ଆମ ଜିଲା ଖବର

ଟ୍ରକ୍‌ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ୍‌

ଯୋଡ଼ା,୧୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନସ୍ଥ ତଥା ବାମେବାରି ଥାନା ଅନ୍ତର୍ଗତ ସିରାଜୁଦ୍ଦିନ ଖଣି ନିକଟ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟ୍ରକ୍‌ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଓ ମୋବାଇଲ ଲୁଟି...

ପଲ୍ଲୀକ୍ଲିନିକ ପ୍ରତିଷ୍ଠା ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

ଭଦ୍ରକ(ସନାତନ ରାଉତ)/(ରବିନାରାୟଣ ଖିଲାର ),୧୨ା୮: ଅବସରପ୍ରାପ୍ତ ସୈନିକଙ୍କ ପରିବାରକୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ଭଦ୍ରକରେ ପଲ୍ଲୀକ୍ଲିନିକ ପ୍ରତିଷ୍ଠା ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାର ପ୍ରାୟ ୪ଶହ ଅବସରପ୍ରାପ୍ତ...

ବନ ବିଭାଗ ଦ୍ୱାରା ୧୩ ଦେଶୀ କୁଜି କଇଁଛ ଜବତ

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦେଶୀ କଇଁଛ ମାଂସ ସହରକୁ ଚାଲାଣ ବୃଦ୍ଧି ପାଇଥିବା ଦେଖିବାକୁ ମିଳୁଛି। ଏହାର ଚାହିଦା ସହର ଅଞ୍ଚଳରେ ରହିଛି ବୋଲି କୁହାଯାଇଛି। ଏହି ଅଞ୍ଚଳର କେତେଜଣ କଇଁଛ...

ବନ୍ୟାରେ ଧୋଇଗଲା ଗ୍ରାମ୍ୟ ଉନ୍ନୟନ ରାସ୍ତା

ବରୀ,୧୨ା୮(ମହେନ୍ଦ୍ର ସ୍ବାଇଁ): ବରୀ କଳାମାଟିଆ ରାସ୍ତାଠାରୁ ବାଲୁଙ୍କେଶ୍ୱର ମନ୍ଦିର ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଚଳିତ ବର୍ଷ ସାମାନ୍ୟ ବନ୍ୟାରେ ଧୋଇଯାଇଛି। ଫଳରେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ବ୍ଲକ କାର୍ଯ୍ୟାଳୟ, ବରୀ-ରାମଚନ୍ଦ୍ରପୁର ଥାନାକୁ ଆସୁଥିବା...

ଦେଉଳପଡ଼ା ଗଁାରେ ୨ ଡେଙ୍ଗୁ ରୋଗୀ ଚିହ୍ନଟ

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଦେଉଳପଡ଼ା ଗଁାରେ ୨ ଜଣ ମହିଳା ଡେଙ୍ଗୁ ଜ୍ୱରରେ ପୀଡ଼ିତ ହୋଇଥିବା ଚିହ୍ନଟ ହୋଇଛନ୍ତି। ତେବେ ୨ ଡେଙ୍ଗୁ ରୋଗୀ ମହିଳା ଦ୍ୱୟ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ...

ହଳଦୀ ଚାଷୀ, ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ

ଦାରିଙ୍ଗବାଡି (ଅରୁଣ ସାହୁ)/ ଟିଟିଲାଗଡ଼(ଶରତ ମିଶ୍ର),୧୨ା୮: ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଅନୁଷ୍ଠିତ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବରେ ଯୋଗଦେବେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗିବାଡ଼ି ପଞ୍ଚାୟତ କାଣ୍ଡପା ଗ୍ରାମର ଚାଷୀ ମିନୁରା ପ୍ରଧାନ, ସ୍ତ୍ରୀ ନିମନ୍ତି ପ୍ରଧାନ ଓ...

ଭୁଲ ଚିକିତ୍ସାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଘରୋଇ ଡାକ୍ତରଖାନାରେ ଉତ୍ତେଜନା

ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସହରର ଏକ ଘରୋଇ ହସ୍ପିଟାଲରେ ଅପରେଶନ ଟେବୁଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଭୁଲ ଚିକିତ୍ସାରୁ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ସୂଚନା ଅନୁଯାୟୀ,...

ଶହୀଦ ସୁଶାନ୍ତଙ୍କୁ ହରାଇ କାନ୍ଦୁଛି ଆନନ୍ଦପୁର: ସ୍ବାମୀଙ୍କ ପରେ ବର୍ଷକ ମଧ୍ୟରେ ତିନି ପୁଅଙ୍କୁ ହରାଇଲା ମା’

ଆନନ୍ଦପୁର,୧୧।୮(ସନ୍ତୋଷ ରାଉତ): କଥାରେ ଅଛି ଦୁଃଖ ଯେତେ ବେଳେ ଆସେ ସାଙ୍ଗ ସାଥିଙ୍କୁ ନେଇ ଆସେ। ଉକ୍ତ ଲୋକକଥାଟି ଏକ ପ୍ରକାର ପ୍ରମାଣିତ ହୋଇଛି ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମିରେ ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର...

୧୬ରେ ଆଇଆର୍‌ଇଏଲ୍‌ ପ୍ଲାଣ୍ଟ ଆଗରେ ଧାରଣା: ଛଟେଇ ଧମକକୁ ଶ୍ରମିକଙ୍କ ବିରୋଧ

ଛତ୍ରପୁର,୧୧ା୮(ସନ୍ତୋଷ ପାଢ଼ୀ ): ଛତ୍ରପୁର ଉପକଣ୍ଠସ୍ଥିତ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇଏଲ) ପ୍ଲାଣ୍ଟରେ ଥିବା ସମସ୍ତ ବିଭାଗରେ ଥିବା କଣ୍ଟା୍ରକ୍ଟର ଓ ଅଧିକାରୀମାନେ କାମ ଦେବା ବଦଳରେ ଛଟେଇ କରିବାକୁ ଧମକ ଦେଉଥିବା ଶ୍ରମିକମାନଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର...

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବେଦାନ୍ତଙ୍କୁ ଚିଠି ଲେଖି କଲେ ତାଗିଦ

ସମ୍ବଲପୁର,୧୧ା୮(ଶୁଭାଶିଷ ପାଢୀ): ଝାରସୁଗୁଡ଼ା ବେଦାନ୍ତ କମ୍ପାନୀରୁ ବାହାରୁଥିବା ଫ୍ଲାଏଆଶ ସମ୍ବଲପୁର ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ପକାଯାଉଛି । ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ବଲପୁର ଆଞ୍ଚଳିକ ଶାଖା ବେଦାନ୍ତ କମ୍ପାନୀ ମୁଖ୍ୟ ପରିଚାଳକଙ୍କୁ ଚିଠି...

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ ହୋଇଛନ୍ତି। ସେ ୨୧୬୮ ଖଣ୍ଡ ଭୋଟ ପାଇଛନ୍ତି। ଅନ୍ୟ ପ୍ରତିଦ୍ୱନ୍ଦ୍ୱୀ ଗୌଦାସ ଗଣ୍ଡ...

ସମିତି ସଭ୍ୟାସଭ୍ୟଙ୍କ ଦାବିପତ୍ର ପ୍ରଦାନ

କ.ନୂଆଗାଁ,୧୧ା୮(କାଳି ପ୍ରସାଦ ତ୍ରିପାଠୀ) କନ୍ଧମାଳ ଜିଲା କ. ନୂଆଗାଁ ବ୍ଲକ ସମିତିସଭ୍ୟାସଭ୍ୟ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଜୟଦେବ ଦାଶଙ୍କୁ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଦାବି ଗୁଡିକ ମଧ୍ୟରେ ସରପଞ୍ଚଙ୍କ ଭଳି ସାମ୍ବିଧାନିକ ସୁପାରିଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri