ଆମ ଜିଲା ଖବର

କନ୍ଧମାଳ ମହୋତ୍ସବକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ଫୁଲବାଣୀ, ୧୩ା୮(ରାକେଶ କୁମାର ରାଉତ)କନ୍ଧମାଳ ମହୋତ୍ସବ ନାଁକୁ ନେଇ ଏବେ ଜିଲାରେ ଜୋରଦାର ଚର୍ଚ୍ଚା ା ଜିଲା ଉତ୍ସବ ଭାବେ ପରିଚିତ କନ୍ଧମାଳ ମହୋତ୍ସବ ନାଁରେ ଏବେ ଆଉ ଗୋଟିଏ ସଙ୍ଗଠନ ଏହି ଉତ୍ସବ କରିବାକୁ ଯାଉଛି ା ୧୩...

ଚାଉଳ ବିକ୍ରି ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କୁ ମାଡ଼

ବାଲିଗୁଡ଼ା,୧୩ା୮(ସଞ୍ଜୟ କୁମାର ପାଣିଗ୍ରାହୀ)ମହିଳାଙ୍କୁ ଅଶ୍ଳୀଳ ବ୍ୟବହାର ସହ ପିଲାଙ୍କ ଚାଉଳ ବିକ୍ରି କରିବା ଅଭିଯୋଗରେ ବାଲିଗୁଡ଼ା ଥାନା ସୁଡ୍ରା ଗ୍ରାମର ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାନ୍ତୁନୁ କୁମାର ପ୍ରଧାନଙ୍କୁ ଶୁକ୍ରବାର ରାତିରେ ଗ୍ରାମବାସୀ ପିଟି ପୋଲିସ ଜିମା...

୬୫ ହଜାର ଜାତୀୟ ପତାକା ପ୍ରସ୍ତୁତ କଲେ ମହିଳା

ସୋନପୁର,୧୩।୮(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଜିଲାର ୧୦୦ରୁ ଊର୍ଦ୍ଧ୍ୱ ମହିଳା ୬୫ ହଜାର ଜାତୀୟ ପତାକା ପ୍ରସ୍ତୁତ କରିଛନ୍ତି। ମାତ୍ର ୫ ଦିନ ଭିତରେ ମହିଳାମାନେ ୮/୧୨ ଇଞ୍ଚ ସାଇଜର କପଡା ପତାକା ପ୍ରସ୍ତୁତି କରିବାରେ ସକ୍ଷମ ହୋଇଛନ୍ତି। ଆସନ୍ତା ସୋମବାର ସୁଦ୍ଧା...

କଳାହାଣ୍ଡି ଜିଲାରେ ଚହଟିବ କଫି ଚାଷ

ଭବାନୀପାଟଣା,୧୩।୮(ଉତ୍ତମ କୁମାର ଦାଶ)କଫି ମହକରେ ପୁଣି ମହକିବ କଳାହାଣ୍ଡି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ସାମାଜିକ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି କଫି ଚାଷ। ଜିଲାରେ ପୁଣି ଥରେ ଚହଟିବ କଫି ଚାଷ । ୧୯୮୦...

୫୦ଏକର ଜମିରେ ଚାଷ ନଷ୍ଟ

କେସିଙ୍ଗା,୧୩।୮(ତୁମେଶ୍ୱର ସାହୁ)ଓଡ଼ିଶା ଉଠାଜଳସେଚନ କର୍ପୋରେସନ କଳାହାଣ୍ଡି ପକ୍ଷରୁ କେସିଙ୍ଗା ବ୍ଲକର ଭମରମାଲ ଗ୍ରାମରେ ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ଏକ ଉଠାଜଳସେଚନ ପ୍ରକଳ୍ପ କାମ ଚାଲିଛି। ନିର୍ମାଣ କରିବା ପାଇଁ ୨୬ଲକ୍ଷ ୮୦ହଜାର ବ୍ୟୟ ଅଟକଳରେ ଦିବ୍ୟରଞ୍ଜନ ପଣ୍ଡା ନାମକ...

ପୂରଣ ହୋଇପାରୁନି ପ୍ରତିଶ୍ରୁତି

ନୂଆଗାଁ,୧୩ା୮(ବିଜୟ ତ୍ରିପାଠୀ )ପୂରଣ ହୋଇପାରୁନି ପ୍ରତିଶ୍ରୁତି। ଅସୁବିଧା ଭୋଗୁଛନ୍ତି ଲୋକେ। ସୁନ୍ଦରଗଡ଼ ଜିଲା ନୂଆଗଁା ଆଦିବାସୀ ଅଧ୍ୟୁଷିତ ବ୍ଲକ ପ୍ରତି ଅଣଦେଖା କରୁଛନ୍ତି ସରକାର ଓ ପ୍ରଶାସନ। ବ୍ଲକର ୨୦ ପଞ୍ଚାୟତର ଲୋକେ ଆଜି ପ୍ରଶ୍ନ କରୁଛନ୍ତି କୁଆଡ଼େ ଗଲା...

ବ୍ଲକ୍‌ ଗ୍ରାଣ୍ଟ ହେବା ପରେ ବି ପରିଚାଳନାରେ ଅସଙ୍ଗତି

ତେନ୍ତୁଳିଖୁଣ୍ଟି, ୧୩।୮(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାରେ ଇନ୍ଦ୍ରାବତୀ ପ୍ରକଳ୍ପ ଦ୍ୱାରା ୧୯୯୦ରେ ଖୋଲିଥିଲା ଇନ୍ଦ୍ରାବତୀ ପ୍ରକଳ୍ପ କଲେଜ। ଯୁକ୍ତ ୨ ବିଜ୍ଞାନ ଓ କଳା ଖୋଲିଲା ବେଳେ ଜଳ ସମ୍ପଦ ବିଭାଗର ପ୍ରତ୍ୟକ୍ଷ ପରିଚାଳନା ଓ ଅନୁଦାନରେ...

ଜରାଜୀର୍ଣ୍ଣ ନବରଙ୍ଗପୁର ଆଦିବାସୀ ସଂଗ୍ରହାଳୟ

ନବରଙ୍ଗପୁର,୧୩।୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ସହର ମଧ୍ୟଭାଗରେ ଥିବା ଆଦିବାସୀ ସଂଗ୍ରହଳାୟ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଏହି କୋଠାର ପୁନରୁଦ୍ଧାରକୁ ଗୁରୁତ୍ୱ ନ ଦେଇ ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାପଡାହାଣ୍ଡି ମୃଗବିହାରରେ ଏକ ଆଦିବାସୀ ସଂଗ୍ରହାଳୟ ନିର୍ମାଣ ପାଇଁ...

ଉଚ୍ଚଶିକ୍ଷା ନେଇ ମଉଳିଯାଉଛି ଯମୁନାଙ୍କ ସ୍ବପ୍ନ

ଟିକିରି, ୧୩।୮( ପ୍ରଫୁଲ କୁମାର ବେହେରା)ରାୟଗଡା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ବଦଲିଝରଣ ଗ୍ରାମର ଯମୁନା ନାଏକ। ଅର୍ଥ ବାଧକ ଯୋଗୁ ତାଙ୍କ ଉଚ୍ଚଶିକ୍ଷାରେ ଡୋରି ବନ୍ଧା ହେବାକୁ ଯାଉଛି। କୋରାପୁଟ ଜିଲା ଦଶମନ୍ତପୁର କଲେଜରେ ଯୁକ୍ତ ୨...

ବିନା ଫିଟ୍‌ନେସ୍‌ରେ ଗଡ଼ୁଛି ୪ ଓଏସ୍‌ଆର୍‌ଟିସି ଗାଡ଼ି

ରାୟଗଡ଼ା,୧୩।୮(ଭାଗ୍ୟଶ୍ରୀ ମିଶ୍ର)ରାଜ୍ୟ ସରକାର ପରିବହନ କ୍ଷେତ୍ରରେ ଯାତ୍ରୀଙ୍କୁ ରିହାତି ମୂଲ୍ୟରେ ସୁବିଧା ଦେବା ପାଇଁ ସରକାରୀ ବସ୍‌ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) କରିଛନ୍ତି। ହେଲେ ଏହାର ରାୟଗଡ଼ା କାର୍ଯ୍ୟାଳୟ ଅବହେଳିତ ଅବସ୍ଥାରେ ରହିଛି। ପରିଚାଳନାଗତ ତ୍ରୁଟି...

ବେଆଇନ ପଥର ଖାଦାନରେ ପୁଣି ମୁଣ୍ଡ ଗଡ଼ିଲା

ଯାଜପୁର/ଧର୍ମଶାଳା,୧୩ା୮(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା)ଯାଜପୁର ଜିଲା ଧର୍ମଶାଳା ବ୍ଲକ ଡାଳିଯୋଡ଼ା ବନାଞ୍ଚଳ ଅଧୀନ ମୌଳାଭଞ୍ଜା ବାଘୁଆ-୨ ନମ୍ବର ଜଙ୍ଗଲ କିସମ ଜମିରେ ଥିବା ବେଆଇନ ପଥର ଖାଦାନରେ ପୁଣି ଜଣେ ଶ୍ରମିକଙ୍କ ମୁଣ୍ଡ ଗଡ଼ିଛି। ମୃତ ଶ୍ରମିକ ଜଣକ ହେଲେ ଜେନାପୁର...

ଶିଳ୍ପ ପ୍ରଦୂଷଣରେ ଆକ୍ରାନ୍ତ ଶିଳ୍ପବିହୀନ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା,୧୩ା୮ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ମଧ୍ୟମ ଅଥବା ବୃହତ୍‌ ଶିଳ୍ପ ନାହିଁ। ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବା ବେଳେ ଅନ୍ୟ ତିନିପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri