ନୟାଗଡ଼

ମହିଳା ଗ୍ରୁପଠାରୁ ଠକିନେଲେ ୮ ଲକ୍ଷ

ନୂଆଗାଁ,୨୫।୧୧(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଯଶୋବନ୍ତୀ ବାରିକ (୪୮)। ସୂଚନା ଅନୁଯାୟୀ, ବରଗଡ଼ ଜିଲାର ଯଶୋବନ୍ତୀ ଦୀର୍ଘ ଦିନ ହେଲା...

ଉଦୟପୁରରେ କଙ୍ଗାରୁ କୋର୍ଟ

ନୟାଗଡ଼ ଅଫିସ,୨୧ା୧୧: ନୟାଗଡ଼ ସଦର ଥାନା ଅଧୀନ ଦୁର୍ଦ୍ଦୁରା ପଞ୍ଚାୟତର ଉଦୟପୁର ଗାଁରେ କଙ୍ଗାରୁ କୋର୍ଟର ଜୁଲମ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହୋଇଛି। ଗାଁରେ ଖଟ ବୁଲାଇ ଜଣେ ବ୍ୟକ୍ତିଙ୍କୁ ଚୋର କହି କଙ୍ଗାରୁ କୋର୍ଟରେ ୫ ଲକ୍ଷ ଟଙ୍କା...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରଣପୁର,୧୮ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ସହକାରୀ ଯନ୍ତ୍ରୀ ଜଣକ ହେଉଛନ୍ତି, ଋଷିନାଥ ବରାଳ। ଭିଜିଲାନ୍ସ ଟିମ୍‌୍‌ର ୪ଟି ଦଳ ଖୋର୍ଦ୍ଧା, ନୟାଗଡ଼, ରଣପୁର ଓ ଢେଙ୍କାନାଳରେ ରେଡ୍‌...

ବେଆଇନ ପାହାଡ଼ ବ୍ଲାଷ୍ଟିଂକୁ ଲଗାମ ନାହିଁ

ନୟାଗଡ଼ ଅଫିସ,୧୭।୧୧: ନୟାଗଡ଼ ଜିଲାରେ ୧୫ଟି କଳାମୁଗୁନି ପଥର ଖଣି ଲିଜ୍‌ ଦିଆଯାଇଛି। ହେଲେ ଲିଜ୍‌ ଖଣିରେ ବେଆଇନ ଖନନ ଓ ବିସ୍ଫୋରଣରେ ଲଗାମ ନ ଥିବାରୁ ସରକାର କ୍ଷତି ସହୁଛନ୍ତି। ୩ ମାସରେ ଥରେ ମାପଚୁପ କରି ଅପଡେଟ୍‌...

ଖଣିରେ ଅଘଟଣ: ପଥର ତଳେ ଜେସିବି ଡ୍ରାଇଭର

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଜିଲା ଶରଣକୁଳ ଥାନା ପୁଆଣିଆ ପଥରଖଣିରେ ଚାପି ହୋଇ ଜଣେ ଜେସିବି ଡ୍ରାଇଭରର ମୃତ୍ୟୁ ଘଟିଛି। ମୃତକ ହେଲେ କଟକ ଜିଲା ନରସିଂହପୁର ଓଡସିଙ୍ଗା ଗାଁର ସୁଶାନ୍ତ ଦାସ । ପୁଆଣିଆ ଠାରେ ଥିବା ଏକ...

ପାଣିରେ ଭାସୁଛି କଟାଧାନ

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଶୁକ୍ର ଓ ଶନିବାର ୨ଦିନ ହେଲା ଲାଗି ରହିଛି । ଏହାର ପ୍ରଭାବରେ କଟା ଯାଇଥିବା ଧାନ ଜମିରେ ଜମା ହୋଇଥିବା ବର୍ଷା ପାଣିରେ ଭାସୁଛି । ପୁଣି ଜମିରେ...

କଙ୍ଗାରୁ କୋର୍ଟ ନେଲା ଜୀବନ

ନୟାଗଡ଼ ଅଫିସ/ରଣପୁର,୯।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗଁାରେ କଙ୍ଗାରୁ କୋର୍ଟ ନେଇଛି ଜଣେ ଯୁବକଙ୍କ ଜୀବନ। ମୃତ ଯୁବକ ହେଲେ ସୁନନ୍ଦ ବେହେରା(୩୫)। ଅନ୍ୟପକ୍ଷେ ଡାକ୍ତରଙ୍କ ଯୋଗୁ ଗଁାରେ କଙ୍ଗାରୁ କୋର୍ଟ ବସିଥିଲା। ସେହି କୋର୍ଟରେ ଦଣ୍ଡ...

ଏବେ ବି ଚୁଆପାଣି ଉପରେ ଭରସା

ନୂଆଗାଁ,୩।୧୧(ଡି.ଏନ.ଏ.):ଲୋକଙ୍କ ସମସ୍ୟା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ସେଥିମଧ୍ୟରୁ ପାନୀୟ ଜଳ ଏକ ପ୍ରମୁଖ ସମସ୍ୟା। ସେଥିପାଇଁ ସରକାର ଅଧିକ ଗୁରୁତ୍ୱ ଦେବା ସହ ପ୍ରତିଗାଁକୁ କିଭଳି ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ...

ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି ।...

ଆଶୀର୍ବାଦ ଯୋଜନା ପାଇଁ ଲାଞ୍ଚ

ନୟାଗଡ଼ ଅଫିସ,୨୭।୧୦: ଲାଞ୍ଚ ନ ଦେଲେ ଆଶୀର୍ବାଦ ଯୋଜନାରେ ନାମ ତାଲିକାଭୁକ୍ତ କରାଯାଉନାହିଁ। ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ୧ ହଜାର ଟଙ୍କା ନ ଦେଲେ ଦରଖାସ୍ତକୁ ଫେରାଇ ଦେଉଛନ୍ତି। ଯଦି କେହି ବାଧ୍ୟ କରି ଦରଖାସ୍ତ ଦେଉଛନ୍ତି ତାକୁ ଫିଙ୍ଗି...

ପାରା ଦେହରେ ଆସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୭ା୧୦ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁରର ବନ୍ଧମୁଣ୍ଡା ଗ୍ରାମ ପଞ୍ଚାୟତ ଅଧୀନରେ ଥିବା ମାଳ ଜଙ୍ଗଲ ଭିତରେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିଥିଲେ...

ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଆସନ: ଅନୁସୂଚିତ ଜନଜାତି ମହିଳାଙ୍କ ଉପରେ ଭରସା

ନୟାଗଡ଼ ଅଫିସ,୧୭।୧୦: ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଆସନ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷଣ କରାଯାଇଛି । ୨୦୧୭ ନିର୍ବାଚନରେ ଏହା ମହିଳାଙ୍କ ପାଇଁ ସଂରକ୍ଷଣ ଥିଲା । ତେବେ ଜିଲା ପରିଷଦ ଆସନ ପାଇଁ ଚିଠା ସଂରକ୍ଷଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri