ନୂଆପଡ଼ା

ରାତି ପାହିଲେ ନୂଆପଡ଼ାରେ ଭୋଟ: ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨,୫୪,୪୯୭ ଭୋଟର

ନୂଆପଡ଼ା,୧୦ା୧୧ (ମକାରୁ ବେମାଲ) : ରାତି ପାହିଲେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ମଇଦାନରେ ପ୍ରମୁଖ ଭାଜପା, ବିଜେଡି, କଂଗ୍ରେସ ଦଳର ପ୍ରାର୍ଥୀଙ୍କ ସମେତ ମୋଟ…

2 months ago

ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ନିର୍ଦ୍ଧାରଣ ହେବ ୧୪ ପ୍ରାର୍ଥୀଙ୍କ ଭାଗ୍ୟ

ନୂଆପଡ଼ା,୧୦।୧୧: ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତାକାଲି ନଭେମ୍ବର ୧୧ (ମଙ୍ଗଳବାର) ଭୋଟ୍ ଗ୍ରହଣ କରାଯିବ। ନିର୍ବାଚନକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସମସ୍ତ…

2 months ago

ନୂଆପଡ଼ା ଉପନିର୍ବାଚନ: ସକାଳ ୭ରୁ ମତଦାନ ଆରମ୍ଭ, ରହିଛି ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍‌

ନୂଆପଡ଼ା,୧୦।୧୧(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବ। ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ…

2 months ago

ହେଲିକପ୍ଟରରେ ନୂଆପଡ଼ା ଯିବେ ପୋଲିଂ ପାର୍ଟି

ନୂଆପଡ଼ା,୧୦ା୧୧(ମକାରୁ ବେମାଲ): ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଅନୁଷ୍ଠିତ ହେବ ନୂଆପଡ଼ା ଉପନିର୍ବାଚନ। ଏନେଇ ପୋଲିଂ ପାର୍ଟି ହେଲିକପ୍ଟରରେ ନୂଆପଡ଼ା ଯିବେ ବୋଲି ବ୍ୟବସ୍ଥା କରାଯାଇଛି। ସୁନାବେଡ଼ା ପୋଲିଂ…

2 months ago

ସରିଲା ପ୍ରଚାର, ଏବେ ଗାଁ ନେତା ଭରସା

ନୂଆପଡ଼ା,୧୦ା୧୧(ସୁନିତ୍‌ ମିଶ୍ର):ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବାକୁ ଥିବାରୁ ରାଜ୍ୟ ନିର୍ବାଚନ କମିଶନଙ୍କ…

2 months ago

ନୂଆପଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି ଆରମ୍ଭ…

2 months ago

ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ

ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ ରମାକାନ୍ତ…

2 months ago

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼ ପରିଲକ୍ଷିତ…

2 months ago

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା ଓ…

2 months ago

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ ଜୋର…

2 months ago