ଆମ ଜିଲା ଖବର

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବେଦାନ୍ତଙ୍କୁ ଚିଠି ଲେଖି କଲେ ତାଗିଦ

ସମ୍ବଲପୁର,୧୧ା୮(ଶୁଭାଶିଷ ପାଢୀ): ଝାରସୁଗୁଡ଼ା ବେଦାନ୍ତ କମ୍ପାନୀରୁ ବାହାରୁଥିବା ଫ୍ଲାଏଆଶ ସମ୍ବଲପୁର ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ପକାଯାଉଛି । ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ବଲପୁର ଆଞ୍ଚଳିକ ଶାଖା ବେଦାନ୍ତ କମ୍ପାନୀ ମୁଖ୍ୟ ପରିଚାଳକଙ୍କୁ ଚିଠି...

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ ହୋଇଛନ୍ତି। ସେ ୨୧୬୮ ଖଣ୍ଡ ଭୋଟ ପାଇଛନ୍ତି। ଅନ୍ୟ ପ୍ରତିଦ୍ୱନ୍ଦ୍ୱୀ ଗୌଦାସ ଗଣ୍ଡ...

ସମିତି ସଭ୍ୟାସଭ୍ୟଙ୍କ ଦାବିପତ୍ର ପ୍ରଦାନ

କ.ନୂଆଗାଁ,୧୧ା୮(କାଳି ପ୍ରସାଦ ତ୍ରିପାଠୀ) କନ୍ଧମାଳ ଜିଲା କ. ନୂଆଗାଁ ବ୍ଲକ ସମିତିସଭ୍ୟାସଭ୍ୟ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଜୟଦେବ ଦାଶଙ୍କୁ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଦାବି ଗୁଡିକ ମଧ୍ୟରେ ସରପଞ୍ଚଙ୍କ ଭଳି ସାମ୍ବିଧାନିକ ସୁପାରିଶ...

ହଳଦୀ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆସିଲା ଚିଠି

ଦାରିଙ୍ଗବାଡି,୧୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଅନୁସୂଚିତ ଜନଜାତି ସମ୍ପ୍ରଦାୟର ହଳଦୀ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟରୁ ଚିଠି ଆସିଛି। ଦିଲ୍ଲୀ ଲାଲକିଲ୍ଲାଠାରେ ଚଳିତ ସ୍ବାଧୀନତା ଦିବସ ପାଳନ ଅବସରରେ ଉପସ୍ଥିତ ରହିବାକୁ ନିମନ୍ତ୍ରଣ ମିଳିଛି।...

ପୋଲିସ କବ୍‌ଜାରେ ୫ଜଣିଆ ଲୁଟେରା ଗ୍ୟାଙ୍ଗ: ଗଞ୍ଜେଇ ଚାଲାଣରେ ବ୍ୟବହାର ହେଉଥିଲା ଚୋରି ଗାଡ଼ି

ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋଲିସ ଟିମ ୫ଜଣିଆ ଲୁଟେରା ଗ୍ୟାଙ୍ଗକୁ କାବୁ କରଛି। ସେମାନଙ୍କ ମଧ୍ୟରେ ୨ଜଣ ଲିଡ଼ର ଥିବାବେଳେ ଦୁଇଜଣ ନାବାଳକ ଅଛନ୍ତି। ଅଭିଯୁକ୍ତମାନେ ଏମ୍‌କେସିଜି ମେଡିକାଲ, କମାପଲ୍ଲୀ ଭେଣ୍ଡିଂଜୋନ ଅଞ୍ଚଳରେ ଲୋକଙ୍କ ଗାଡି ଓ ମୋବାଇଲ...

କୁକୁରର ୨ ଘଣ୍ଟାର ସଫଳ ଅସ୍ତ୍ରୋପଚାର

ବାସୁଦେବପୁର, ୧୧।୮(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପ୍ରାଣୀ ଚିକିତ୍ସାଳୟରେ ଗୁରୁବାର ଏକ କୁକୁର (ଟମି)ର ୨ ଘଣ୍ଟା ଧରି ସଫଳ ଅସ୍ତ୍ରୋପଚାର କରାଯାଇଛି। ଅସ୍ତ୍ରୋପଚାର ପରେ କୁକୁର ସୁସ୍ଥ ହୋଇଥିବା ଜଣାଯାଇଛି। କୁକୁରଟି କିଛିଦିନ ତଳେ ଇଅର...

ତାରାତାରିଣୀ ପୀଠର ବିକାଶ ଲାଗି ହଟିଲା ଜବରଦଖଲ

ପୁରୁଷୋତ୍ତମପୁର,୧୧।୮(ସୀମାଞ୍ଚଳ ମିଶ୍ର): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ଜନସାଧାରଣଙ୍କ ସୁବିଧା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରର ଉନ୍ନତୀକରଣ ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଗେଟରୁ...

ଶିକ୍ଷକ ଆନ୍ଦୋଳନ : ଦାବି ପୁରଣ ନ ହେଲେ ଆସନ୍ତା ୧୬ରୁ ସମୁହ ଛୁଟି ଚେତାବନୀ

କେନ୍ଦୁଝର,୧୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର କେନ୍ଦୁଝରଠାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶିକ୍ଷକମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲାପାଳଙ୍କ ଅଫିସ ଆଗରେ ଏକଜୁଟ ହୋଇ ବିକ୍ଷୋଭ ସଭାରେ...

‘ହର ଘର ତ୍ରିରଙ୍ଗା’

କେନ୍ଦୁଝର,୧୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ୭୬ତମ ସ୍ବଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅଧୀନରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ପାଇଁ ନୂଆଦିଲ୍ଲୀ ସ୍ଥିତ ଡାକ...

ମିନି ଷ୍ଟାଡିୟମର ନାମକରଣକୁ ନେଇ ତେଜିଲା ବିବାଦ

ମୋରଡା,୧୧।୮(ସ୍ମାରକ ମାଜୀ): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଶନିବାର ମୟୂରଭଞ୍ଜ ଜିଲା ମୋରଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ବ୍ଲକର ଚିତ୍ରଡ଼ାସ୍ଥିତ ପାଟପୁର ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ହେଲେ ମିନି...

ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ

ବରଗଡ଼,୧୧।୮(ପ୍ରୋମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କୁମର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ତାଙ୍କ...

ଅପରେଶନ ଟେବୁଲରେ ଚାଲିଗଲା ରୋଗୀଙ୍କ ଜୀବନ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସାଳନ୍ଦୀ ହସ୍ପିଟାଲରେ ଅପରେଶନ ଟେବୁଲରେ ରୋଗୀଙ୍କ ମୃତ୍ୟୁ ହୋଇଥିବାରୁ ଉତ୍ତେଜନା ଦେଖାଦେଇଛି। ସୂଚନାନୁଯାୟୀ, ଭଦ୍ରକ ଜିଲା ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳିପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା  ଟ୍ୟୁମର ଅପରେଶନ ପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri