହରିଣ ଶିକାର ଖବରପାଇ ବନ ବିଭାଗ କର୍ମଚାରୀ...
ରାଜ୍ୟ ସରକାର ପ୍ରସ୍ତାବ ଦେଲେ ମହାନଦୀ ଉପରେ ବ୍ୟାରେଜ ହେବ: ବିଶ୍ୱେଶ୍ୱର ରାୟଗଡ଼ା ଅଫିସ/ ଜୟପୁର,୧।୫(ନି.ପ୍ର.): ପଡ଼ୋଶୀ ଛତିଶଗଡ଼ ଓ ଆନ୍ଧ୍ର ସରକାର ନିଜ ରାଜ୍ୟର ନଦୀଗୁଡ଼ିକ ଉପରେ ବ୍ୟାରେଜ ନିର୍ମାଣ କରି ଚାଷ, ଶିଳ୍ପ ସହ ଲୋକଙ୍କୁ ପାନୀୟ ଜଳ ଯୋଗାଉଛନ୍ତି। ଓଡ଼ିଶା ଦେଇ ପ୍ରବାହିତ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ...
ଅଂଶୁଘାତ ନେଲା ବୃଦ୍ଧଙ୍କ ଜୀବନ, ସହାୟତା ପାଇଁ ଦାବି ନୟାଗଡ଼ ଅଫିସ,୩୦।୪: ଅଂଶୁଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ରଣପୁର ବ୍ଲକ୍ ବଳଭଦ୍ରପୁର ପଞ୍ଚାୟତ ଲେଖପଡ଼ା ଗାଁରେ। ଗାଁର ୬୪ ବର୍ଷୀୟ ଗୋବିନ୍ଦ ଜେନା ଗତ ୨୫ ତାରିଖରେ ଲେଖପଡ଼ା ବାଇଢଙ୍କ ଜଙ୍ଗଲକୁ...
ବଦଳିବ ଆଦ୍ୟ ଶ୍ରୀକ୍ଷେତ୍ରର ରୂପ, ନୟାଗଡ଼ ଜିଲାରେ ଖୁସିର ପରିବେଶ ନୟାଗଡ଼ ଅଫିସ/କଣ୍ଟିଲୋ,(ସ୍ବ.ପ୍ର.)୨୮।୪: ସମନ୍ବିତ, ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଆଦ୍ୟ ଶ୍ରୀକ୍ଷେତ୍ର କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟି ଟଙ୍କା ରାଜ୍ୟ ସରକାର ମଞ୍ଜୁର କରିବା ପରେ ନୟାଗଡ଼ ଜିଲାରେ ଖୁସିର ପରିବେଶ ସୃଷ୍ଟି ହୋଇଛି ।...