ନୂଆପଡ଼ା

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ କରି ପ୍ରଚାର ଆରମ୍ଭ କରିଛନ୍ତି ା ପୂର୍ବରୁ ସେ ଜାତି ସମାଜ କର୍ମକର୍ତ୍ତାଙ୍କୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ରବିବାର ବିଜେଡି ବିଧାୟକ ପ୍ରାର୍ଥୀ ଅଧୀରାଜ ମୋହନ...

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ଯୋଗଦେଇ ନିର୍ବାଚନୀ ବିଗୁଲ ବଜାଇଛନ୍ତି। ସକାଳେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସେ...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ ରାଜ୍ୟ ସୀମା ସିଲ କରାଯାଇ ଯାଞ୍ଚ ଜାରି ରହିଛି। ଏହି କ୍ରମରେ ନୂଆପଡ଼ା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ ମଣ୍ଡଳୀରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ଲୋଚନ ସିଂ ମାଝି, ବହୁଜନ ସମାଜ ପାର୍ଟି...

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ କିମ୍ବା ଗାଁ ପର୍ଯ୍ୟନ୍ତ ପହଞ୍ଚତ୍ ପାରୁନାହିଁ। ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତ ସପନ...

ରୋଷେଇ ଘରେ ପଶି ରାଜକୀୟ ଖାଦ୍ୟ ଖାଇଲା ଭାଲୁ: ରାଜମହଲ ଲୋକେ ଭୟଭୀତ

ଖଡ଼ିଆଳ,୧୨।୪(ସୁଜିତ୍‌ କୁମାର ପ୍ରଧାନ):ନୂଆପଡା ଜିଲା ଖଡ଼ିଆଳ ସହରରେ ବୁଧବାର ରାତିରେ ବୁଲୁଥିବା ଭାଲୁ ଶେଷରେ ଖଡ଼ିଆଳ ରାଜବାଟି ରୋଷେଇ ଘରେ ପଶିଥିଲା। ଖଡ଼ିଆଳ ରାଜା ସାହେବଙ୍କ ରାଜବାଟି ଭିତରେ ପଶି ଡାଇନିଂ ହଲରେ ବିଭିନ୍ନ ରାଜକୀୟ ଖାଦ୍ୟ ଖାଇଛି। ଖଡ଼ିଆଳ...

ଏହି ଜିଲାରେ ସବୁ ଦଳରେ ବାହାରୁଛି କେଁ

ନୂଆପଡ଼ା,୯।୪(ମକାରୁ ବେମାଲ)ଛତିଶଗଡକୁ ଲାଗି ରହିଥିବା ରାଜ୍ୟର ଏକ ଉପାନ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀ ନୂଆପଡା। ଏହି ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳରୁ ଏକାଧିକ ଆଶାୟୀ ରହିଥିଲେ। ପ୍ରାର୍ଥୀ ଘୋଷଣା ପରେ ସବୁ ଦଳରେ କେଁ ବଢିବା ଏଠାକାର ରାଜନୈତିକ ମାହୋଲକୁ...

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ

କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍‌ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି। ତ୍ରିଚୀଠାରେ କର୍ତ୍ତବ୍ୟରତ ଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଥିବା...

କଦଳୀ ଚାଷ କରି ଲକ୍ଷପତି

ନୂଆପଡା,୫।୪ (ମକାରୁ ବେମାଲ):ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ମିଛାପାଲି ପଞ୍ଚାୟତ ବରକୋଟ ଗାଁର ଚାଷୀ କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାର ଯୋଗାଉଛନ୍ତି। ୧୦ ପରିବାର ଦାଦନ ଯାଉଥିଲେ କଦଳୀ ଚାଷ କଲା ପରେ...

ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ

ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ସରକାରୀ କାର୍ଯ୍ୟାଳୟ ଓ ଖରିଆର ରୋଡସ୍ଥିତ ତାଙ୍କ ବାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri