ନୂଆପଡ଼ା

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ନୂଆପଡାକୁ ହରାଇ କୋମନା ଚାମ୍ପିୟନ

କୋମନା,୨୬।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ କୋମନା ଦଳ ନୂଆପଡାକୁ ହରାଇ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି।...

ପୋଲିସ ଧୀରେ ଧୀରେ ଲୋକଙ୍କ ନିକଟତର ହେଉଛି; ଜିଲା ପାଇଁ ମନଲଗାଇ କାମ କରିବେ: ଏସ୍‌ପି ଅଗ୍ରୱାଲ

ନୂଆପଡା ଅଫିସ,୨୬ା୮ : ଦିନେ ପୋଲିସ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଏକ ବ୍ୟବଧାନ ରହିଥିଲା । ଲୋକେ ଏକ ଅନ୍ୟ ଦୃଷ୍ଟିରେ ଦେଖୁଥିଲେ। ବତ୍ତମାନ ପୋଲିସ ଲୋକଙ୍କ ନିକଟତର ହୋଇ ସୁଖଦୁଃଖରେ ସାମିଲ ରହି ଆସ୍ଥା ଭାଜନ ହୋଇ...

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ : କୋମନା, ନୂଆପଡା ମଧ୍ୟରେ ଫାଇନାଲ ମ୍ୟାଚ୍‌

କୋମନା,୨୫।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ ଫୁଟବଲ ଟୁର୍ନାମେଣ୍ଟର ଦୁଇଟି ସେମି ଫାଇନାଲ ମ୍ୟାଚ୍‌ ଶେଷ ହୋଇଛି। ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କୋମନା ବିଜୟୀ ହୋଇ ଫାଇନାଲରେ...

ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ:ବିଦ୍ୟାଳୟ ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଦରକାର

ନୂଆପଡା ଅଫିସ,୨୫ା୮ ନୂଆପଡା ଜିଲା କୁରୁମପୁରୀ ଭଳି ଗ୍ରାମପଞ୍ଚାୟତ ଅଞ୍ଚଳରେ ପ୍ରାଥମିକ ଶିକ୍ଷାର ଉନ୍ନତିର ଆବଶ୍ୟକତା ରହିଛି । ଏଥିପାଇଁ ବିଦ୍ୟାଳୟଗୁଡିକର ଭିତ୍ତିଭୂମିର ବିକାଶ କରିବା ଜରୁରୀ । ଏଗୁଡିକର ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଆଣିବା ଆବଶ୍ୟକତା ରହିଛି ବୋଲି...

ସିନାପାଲି ତହସିଲରେ ୧୪୫ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ

ସିନାପାଲି,୨୩।୮(ଡି.ଏନ.ଏ.)-ସିନାପାଲି ତହସିଲ ପରିସରରେ ଗୁରୁବାର ଜମିହୀନମାନଙ୍କୁ ପଟ୍ଟା ବଣ୍ଟନ କରାଯାଇଛି। ବସୁନ୍ଧରା ଯୋଜନା ମାଧ୍ୟମରେ ସିନାପାଲି ତହସିଲ ଅନ୍ତର୍ଗତ ବିଭିନ୍ନ ଗ୍ରାମର ୧୪୫ ଜଣ ହିତାଧିକାରୀଙ୍କୁ ୪ ଡେସିମିଲ ପରିମାଣର ସରକାରୀ ଜମି ଯୋଗଇ ଦେବା ସହିତ ଏହାର ପଟ୍ଟା...

ଓଡ଼ିଶା-ଛତିଶଗଡ଼ ସମନ୍ବୟ ବୈଠକ: ବ୍ୟାଘ୍ର ପ୍ରକଳ୍ପ ପାଇଁ ସୁନାବେଡାରେ ଭିତ୍ତିଭୂମି ଅଛି

ନୂଆପଡା ଅଫିସ,୨୩ା୮ – ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟରେ ବ୍ୟାଘ୍ର ଭଳି ମୂଲ୍ୟବାନ ଜନ୍ତୁମାନେ ସୁରକ୍ଷିତ ଭାବେ ରହିଥିବାବେଳେ ଏହାକୁ ବ୍ୟାଘ୍ର ପ୍ରକଳ୍ପ ଭାବେ ଘୋଷଣା କରିବାକୁ ସରକାର ପ୍ରସ୍ତୁତି କରୁଛନ୍ତି । ବ୍ୟାଘ୍ର ପ୍ରକଳ୍ପ ପାଇଁ...

ଟଁକା ପଏସା ଅଭାବ୍‌: ଉଚ ଶିକ୍ଷାରୁ ବଁଚିତ୍‌ ଜ୍ୟୋତିଜୟା

କୋମନା,୨୩।୮(ଡି.ଏନ.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଝନେ ଗରିବ୍‌ ଛାତ୍ରୀ ଟଁକା ପଏସା ଅଭାବୁ ଉଚ ଶିକ୍ଷାରୁ ବଁଚିତ୍‌ ହେଇଛନ୍‌। ସୂଚନା ଅନ୍‌ସାରେ ମହୁଲଭଟା ଗଁାର ସ୍ବର୍ଗତ ଗଜାନନ ପାତ୍ରକଁର ଝି’ ଜ୍ୟୋତିଜୟା...

ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର

କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ୧୨ଶହ ଟଙ୍କା କଳାକାର ଭତ୍ତା ପାଇବା...

ଖଡିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟ ବିଭିନ୍ନ ସମସ୍ୟା ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ଖଡିଆଳ,୨୨।୮(ଡି.ଏନ.ଏ.)  ନୂଆପଡା ଜିଲା ଖଡିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ବୁଧବାର ଛାତ୍ର ଅଶାନ୍ତି ଦେଖାଦେଇଥିଲା । କଲେଜର ବିଭିନ୍ନ ସମସ୍ୟାକୁ ନେଇ ଛାତ୍ରୀଛାତ୍ରମାନେ ଶ୍ରେଣୀ ବର୍ଜନ କରିବା ସହିତ କଲେଜର ମୁଖ୍ୟ ଫାଟକଠାରେ ଧାରଣା ଦେଇ ବିକ୍ଷୋଭ କରିଥିଲେ ।...

ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା

ଖଡିଆଳ,୨୨।୮(ଡି.ଏନ.ଏ.)  ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ବିଦ୍ୟାଳୟଠାରେ ଓଡିଶା ସରକାରଙ୍କ ଟିଇଆଣ୍ଡ ଏସସିଇଆରଟି ତରଫରୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ଚେତନା ସୃଷ୍ଟି କରିବା ପାଇଁ ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ...

ଭତାରୁ ବଁଚିତ୍‌ ବୁରୁଧ୍‌ ଅର୍ଜୁନ

କୋମନା, ୨୧ା୮ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଣ୍ଡେତରା ଗଁାର ବୁରୁଧ୍‌ ଅର୍ଜୁନ ରଣା(୭୦)। ଆଏଜ୍‌କେ ପାଖାପାଖି ୧୦ ବଛର ହେଲା ସେ ପଁଚେତ୍‌ନୁ ମୂଲ କରି ବ୍ଲକ ତକ୍‌ ଭତାର ଲାଗି ଆବେଦନ କରି ନିରାଶ...

ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଉତ୍ସବ, ଚାରାରୋପଣ କଲେ କଂଗ୍ରେସ କର୍ମକର୍ତ୍ତା

ନୂଆପଡା ଅଫିସ,୨୦ା୮: ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ଉତ୍ସବରେ ଜିଲା କଂଗ୍ରେସ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି। ସ୍ଥାନୀୟ ହରିପୁର ଗାଁରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ସଭାପତି ଘାସିରାମ ମାଝି ଅଧ୍ୟକ୍ଷତା କରିଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image