ନୟାଗଡ଼ରେ ନକଲି ଟଙ୍କା କାରଖାନା ଠାବ
ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରର ଅମରେନ୍ଦ୍ର ବଜାରରେ ଚାଲିଥିଲା ନକଲି ଟଙ୍କା ଛାପା କାରଖାନା। ବାଇକ୍ କିଣିବାବେଳେ ୧ ଲକ୍ଷ ୨୫ ହଜାର ନକଲି ୫୦୦ ଟଙ୍କିଆ ଜବତ ପରେ ଏହା ଦୃଷ୍ଟିକୁ ଆସିଛି। ଥାନାଠାରୁ ପ୍ରାୟ ୫୦୦ ମିଟର...
ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରର ଅମରେନ୍ଦ୍ର ବଜାରରେ ଚାଲିଥିଲା ନକଲି ଟଙ୍କା ଛାପା କାରଖାନା। ବାଇକ୍ କିଣିବାବେଳେ ୧ ଲକ୍ଷ ୨୫ ହଜାର ନକଲି ୫୦୦ ଟଙ୍କିଆ ଜବତ ପରେ ଏହା ଦୃଷ୍ଟିକୁ ଆସିଛି। ଥାନାଠାରୁ ପ୍ରାୟ ୫୦୦ ମିଟର...
ନୟାଗଡ଼ ଅଫିସ,୧୮ା୧୦: ନୟାଗଡ଼ ସହର ବିଜୁ ମାର୍କେଟର ଦୋକାନ ଘରେ ଗୋଦାମ ସଂଖ୍ୟା ବଢ଼ିବା ପରେ ଖୁଚୁରା ବ୍ୟବସାୟୀ ଚିନ୍ତାରେ ଅଛନ୍ତି। ସେମାନଙ୍କ ବ୍ୟବସାୟ ଦିନକୁ ଦିନ କମିବାରେ ଲାଗିଛି। ପୁଣି ବଜାରରେ ପାର୍କିଂ ବ୍ୟବସ୍ଥା, ଦୋକାନୀ ଓ ଗ୍ରାହକଙ୍କ...
ଖଣ୍ଡପଡ଼ା,୧୬ା୧୦(ସ୍ବ.ପ୍ର.): କରୋନାଜନିତ ଲକ୍ଡାଉନ ଓ ଶଟ୍ଡାଉନ ଯୋଗୁ ଗତ ୭ମାସ ହେଲା ଅଧିକାଂଶ ଲୋକ କାମଧନ୍ଦା ହରାଇଛନ୍ତି। ଏପରି ସମୟରେ ପେଟ ପୋଷିବା ପାଇଁ ଖଣ୍ଡପଡ଼ା ବ୍ଲକ କଣ୍ଟିଲୋ ଅଞ୍ଚଳର କେତେକ ମହିଳା ମାଟି ବ୍ୟବସାୟକୁ ଆଦରି ନେଇଛନ୍ତି। ଢଳେଇ...
ନୟାଗଡ ଅଫିସ,୧୪।୧୦:ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। ବର୍ଷା ସହ ବଜ୍ରପାତ ହୋଇଛି। ବୁଧବାର ସକାଳେ ଏଠାର ଡିହଗାଁ ପଂଚାୟତରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଉଛନ୍ତି ଉଦୟ ନାଥ ପ୍ରଧାନ...
ନୟାଗଡ଼ ଅଫିସ,୧୨ା୧୦: ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନାରେ ଗରିବ ପରିବାରଙ୍କୁ ମାଗଣାରେ ଘର ଯୋଗାଇ ଦେଉଛନ୍ତି। ହେଲେ ଅନେକ ଯୋଗ୍ୟ ପରିବାର ଏହି ତାଲିକାରେ ସାମିଲ ହୋଇପାରୁ ନାହାନ୍ତି। ଗଣିଆ ବ୍ଲକ ଆଡକଟା ପଞ୍ଚାୟତ...
ଖଣ୍ଡପଡ଼ା,୧୨।୧୦(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ଅବସ୍ଥିତ ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଲୁଟେରାଙ୍କ କବ୍ଜାରେ ଥିବା ଦେଖିବାକୁ ମିଳିଛି। ୨ ବର୍ଷ ତଳେ ଉକ୍ତ ସ୍ଥାନରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ଉପକରଣ ସ୍ଥାପନ...
ନୟାଗଡ଼ ଅଫିସ,୯।୧୦: ଜମି ଅଧିଗ୍ରହଣ ସମସ୍ୟା ଯୋଗୁ ନୟାଗଡ଼ ଜିଲା ଗଣିଆର ମଣିଭଦ୍ରା ପତୁରିଆ ନଦୀବନ୍ଧ ଅଧାରେ ଅଟକିଛି। ବନ୍ୟା ସମସ୍ୟାରୁ ମୁକୁଳିବା ପାଇଁ ଅଞ୍ଚଳବାସୀଙ୍କ ବାରମ୍ବାର ଦାବି ପରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ସ୍ଥିର ହୋଇଥିଲା। ହେଲେ...
ନୟାଗଡ଼ ଅଫିସ,୫।୧୦: ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥ (ଏନ୍ଏଚ୍)ର ନୟାଗଡ ସତ୍ସଙ୍ଗବିହାର ନିକଟବର୍ତ୍ତି ମଜୁରିଆପଲ୍ଲୀ କ୍ଷୁଦ୍ର ପୋଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ସଂଯୋଗ ରାସ୍ତା କରାଯାଇ ନ ଥିଲା। ଫଳରେ ଡାଇଭର୍ସନ ରୋଡ୍ରେ ଯାନାବାହନ ଯାତାୟାତ କରୁଥିଲା।...
ନୟାଗଡ ଅଫିସ,୨୫ା୯: ଧାର ଟଙ୍କା ମାଗିବାରୁ ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ ଧୁଷୁମାରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକହେଲେ ମାୟା ଭୂୟାଁ(୬୦)। ଗୁରୁବାର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ...
ନୟାଗଡ଼ ଅଫିସ,୧୯ା୯: ନୟାଗଡ଼ ସଦର ଥାନା ବାଲୁଗାଁ ସଅର ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ କାଳିଆ ନାୟକ(୪୫)ଙ୍କ ଭାଇ ଏପରି ଅଭିଯୋଗ ପରେ ପୋଲିସ ଘଟଣାର...
ନୟାଗଡ଼ ଅଫିସ/ରଣପୁର, ୧୮ା୯(ସ୍ବ.ପ୍ର.): ରଙ୍ଗବେରଙ୍ଗର ଫୁଲ ଗଛ ସହ ବିଭିନ୍ନ ଔଷଧିୟ ଗଛରେ ଝଲଶୁଛି ଶ୍ମଶାନ। ଯାହାକି ପାର୍କର ଭ୍ରମ ସୃଷ୍ଟି କରୁଛି। ନୟାଗଡ଼ ଜିଲା ରଣପୁର ଏନଏସି ଅଞ୍ଚଳରେ ରହିଛି ଏହି ଶ୍ମଶାନ। ଏହା ମୋ ଜନ୍ମଭୂମି ମୋ...
ନୟାଗଡ ଅଫିସ,୧୪।୯: ନୟାଗଡ଼ ଡିଏଫଓଙ୍କ କ୍ୱାର୍ଟର ମରାମତି ଓ ନୟାଗଡ଼ ରେଞ୍ଜରଙ୍କ ପୁରୁଣା କାର୍ଯ୍ୟାଳୟ ସଫେଇରେ ଅର୍ଥ ଅପବ୍ୟୟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସରକାରୀ ଅନୁଦାନ ଖର୍ଚ୍ଚର ଠିକ୍ ସମୀକ୍ଷା ହେଉ ନ ଥିବାରୁ ଅପବ୍ୟୟକୁ ରୋକା...