ଆମ ଜିଲା ଖବର

ଭରସା ଭାଙ୍ଗୁଛି

ଭୁବନ,୧୪।୮(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟସେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର। କେବଳ ଭୁବନ ବ୍ଲକ କିମ୍ବା ଏନ୍‌ଏସି ନୁହେଁ, ଏହା ଉପରେ ନିର୍ଭର କରନ୍ତି ସୀମାନ୍ତ ଯାଜପୁର ଜିଲାର ରୋଗୀ। ତେବେ ବିଶେଷଜ୍ଞ...

ପାଣି ଥାଇ ଜମି ପଡ଼ିଆ

ରାସୋଳ,୧୪।୮(ସରୋଜ ମିଶ୍ର): ଲଘୁଚାପଜନିତ ଲଗାଣ ବର୍ଷା ପରେ ଭର୍ତ୍ତି ହୋଇଛି ଡ୍ୟାମ୍‌। ମୋଟ ଜଳଧାରଣ କ୍ଷମତାର ୭୮% ପାଣି ମହଜୁଦ ଅଛି। ହେଲେ ଠିକ୍‌ ସମୟରେ ଗେଟ୍‌ ଖୋଲାଗଲାନାହିଁ କି ପାଣି ଛଡ଼ାଗଲାନାହିଁ। ଫଳରେ ଯେଉଁ ସମୟରେ ରୁଆ ବେଉଷଣ...

ହୀନସ୍ତା କରୁଛି ହନୁ

କାମାକ୍ଷାନଗର, ୧୪।୮(ସୁଧୀର ପରିଡ଼ା): ଏକ ହନୁ ମାଙ୍କଡ଼ ପାଇଁ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ କିଛିଦିନ ହେଲା ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି। ଖାଦ୍ୟ ଅନ୍ବେଷଣରେ ପଲରୁ ଅଲଗା ହୋଇ ସହରକୁ ଚାଲି ଆସିଥିବା ଉକ୍ତ ହନୁ କେତେବେଳେ ପଥଚାରୀଙ୍କ...

କାକଟପୁର ଅଞ୍ଚଳରୁ ଲୋପପାଉଛି ଜଙ୍ଗଲ

କାକଟପୁର,୧୪।୮(ଶୁଭଦର୍ଶନ ମିଶ୍ର): ବର୍ତ୍ତମାନ ସମୟରେ ବହୁ ମାତ୍ରାରେ ଗଛ କଟା ଯିବା ମାନବ ସମାଜ ପାଇଁ ବଡ଼ ବିପଦ ସାଜିଛି। କାକଟପୁର- ନିମାପଡ଼ା ଓ କାକଟପୁର- କୋଣାର୍କ ମୁଖ୍ୟ ରାସ୍ତାରେ ଥିବା ଶହ ଶହ ଗଛ ରାସ୍ତା ପ୍ରଶସ୍ତୀକରଣ ନାମରେ...

ଜଳ ନିଷ୍କାସନରେ ବାଧା: ତାତିଲେ ଚାଷୀ

ନିଶ୍ଚିନ୍ତକୋଇଲି,୧୪ା୮(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉତ୍ତରକୂଳ ପଞ୍ଚାୟତରେ ଜଳ ନିଷ୍କାସନ କରାଯିବା ଲାଗି ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ଡ୍ରେନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ନିମ୍ନମାନର କାର୍ଯ୍ୟ ହେତୁ ଏହି ଡ୍ରେନର...

ଛାତ୍ରୀ ମୃତ୍ୟୁ ଘଟଣା ଚପାଇବାକୁ ୭୦ ହଜାର ଟଙ୍କା ଡିଲ୍‌

ମାହାଙ୍ଗା,୧୪ା୮(ଯଯାତୀ ସିଂହ): ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକଙ୍କ ସହ ଅନୈତିକ ସମ୍ପର୍କ ପାଇଁ ଜଣେ ଦଶମ ଶ୍ରେଣୀର ଛାତ୍ରୀଙ୍କ ଜୀବନ ଯାଇଛି। ଏହି ଘଟଣା ସମ୍ପର୍କରେ ପୋଲିସର କେତେଜଣ ଅଧିକାରୀଙ୍କ ସହ ଜନ ପ୍ରତିନିଧି ଅବଗତ ଥିଲେ। ମାତ୍ର ଘଟଣାକୁ ଚପାଇ...

ଅଟ୍ରୀ ଉଷ୍ଣ ପ୍ରସ୍ରବଣ ବିକାଶ ପାଇଁ ନକ୍ସା ପ୍ରସ୍ତୁତ

ବାଘମାରୀ,୧୪।୮(ଶୁଭକାନ୍ତ ମହାପାତ୍ର): ବେଗୁନିଆ ବ୍ଲକ ଅନ୍ତର୍ଗତ ବାଘମାରୀ ପଞ୍ଚାୟତର ଅନତୀ ଦୂରରେ ରହିଛି ବାବା ହଟକେଶ୍ୱରଙ୍କ ପୀଠ। ଏଠାରେ ଥିବା ଅଟ୍ରୀ ଉଷ୍ଣ ପ୍ରସ୍ରବଣ ଅବହେଳିତ ଅବସ୍ଥାରେ ରହିଛି। ତେବେ ସ୍ଥାନୀୟ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ପ୍ରତିଶ୍ରୁତି ମୁତାବକ...

ଡିଜାଇନ୍‌ରେ ତ୍ରୁଟି ଯୋଗୁ ଭୁଶୁଡ଼ିଥିଲା ପୋଲ

ରସୁଲପୁର,୧୪ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥ ପୋଲ ଭୁଶୁଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିଛି। ଦୁର୍ଘଟଣାର ୩ ସପ୍ତାହ ପରେ ରାଜପଥ କର୍ତ୍ତୃପକ୍ଷଙ୍କ ରିପୋର୍ଟ ହସ୍ତଗତ ହୋଇଛି। ଡିଜାଇନରେ ତ୍ରୁଟି ଯୋଗୁ...

ପାଇପ ବିଛାଇବା ପାଇଁ ଖୋଳି ଦେଉଛନ୍ତି ଗ୍ରାମ୍ୟ ରାସ୍ତା

ଭାପୁର,୧୪।୮(ଭରତ କୁମାର ବେହେରା): ରାଜ୍ୟ ସରକାର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ମେଗା ପ୍ରକଳ୍ପର ପରିକଳ୍ପନା କରିବା ସହିତ ଏଥିପାଇଁ ସ୍ବତନ୍ତ୍ର ଅର୍ଥର ବ୍ୟବସ୍ଥା କରିଛନ୍ତି। ତେବେ କାମ କରୁଥିବା ଠିକା ସଂସ୍ଥାର ମନମୁଖୀ...

ବିଣ୍ଡା ସିମେଣ୍ଟରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ

ନୂଆଗାଁ,୧୪।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ ବିଣ୍ଡା ସିମେଣ୍ଟ ବ୍ୟବହାର ହେଉଥିବା ନେଇ ଅଭିଯୋଗ ହୋଇଛି। ତେବେ ଅଭିଯୋଗ ଶୁଣିବା ପରେ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ କୌଣସି...

ବାରଣ୍ଡାରେ ଚିକିତ୍ସିତ ହେଉଛନ୍ତି ରୋଗୀ

ନୟାଗଡ଼,୧୪ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଶଯ୍ୟା ନ ପାଇ ବାରଣ୍ଡାରେ ଶୋଇ ଚିକିସତ୍ିତ ହେଉଛନ୍ତି। ଏଭଳି ଘଟଣା ଦିନକର ନୁହେଁ। ପ୍ରାୟ ୧୫ ଦିନ ହେଲା ଏହି ଅବ୍ୟବସ୍ଥା ଲାଗି ରହିଛି। ସେପଟେ ସରକାରୀ ରେକର୍ଡ...

କଅଁଳ କାନ୍ଧରେ ବସ୍ତାନି ବୋଝ

ମହାକାଳପଡ଼ା,୧୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ପିଲାମାନଙ୍କ ଶାରୀରିକ, ମାନସିକ ଓ ବୌଦ୍ଧିକ ବିକାଶ ହେବା ପାଇଁ ପ୍ରଚୁର ପରିମାଣରେ ଭିଟାମିନ ଆବଶ୍ୟକତା ରହିଛି। ତେବେ ଏହି କୋମଳମତି ପିଲାମାନଙ୍କର ପ୍ରାରମ୍ଭ କାଳରୁ ଶରୀର ଗଠନ ବିକଶିତ ହେବା ପୂର୍ବରୁ ଶାରୀରିକ କଷ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri