ନୂଆପଡ଼ା

କୋନାବିରା ଅଞ୍ଚଳରେ ୨୨ ହାତୀ

କୋମନା,୩୧।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ କୋନାବିରା ଅଞ୍ଚଳରେ ହାତୀ ପୁଣି ଥରେ ପ୍ରବେଶ କରି ତିଖାଳି ଡ୍ୟାମ ଭିତରେ ଆଡ୍ଡା ଜମାଇଛି । ଫଳରେ କୋନାବିରା ଅଞ୍ଚଳର ଲୋକେ ଆତଙ୍କିତ ହୋଇ ପଡିଛନ୍ତି। ସୂଚନା ଅନୁଯାୟୀ ଯେ, ଗତ...

ଜିଲାପାଳଙ୍କ ଅଚାନକ ଖରିଆରରୋଡ ହସ୍ପିଟାଲ ପରିଦର୍ଶନ

ନୂଆପଡା ଅଫିସ,୩୧ା୮ – ନୂଆପଡା ଭଳି ଉପାନ୍ତ ଜିଲାରେ ସ୍ବାସ୍ଥ୍ୟ ସମସ୍ୟା ଦିନକୁ ଦିନ ଗମ୍ଭୀର ହେବାକୁ ଲାଗିଛି । ଏହାକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହୋଇଥିଲେ ମଧ୍ୟ ତତକାଳୀନ ଅଧିକାରୀମାନେ କୌଣସି ଦୃଷ୍ଟି ଦେଇନାହାନ୍ତି। ହେଲେ ନୂତନ...

ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ: କୋମନା, ମହାମାୟା ବିଜୟୀ

ନୂଆପଡା ଅଫିସ,୩୦ା୮-ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଦ୍ୱିତୀୟ ଦିନରେ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କୋମନା ଦଳ ଦବଙ୍ଗ ଦଳକୁ ୨-୦ ଗୋଲରେ ହରାଇଥିବାବେଳେ ମହାମାୟା ଦଳ ଉଦନ୍ତୀ ସିନାପାଲି ଦଳକୁ ୩-୦...

ଲୋୟର ଇନ୍ଦ୍ର ତଟବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା: ବହୁ ଘର ଦ୍ୱାରା ଭାଙ୍ଗିଲା

ନୂଆପଡା ଅଫିସ,୩୦ା୮ -ନୂଆପଡା ଜିଲାରେ ମୌସୁମୀ ବର୍ଷା ହେବାର ନାଁ ନେଉ ନ ଥିବାବେଳେ ଅଚାନକ ଭାବେ ଲଘୁଚାପ ବର୍ଷା ଲୋକଙ୍କୁ ଦାଉ ସାଧୁଛି । ବିଶେଷ କରି ବୋଡେନ ବ୍ଲକ ଲୋୟର ଇନ୍ଦ୍ର ନଦୀ ତଟବର୍ତ୍ତୀ ଅଞ୍ଚଳରେ ପ୍ରବଳ...

ନୂଆପଡାରେ ବୁଦ୍ଧିଜୀବୀ ସମ୍ମିଳନୀ: ସମସ୍ୟା ସମାଧାନର ବାଟ ଖୋଜୁଛନ୍ତି ବୁଦ୍ଧିଜୀବୀ; ପାର୍ଲାମେଣ୍ଟରେ ଉପସ୍ଥାପନ କରିବି: ଏମ୍‌ପି

ନୂଆପଡା ଅଫିସ,୩୦ା୮-ଲୋକଙ୍କ ବହୁ ଆଶା ଆକାଂକ୍ଷା ଥିଲା ଯେ ନୂଆପଡା ଏକ ଜିଲା ହେବ । ଲୋକଙ୍କର ସବୁ ସମସ୍ୟା ସହଜେ ସମାଧାନ ହେବ । ଜିଲା ଗଠନ ହେବା ଦିନଠାରୁ ସରକାର ଏଠିକାର ଉନ୍ନୟନ ସକାଶେ କୋଟି କୋଟି...

୩ୟ ନୂଆପଡା ପ୍ରିମିୟର ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚ୍‌ରେ ଖଡ଼ିଆଳ, ନୂଆପଡ଼ା ବିଜୟୀ

ନୂଆପଡା ଅଫିସ,୨୯ା୮: ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ଫୁଟବଲ ଆସୋସିଏଶନ ପକ୍ଷରୁ ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ ଖଡିଆଳ ଏବଂ ନୂଆପଡା ଦଳ ବିଜୟୀ ହୋଇ ପରବର୍ତ୍ତୀ ପର୍ଯ୍ୟୟକୁ ଉନ୍ନୀତ ହୋଇଛନ୍ତି। ପ୍ରଥମ ମ୍ୟାଚ...

ଏମ୍‌ପିଙ୍କ ଅଚାନକ ନବୋଦୟ ବିଦ୍ୟାଳୟ ପରିଦର୍ଶନ: ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ସହାୟତା ଦେବାକୁ ପ୍ରତିଶ୍ରୁତି

ନୂଆପଡା ଅଫିସ/ତରବୋଡ,୨୯।୮(ଡି.ଏନ.ଏ.) କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ କୁମାର ପଣ୍ଡା ଜିଲା ଗସ୍ତ ସମୟରେ ବୁଧବାର ଅଚାନକ ତରବୋଡସ୍ଥିତ ନବୋଦୟ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏହି ସମୟରେ ସେ ଛାତ୍ରୀଛାତ୍ରଙ୍କ ସହ ବିଭିନ୍ନ ସମସ୍ୟା...

ଲୋକ ସଭା ସଦସ୍ୟଙ୍କ ବୁଦ୍ଧିଜୀବୀ ସମ୍ମିଳନୀ

କୋମନା,୨୯।୮(ଡି.ଏନ.ଏ.) ନୂଆପଡା ଜିଲା କୋମନାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର କବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଲୋକ ସଭା ସଦସ୍ୟ ବସନ୍ତ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଅଞ୍ଚଳର ବିକାଶ ପାଇଁ ପ୍ରତେକ ବୁଦ୍ଧିଜୀବୀଙ୍କ ମତାମତକୁ ଗୁରତ୍ୱାରୋପ କରିଥିଲେ।...

ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ: ଖୁବଶୀଘ୍ର ଚାଇଲ୍ଡ ଲାଇନ ୧୦୯୮ ଆରମ୍ଭ ହେବ

ନୂଆପଡା ଅଫିସ,୨୯ା୮:  ଶିଶୁଙ୍କ ସେବା, ସୁରକ୍ଷା ଏବଂ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଖୁବଶୀଘ୍ର ଚାଇଲ୍ଡ ଲାଇନ ୧୦୯୮ ସେବା ଆରମ୍ଭ ହେବ ବୋଲି ଜିଲାପାଳ ମଧୁସ୍ମିତା ସାହୁ କହିଛନ୍ତି । ବୁଧବାର ସ୍ଥାନୀୟ ଜିଲାପାଳଙ୍କ ସଭାଗୃହରେ ଆୟୋଜିତ ଏକ...

ଜାତୀୟ ରାଜପଥ ସମତୁଲ କଲା ଯୁବକ ସଂଘ

ନୂଆପଡା ଅଫିସ/ତରବୋଡ,୨୯।୮(ଡି.ଏନ.ଏ.)  ଦୀର୍ଘ ୫ ବର୍ଷ ଧରି ନିର୍ମାଣ କାମ ଚାଲିଥିବା ଜାତୀୟ ରାଜପଥ ୩୫୩ କାମ ଆଜି ଯାଏଁ ଶେଷ ହେଉନି। ଠିକାଦାରଙ୍କ ଉଦାସୀନତା ଏବଂ ପ୍ରଶାସନିକ ଅବହେଳା ଯୋଗୁ ଏହା ମରଣଯନ୍ତା ପାଲଟିଛି। ଏଭଳିସ୍ଥିତିରେ ସ୍ଥାନୀୟ ମାନିଗୁଡା...

କୌଶଳ ଶିକ୍ଷା ନାଁରେ ଶୋଷଣ ଅଭିଯୋଗ: ଯୁବତୀଯୁବକ କଲେକ୍ଟୋରେଟରେ ହାଜର; ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡା ଅଫିସ,୨୮ା୮: ଦିନକୁ ଦିନ ଜିଲାରେ ବେରୋଜଗାର ଯୁବତୀଯୁବକଙ୍କ ସଂଖ୍ୟା ବଢିଚାଲିଥିବାବେଳେ ଏହାର ସୁଯୋଗ ନେଇ ବାହାରୁ ବିଭିନ୍ନ ନାଁରେ ସଂସ୍ଥାଗୁଡିକ ଡେରା ପକାଇ କୌଶଳ ଶିକ୍ଷା ଦେବା ନାଁରେ ବିଭିନ୍ନ ଶୋଷଣ କରୁଥିବା ଅଭିଯୋଗ ହୋଇଛି । ଏହାକୁ...

ଶୃଙ୍ଖଳିତ ଜିଲା ଭାବରେ ଗଢି ତୋଳିବା ଆଭିମୁଖ୍ୟ ପ୍ରକାଶ କଲେ ଏସ୍‌ପି

ନୂଆପଡା ଅଫିସ,୨୮ା୮-ନୂଆପଡା ଏକ ଉପାନ୍ତ ତଥା ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲା । ଏଠାରେ ମାଓବାଦୀ, ଦାଦନ ଭଳି ସମସ୍ୟା ରହିଥିବାବେଳେ ଲୋକଙ୍କ ସାଧାରଣ ଜୀବନ ଶୈଳି ନିଆରା। ଏହାକୁ ଏକ ଶୃଙ୍ଖଳିତ ଜିଲା ଭାବେ ଗଠନ କରାଯିବ। ଏଥିପାଇଁ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri