ନୂଆପଡ଼ା

ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ

ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା ସିନାପାଲି ଓ ବୋଡେନ ଅଞ୍ଚଳର ୩୦ଜଣ ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶରେ ଏବେ ଫସି...

ବାପ୍‌ ଦିବ୍ୟାଙ୍ଗ: ଦାଦନ ଖଟି ବହେନ୍‌କେ ପଢ଼ଉଛନ୍‌ ତିନ୍‌ ଭାଇ

  କୋମନା, ୨୪।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଦିବ୍ୟାଙ୍ଗ ମସତ୍‌ରାମ ତାଣ୍ଡି(୬୦)। ଛୁଆବେଲେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍‌। ଯେନ୍‌ଥିରଲାଗି ତାକର ଗୁଟେ ଗୋଡ଼ ଠିକ୍‌ରେ...

ଟ୍ରାଇ ସାଇକେଲ ଲାଗି ଆବେଦନ କରି ଦିବ୍ୟାଙ୍ଗ ନିରାଶ

  କୋମନା,୨୧।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ପଁଚେତ୍‌ କୁଶଦହନା ଗଁାର ପୁରୁଷୋତ୍ତମ ସାହୁ(୩୫)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍‌। ହେଲେ ସେ ହାର ନାଇଁମାନି। ଫିଦିନ ନିଜର ଟ୍ରାଇ ସାଇକେଲରେ...

ପକ୍ଷାଘାତରେ ପୀଡ଼ିତ ଅଶୋକ: ଚିକିଛା ଲାଗି ଟଁକା ବାଧକ

ଖଡିଆଳ, ୨୦।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍‌କେ ୧୫ ଦିନ୍‌ ତଲେ ପକ୍ଷାଘାତ ରୋଗ୍‌ରେ ଆକ୍‌ରଁ। ତ ହେଇଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି...

ସରକାରୀ ସୁବିଧା ସୁଯୋଗରୁ ବଁଚିତ୍‌ ପୁଷ୍ପା: ଝି’ର ଚିକିଛା ଲାଗି ଦାଦନ ଖଟୁଛେ ବାପ୍‌

କୋମନା, ୧୬।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ଭେଲା ଗାଁ ହରିଜନ ପଡ଼ାର ବିଜେ ସୁନାନୀକଁର ଝି’ ପୁଷ୍ପା ସୁନାନୀ(୧୬)। ସେ ଛୁଆବେଲୁ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ମା’ବାପ୍‌ ସରକାରୀ, ବେସରକାରୀ ସାହାଜ୍‌ ଲାଗି...

ଅଜନା ରୋଗ୍‌ରେ ଦିବ୍ୟାଙ୍ଗ ପାଲଟିଛନ୍‌ ଭାଇବହେନ୍‌

  କୋମନା, ୧୪।୩ (ଡି.ଏନ୍‌.ଏ.)- ରାଏଜ୍‌ ସରକାର ଅସାହା, ଗରିବ ଦୁଖି, ଭିନ୍ନକ୍ଷମମାନକୁ ଭିନେ ଭିନେ ଯୋଜନାରେ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ହେଲେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମ୍‌ଖିଆଲି ମନଭାବ ଲାଗି ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ସରକାରକଁର...

ସେବାଶ୍ରମ ଶିକ୍ଷା

ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ, ୨୫ ସେବାଶ୍ରମ, ୫ ସେବାଶ୍ରମ ହାଇସ୍କୁଲ, ଗୋଟିଏ ଲେଖାଏ ଅନ୍ବେଷା ଏବଂ ଏକଲବ୍ୟ...

ଇଟାଭାଟିରେ ମା’ବାପା, ଆବାସିକ କେନ୍ଦ୍ରରେ ଶିଶୁ

ନୂଆପଡ଼ା ଅଫିସ,୭ା୩ : ନୂଆପଡ଼ା ଭଳି ଦାଦନ ପ୍ରବଣ ଜିଲାରୁ ରାଜ୍ୟ ବାହାରକୁ ଯାଉଥିବା ଶ୍ରମିକ ପରିବାର ଶିଶୁଙ୍କୁ ଏକ ସ୍ବତନ୍ତ୍ର ଆବାସିକ କେନ୍ଦ୍ରରେ ରଖି ସୁରକ୍ଷିତ ଏବଂ ଶୃଙ୍ଖଳିତ ଢଙ୍ଗରେ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଛି । ଗୋଟିଏ ପଟେ...

ଦାଦନ ଯାଇ ନାବାଲକ୍‌ ପୁଓ ନିଖୋଜ: ଫିରବାର ବାଟ୍‌କେ ଚାହିଁ ଛନ୍‌ ମା’ବାପ୍‌

ସିନାପାଲି,୨।୩ (ଡି.ଏନ୍‌.ଏ.)- ପରିବାରକେ ଦାନା ଯୁଗାବାର ଲାଗି ପୁଓ ଦାଦନ୍‌ ଖଟିଯାଇଛେ। ସେ ଘରୁ ଯିବାର ଆଏଜ୍‌କେ ୬ ମାସ୍‌ ବିତିଗଲାନ। ଯାଇଛେ ଯେ ଆର ଫିରବାର ନାଇଁ। ତାର କିଛି ଖୋଜ୍‌ଖବର ନାଇଁ, ଫୋନ୍‌ କଲେ ନାଇଁ ଲାଗ୍‌ବାର।...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଦମ୍ପତି

  କୋମନା, ୧୧ା୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ଅସାହା, ଭୂମିହୀନ ପରିବାରମାନକୁ ଆବାସ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକଁର ଉଦାସୀନତା ଲାଗି ହକ୍‌ଦାର ଗରିବ୍‌...

ଅବ୍ୟବସ୍ଥାରେ ୧୧୦ବର୍ଷର ସ୍କୁଲ -୮ ଶ୍ରେଣୀ ପାଇଁ ୬ ଗୃହ

ନିରାକାରପୁର,୨୧ା୧(ଡି.ଏନ୍‌.ଏ.): ‘ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ’ ଶିକ୍ଷା ବିଭାଗ ପକ୍ଷରୁ ଏହି ନାରା ଦିଆଯାଉଛି। ଭିତ୍ତିଭୂମି ସୁଦୃଢ ନ କରି ଏହି ନାରା ଦେବାର ଯଥାର୍ଥତା କେତେ ତାହା ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ଡିଆ ଗ୍ରାମରେ ଅବସ୍ଥାପିତ ୧୧୦...

ମଣ୍ଡିରେ ପଡ଼ି ରହିଛି ଧାନ, ଜିଲା ଯୋଗାଣ ଅଧିକାରୀଙ୍କୁ ଚାଷୀଙ୍କ ଠେଲାପେଲା

ନୂଆପଡା ଅଫିସ,୧୬।୧: ନୂଆପଡା ମଣ୍ଡିରେ ତିନିଦିନ ଧରି ୫ହଜାର ବସ୍ତା ଧାନ ପଡ଼ି ରହିଛି। ଏହି ଧାନକୁ ଉଠାଇବା ଦାବିରେ ଚାଷୀମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଗୁରୁବାର ଘେରାଉ କରିଛନ୍ତି। ଏପରିକି ଅସନ୍ତୋଷ ଚାଷୀମାନେ ଅଧିକାରୀଙ୍କୁ ଠେଲାପେଲା କରିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri