ନୟାଗଡ଼ ମ୍ୟୁନିସିପାଲିଟିରେ ନାହିଁ ସ୍ମାର୍ଟ ଶ୍ମଶାନ
ନୟାଗଡ଼ ଅଫିସ,୨୨।୧୧: ନୟାଗଡ ମ୍ୟୁନିସିପାଲିଟିରେ ସ୍ମାର୍ଟ ଶ୍ମଶାନ ନାହିଁ। ପୂର୍ବରୁ ଯେଉଁ ଦୁଇ ଶ୍ମଶାନ ରହିଛି ସେଠାରେ ଶବଦାହ କରିବା ସମ୍ଭବ ନୁହେଁ। ତେଣୁ ସହରବାସୀ ହଇରାଣ ହେଉଛନ୍ତି। କେହି ଖର୍ଚ୍ଚାନ୍ତ ହୋଇ ପୁରୀ ସ୍ବର୍ଗଦ୍ୱାରକୁ ଯାଉଛନ୍ତି ଆଉ କିଏ...