ଆମ ଜିଲା ଖବର

ଧାର୍ମିକ, ପର୍ଯ୍ୟଟନ କ୍ଷେତ୍ର ଅବହେଳିତ

କେନ୍ଦ୍ରାପଡ଼ା, ୨୦ା୮(ଜଗନ୍ନାଥ ଧଳ)ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ...

ବ୍ୟବସାୟୀଙ୍କୁ ମିଳିବ ଏମିତି ଘର

ଯାଜପୁର ଟାଉନ,୨୦ା୮(ପ୍ରଯକ୍ତା ପ୍ର୍ରିୟଦର୍ଶନୀ ମହାନ୍ତି):ଯାଜପୁର ସହର ଉପକଣ୍ଠରେ ନିର୍ମାଣ ଚାଲିଛି ଆରଏମ୍‌ସି ମାର୍କେଟ୍‌ କମ୍ପ୍ଲେକ୍ସ। ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ବୈତରଣୀ ପଠାରେ ଆର୍‌ଏମ୍‌ସି ପକ୍ଷରୁ ବିସ୍ଥାପିତ ବ୍ୟବସାୟୀଙ୍କ ପାଇଁ ଗୃହ ନିର୍ମାଣ ଚାଲିଛି। ମାତ୍ର ଏହା ଏମିତି ନିର୍ମାଣ...

କାର୍ଯ୍ୟ ଚୁକ୍ତିକୁ ଠିକାଦାରଙ୍କ ଅଣଦେଖା

ଯାଜପୁର,୨୦ା୮(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବଡ଼ଚଣା ଓ ବରୀ ବ୍ଲକର ଏକାଧିକ ରାସ୍ତା, ଗୃହ, ନଦୀବନ୍ଧ, ଆଲୋକୀକରଣ ଆଦି ନିର୍ମାଣ ଓ ମରାମତି ଦାୟିତ୍ୱ ପଡ଼ୋଶୀ କଟକ ଜିଲା ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନରେ ରହିଛି। ଏହିସବୁ ରାସ୍ତାଗୁଡ଼ିକ ଉପରେ...

ଯାଞ୍ଚ ଧରି ପାରୁନି, ଜାଲ୍‌ ସାର୍ଟିଫିକେଟ

ନୟାଗଡ଼,୨୦।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୮ଶହରୁ ଊର୍ଦ୍ଧ୍ୱ ଜାଲ ଶିକ୍ଷକ ଅବାଧରେ ପାଠ ପଢ଼ାଉଛନ୍ତି। ଧରପଗଡ଼ ପାଇଁ ବିଭିନ୍ନ ସମୟରେ ଶିକ୍ଷା ବିଭାଗ ପକ୍ଷରୁ ସାର୍ଟିଫିକେଟ ଯାଞ୍ଚ କରାଯାଉଛି। ହେଲେ ନକଲି ପ୍ରମାଣପତ୍ର ଦେଇ ନୟାଗଡ଼ ଜିଲାରେ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀଶିକ୍ଷକ...

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଅବହେଳିତ ବାତରା ମଠ ପୀଠ

ଖଣ୍ଡପଡ଼ା, ୨୦ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଲକଠାରୁ ମାତ୍ର ୧୦କିମି ଦୂର ପୂର୍ବ-ଦକ୍ଷିଣ ନୟାଗଡ଼ ଜିଲା ସୀମାନ୍ତରେ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମହୁଲପଡା ଗ୍ରାମ। ଏହି ଗ୍ରାମର ସବୁଜିମା ଭରା ବାତରା ମୁଣ୍ଡିଆ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପାଇ ନ...

ରାଜନଗର-ପଟ୍ଟାମୁଣ୍ଡାଇ ବିଧାନସଭା ଆସନ, ସବ୍‌ଡିଭିଜନ ଦାବି

ପଟ୍ଟାମୁଣ୍ଡାଇ, ୨୦ା୮(ଅକ୍ଷୟ ବିଶ୍ୱାଳ/କଳ୍ପତରୁ ନାୟକ)ବିଭିନ୍ନ କ୍ଷେତ୍ରରେ ନିଜର ଉତ୍କର୍ଷତା ପ୍ରଦର୍ଶନ କରି କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳ ଉପସ୍ଥିତି ଜାହିର କରିଥିଲା। ରାଜ୍ୟ ରାଜନୀତିକୁ ନିୟନ୍ତ୍ରଣ କରିଆସୁଥିବା ଜିଲାର ପ୍ରମୁଖ ଅଙ୍ଗ ଭାବେ ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ଓଡ଼ିଶାର ରାଜନୈତିକ...

କାଳିମାଡ଼ ଘଟଣାକୁ ନିନ୍ଦା

ସାକ୍ଷୀଗୋପାଳ,୨୦।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲାରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତର ଶନିବାର ଦ୍ୱିତୀୟ ଦିନରେ କାକଟପୁର, ନିମାପଡ଼ା ପରେ ଶେଷରେ ସତ୍ୟବାଦୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ଖେଳପଡ଼ିଆରେ ହେଉଥିବା ଜନସମାବେଶକୁ ସଚିବ ଯାଉଥିଲେ।...

ବାରଣ୍ଡାରେ ରୋଗୀ ସେବା

ବାରିପଦା,୨୦ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରସୂତି ଓ ଶିଶୁ ବିଭାଗରେ ଅଗ୍ନିକାଣ୍ଡ ପରେ ରୋଗୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶନିବାର ଡାକ୍ତରଖାନା ବାରଣ୍ଡାରେ...

ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ଯୋଡ଼ା,୨୦ା୮(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ଯୋଡ଼ା ପୌରାଞ୍ଚଳର ସ୍ବପ୍ନା ମୁଣ୍ଡା(୩୧)। ଏହାର ପ୍ରତିବାଦରେ ଡାକ୍ତରଖାନାରେ ଚାପା ଉତ୍ତେଜନା ଦେଖାଦେଇଛି।...

୮୦ ଲକ୍ଷର ହିସାବ ମିଳୁନାହିଁ

ଢେଙ୍କାନାଳ,୨୦ା୮(ରତନ ନାୟାର)ଚଳୁ କରିଦେଲେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ପାଇଁ ଆସିଥିବା ଅର୍ଥ। ଏର୍ନେଷ୍ଟ ମନି ଡିପୋଜିଟ୍‌ (ଇଏମ୍‌ଡି) ବାବଦ ଠିକାଦାରଙ୍କ ଟଙ୍କା ବି ଖାଇଗଲେ। ଏଭଳି ବିଭିନ୍ନ ପର୍ଯ୍ୟାୟରେ ୮୦ ଲକ୍ଷ ଟଙ୍କା କେଉଁବାଟରେ ଖର୍ଚ୍ଚ ହେଲା, ତାହାର ହିସାବ...

୧୨ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ

ରାୟଗଡ଼ା,୨୦ା୮(ଆଶିଷ ରଞ୍ଜନ ପଣ୍ଡା)ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିବା ମହଙ୍ଗା ପଡ଼ିଛି। ରାୟଗଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ୧୨ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶନିବାର ଚାକିରିରୁ ବହିଷ୍କୃତ କରାଯାଇଥିବା ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା ସୂଚନା ଦେଇଛନ୍ତ। ସେମାନଙ୍କ ମଧ୍ୟରୁ...

ମହାନଦୀରେ ହେବ ୨ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ ଷ୍ଟ୍ରକ୍ଚର

ସୋନପୁର,୨୦।୮(ମୃତ୍ୟୁଞ୍ଜୟ ଶତପଥୀ)ମହାନଦୀର ଖଇରମାଳ ଓ ଗୋଧନେଶ୍ୱର ନିକଟରେ ବହୁ ପ୍ରତୀକ୍ଷିତ ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ ହେବ। ଏହି ୨ ପ୍ରକଳ୍ପ ପାଇଁ ପ୍ରାୟ ୧୯୫୦ କୋଟି ଟଙ୍କା ବ୍ୟୟ କରାଯିବ। ଜଳ ସମ୍ପଦ ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri