ନିମ୍ନମାନର ପାଇଖାନା ନିର୍ମାଣକୁ ନେଇ ଚିନ୍ତା
ନୂଆଗାଁ,୨୫।୩(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା ମାଧ୍ୟମରେ ପାଇଖାନା ନିର୍ମାଣ ନାମରେ ଚାଲିଛି ହରିଲୁଟ। ପାଇଖାନା ନ ଥାଇ ବାହ୍ୟ ମଳମୁକ୍ତ ଅଞ୍ଚଳ ବୋଲି ଏକାଧିକ ଗ୍ରାମକୁ ଘୋଷଣା କରାଯାଇଛି । କେତେକ...
ମକଦ୍ଦମା ଲଢ଼ିବା ପାଇଁ ମାନସଙ୍କ ବାପା ୩ ମାଣ ଜମି ବିକିବେ
ନୟାଗଡ଼ ଅଫିସ/ରଣପୁର,୨୪।୩(ସ୍ବ.ପ୍ର.): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି । ମାନସଙ୍କ ହତ୍ୟାକାରୀ ଓ ଏହି ଘଟଣାରେ ସହଯୋଗ କରିଥିବା ମନ୍ତ୍ରୀ, ପୂର୍ବତନ ଅଧିକାରୀ ଓ ବଡ଼ବଡ଼ିଆଙ୍କୁ ଦଣ୍ଡ ଦେବା ପାଇଁ ମାନସଙ୍କ ବାପା...
ସ୍କୁଲ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର
ନୂଆଗାଁ,୨୩।୩(ଡି.ଏନ.ଏ.): ଅନୁଦାନ ଆସିଛି ହେଲେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ହୋଇପାରୁନାହିଁ। ଫଳରେ ସ୍କୁଲ ବାରଣ୍ଡାରେ ଚାଲିଛି କେନ୍ଦ୍ର। ଏଥିସହିତ ଉକ୍ତ କେନ୍ଦ୍ର ପକ୍ଷରୁ ପ୍ରତିଦିନ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସେହି ସ୍କୁଲ ବାରଣ୍ଡାରେ ହିଁ ଚାଲିଛି। ମଙ୍ଗଳବାର ମମତା ଦିବସ...
ପ୍ରଚାର ଶେଷ, ଏଥର ଭୋଟ ପ୍ରସ୍ତୁତ
ନୟାଗଡ଼ ଅଫିସ, ୨୩।୩: ପୌର ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି । ୨୪ରେ ଭୋଟ ଗ୍ରହଣ ହେବ। ସେଥିପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ କରି ପ୍ରାର୍ଥୀ ଓ ନେତାମାନେ ପ୍ରସ୍ତୁତ ହେଉଛନ୍ତି ା ଆଉ ମାତ୍ର ଗୋଟିଏ...
୨ ମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ
ନୟାଗଡ଼ ଅଫିସ/ରଣପୁର,୨୩ା୩(ସ୍ବ.ପ୍ର.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା ଧୀରେ ଧୀରେ ବିବାଦୀୟ ହେବାରେ ଲାଗିଛି। ଏହି ଘଟଣାରେ ଦୁଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଓ ପ୍ରତାପ ଜେନା ସମ୍ପୃକ୍ତ ଅଛନ୍ତି ବୋଲି ମାନସଙ୍କ ସ୍ତ୍ରୀ, ମା ଓ...
ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କଲେ ମା’
ଭୁବନେଶ୍ୱର,(ବ୍ୟୁରୋ)/ ଧର୍ମଶାଳା, (ଡି.ଏନ.ଏ.)୨୧।୩: ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ପୋଲିସର ତଦନ୍ତକୁ ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।...
ଆଶ୍ରମ ଭିତରେ ଅନ୍ତରଙ୍ଗ ଭିଡିଓ ଭାଇରାଲ
ଭୁବନେଶ୍ୱର,୧୮।୩ (ବ୍ୟୁରୋ): ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ଓ ନିର୍ଯାତନା ପରେ ହତ୍ୟା କରି ପୋତି ଦିଆଯିବା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମାନସଙ୍କୁ...
ଗୋ ଚାଲାଣକୁ ଲଗାମ ନାହିଁ
ନୟାଗଡ଼ ଅଫିସ,୧୧।୩: ନୟାଗଡ଼ ଜିଲାରେ ଆନ୍ତଃ ରାଜ୍ୟ ଗୋଚାଲାଣ ର଼୍ୟାକେଟ ସକ୍ରିୟ ରହିଛି। ଜିଲାରୁ ମାସକରେ ୧୦ରୁ ଊର୍ଦ୍ଧ୍ୱ ଦିନ ବେଆଇନ ଭାବେ କଂସେଇଖାନାକୁ ଗୋଚାଲାଣ ଚାଲିଛି। ବେଆଇନ ଗୋଚାଲାଣ ରୋକିବା ନେଇ ପ୍ରିଭେନ୍ସନ ଅଫ୍ କ୍ରୁଏଲିଟି ଟୁ ଆନିମଲ...
ନିଆଁରେ ପୋଡ଼ୁଛି ରାସ୍ତାପାର୍ଶ୍ୱ ଗଛ
ନୟାଗଡ଼ ଅଫିସ, ୭।୩ – ଶରଣକୂଳ-ଓଡଗାଁ ରାସ୍ତାପାର୍ଶ୍ୱରେ ବନବିଭାଗ ପକ୍ଷରୁ ବିଭିନ୍ନ ଚାରା ରୋପଣ କରାଯାଇଥିଲା । ହେଲେ ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ତାହା ପଦା ହେବାକୁ ବସିଛି । ରାସ୍ତାପାର୍ଶ୍ୱରେ ପାଳ ଓ ଆବର୍ଜନା ଗଦା ଦେଉଛି ।...
ସିଲେକ୍ସନ ଓ୍ବାରିୟର, ଟାଇଗର ଟିମ୍ ବିଜୟୀ
ଦଶପଲ୍ଲା,୭।୩ (ଡି.ଏନ.ଏ.) – ସ୍ଥାନୀୟ ଗାନ୍ଧୀ ମଇଦାନରେ ଚାଲିଥିବା ଦଶପଲ୍ଲା ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ନାମେଣ୍ଟର ରବିବାର ୨ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଈଶାନୀ ସହ ସିଲେକ୍ସନ୍ ୱାରିଅର୍ର ମୁକାବିଲା ହୋଇଥିଲା । ସିଲେକ୍ସନ୍ ୱାରିଅର୍ ୧୪.୦୨...
୫ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ
ନୂଆଗାଁ,୭।୩ (ଡି.ଏନ.ଏ.) – ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବାକୁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥା ପାଇଁ ସ୍ମାର୍ଟ ସ୍କୁଲ ଯୋଜନା କାର୍ଯ୍ୟକାରୀ କରାଯାଇଛି । ଏଥିପାଇଁ ବିଭିନ୍ନ ଯୋଜନାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ...
ଗାଡ଼ି ସହ ୯,୬୦୦ ବୋତଲ କଫ ସିରପ୍ ଜବତ
ନୟାଗଡ଼ ଅଫିସ/ନୂଆଗାଁ, ୫ା୩(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ବେଆଇନ ଭାବେ ଚାଲାଣ ହେଉଥିବା ୯,୬୦୦ କଫ ସିରପ୍ ବୋତଲକୁ ଜବତ କରିଛି। ସେହିଭଳି ୪ ଷ୍ଟ୍ରିଫ ଆଲପ୍ରା ଜୋଲମ, ୫ ମୋବାଇଲ ଫୋନ, ୧୬ ଶହ ଟଙ୍କା...
Archives


