ନୟାଗଡ଼

କ୍ଲିନିକ୍‌ ସିଲ୍‌ କରି ଚୁପ୍‌ ବସିଛି ପ୍ରଶାସନ

ନୟାଗଡ଼ ଅଫିସ,୬।୯: ପଞ୍ଜୀକରଣ ନ ଥାଇ ନୟାଗଡ଼ ଜିଲା ଖଣ୍ଡପଡ଼ା ସହରର ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ବାଲାଜୀ କ୍ଲିନିକ୍‌ ପ୍ରାୟ ୮ମାସ ହେଲା ବେଆଇନ ଭାବେ ଚାଲୁ ଥିଲା । ହେଲେ ସେହି କ୍ଲିନିକ୍‌ ଉପରେ ଚଢ଼ାଉ କରାଯାଉ ନ...

ଭ୍ରୂଣହତ୍ୟା ତଦନ୍ତରେ ଫସିଲେ ନକଲି ଡାକ୍ତର: ଡାକ୍ତରୀ ପାଠ ନ ପଢ଼ି…

ନୟାଗଡ଼ ଅଫିସ,୫।୯: ନୟାଗଡ଼ ଜିଲାରେ ଭ୍ରୂଣହତ୍ୟା ଘଟଣା ୨ୟ ଥର ସାମ୍‌ନାକୁ ଆସିବା ପରେ ପ୍ରଶାସନର ନିଦ ହଜିଯାଇଛି । ଏହି ଘଟଣାରେ ପ୍ରଶାସନର ପ୍ରାଥମିକ ତଦନ୍ତରେ ଅଟକ ଥିବା ଅପାଠୁଆ ନକଲି ଡାକ୍ତର ବିଶ୍ୱନାଥ ଘଡ଼େଇଙ୍କୁ ଶନିବାର ନୟାଗଡ଼...

ରୋଷେଇ କଲା ସମୟରେ ଭୟାବହ ଅଗ୍ନିକାଣ୍ଡ: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ନୟାଗଡ଼ ଅଫିସ, ୩୧।୮: ରୋଷେଇ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟି ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଏଭଳି ଅଭାନୀୟ ଘଟଣା ଘଟିଛି ନୟାଗଡ଼ ଜିଲା ଭାପୁର ବ୍ଲକ ବିରିଡି ଗାଁରେ। ମୃତା ସ୍ତ୍ରୀ ହେଲେ ହରପ୍ରିୟା...

ହାଇକୋର୍ଟ ଯିବାକୁ କହିଲେ ସୁପ୍ରିମକୋର୍ଟ

ନୟାଗଡ଼ ଅଫିସ୍‌,୨୪।୮: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଯାଇ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ମିଳୁ। ଏହି ମର୍ମରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପରୀଙ୍କ ମା’ ସୌଦାମିନୀ ସାହୁ। ଏଥିପାଇଁ ସେ ପ୍ରଥମେ ରିଟ୍‌ ପିଟିଶନ ଦାଖଲ କରିଥିଲେ।...

ଜଳ ଭଣ୍ଡାରରେ ପାଣି ଭର୍ତ୍ତି, କେନାଲରେ ନାହିଁ

ଖଣ୍ଡପଡ଼ା,୨୩ା୮(ସ୍ବ.ପ୍ର.): ସୁନାମୁହିଁ ଜଳ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣର ଜଳ ମହଜୁଦ ଅଛି। ହେଲେ କେନାଲରେ ପାଣି ଆସୁ ନ ଥିବାରୁ ଚାଷଜମି ଶୁଖିଲା ପଡିଛି। ଏହାକୁ ନେଇ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଭାଗୀୟ ଅଧିକାରୀମାନେ ଏ ସଂକ୍ରାନ୍ତରେ ତୁରନ୍ତ...

କାଉଣ୍ଟର ଦସ୍ତଖତ ଜାଲ୍‌ ଥିଲା

ନୟାଗଡ଼ ଅଫିସ,୨୧।୮: ଜାଲ୍‌ ଦସ୍ତଖତରେ ୮୦କୋଟି ଟଙ୍କା ଆତ୍ମସାତ୍‌ ହୋଇଥିବା ତତ୍କାଳୀନ ଭାପୁର ବ୍ଲକ୍‌ ଅଧ୍ୟକ୍ଷା ଶାନ୍ତିଲତା ବେହେରା ଅଭିଯୋଗ କରିଥିଲେ ା ଯାହାକୁ ନେଇ ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ବେହେରାଙ୍କୁ ପଦଚ୍ୟୁତ କରାଯାଇଥିଲା। ହେଲେ ଯାଞ୍ଚ ପରେ ଶାନ୍ତିଲତାଙ୍କ...

ପରୀ ହତ୍ୟାକାଣ୍ଡ: ଚିଲ୍‌ଡ୍ରେନ୍‌ କୋର୍ଟରେ ଚାର୍ଜଫ୍ରେମ୍‌

ନୟାଗଡ ଅଫିସ,୨୦।୮: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଶୁଣାଣି ଆରମ୍ଭ ହେବା ପାଇଁ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ଚିଲଡ୍ରେନ୍‌ କୋର୍ଟର ବିଚାରପତି ଇତିଶ୍ରୀ ମହାପାତ୍ର ଗୁରୁବାର ଚାର୍ଜଫ୍ରେମ କରିଛନ୍ତି। ଆଇପିସି ଦଫା ୩୭୬(ଏ), ୩୭୬(ଏବି), ୩୬୪, ୩୦୨, ୨୦୧, ପୋକ୍‌ସୋ...

ବେବିନା ହତ୍ୟା ଅଭିଯୁକ୍ତ ନାବାଳକ

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାକତ୍ାର ପରେ ହତ୍ୟା ମାମଲାରେ ଗିରଫ ହତ୍ୟାକାରୀ ସାବାଳକ ନୁହେଁ ନାବାଳକ ବୋଲି ଜଣାପଡିଛି। ଜନ୍ମ ତାରିଖର ସତ୍ୟତା...

ମା’ସହ ୩ ବର୍ଷର ପୁଅକୁ ହତ୍ୟା

ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୭/୨୧) ରୁଜୁ କରି ମୃତ ମହିଳା ମିଲିମଣି ସାହୁ(୨୪)...

‘ପରୀ’ ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ପରୀ ମା’ଙ୍କ ପକ୍ଷରୁ...

ରାସ୍ତା ଅବରୋଧ ବେଳେ ଆମ୍ବୁଲାନ୍ସକୁ ବି ଛାଡିଲେନି

ନୟାଗଡ଼ ଅଫିସ, ୮।୭: ନୟାଗଡ ଜିଲା ନୂଆଗାଁ ବ୍ଲକ ଗୁଡୁପାଙ୍ଗି ଓ ୧୭ ଖଣ୍ଡ ଗାଁ ମଧ୍ୟରେ ଗତ କିଛି ଦିନରୁ ଲାଗିରହିଥିବା ବିବାଦ ଏବେ ଉଗ୍ର ରୁପ ନେଇଛି। ବଳଭଦ୍ରପୁର ଢ଼ିପମାଳ ରାସ୍ତା ନିର୍ମାଣ ଦାବିରେ ନୟାଗଡ ଜିଲାର...

ଗର୍ଭବତୀଙ୍କୁ ରେଫର ମନା

ନୟାଗଡ଼ ଅଫିସ,୧।୭: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ଭର୍ତ୍ତି ହେଉଥିବା ଗର୍ଭବତୀଙ୍କୁ ଆଉ ରେଫର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ନିର୍ଦ୍ଦେଶ ଦେଇଛନ୍ତି। ଆଉ ଜଣେ ଆନାସ୍ଥେସିଆ ବିଶେଷଜ୍ଞ କାର୍ଯ୍ୟରେ ଯୋଗ ଦେବା ପରେ ଡିଏଚ୍‌ଏଚ୍‌ରେ ୨୪ ଘଣ୍ଟିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image