ଆମ ଜିଲା ଖବର

୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କର: ହାଇକୋର୍ଟ

କଟକ,୫ା୮ (କାର୍ତ୍ତିକ ସାହୁ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କର। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏ ସଂକ୍ରାନ୍ତୀୟ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଶୁକ୍ରବାର...

ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୫ା୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା...

ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୪।୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା...

ଭାରପ୍ରାପ୍ତ ଏଆର୍‌ସିଏସ୍‌ଙ୍କ ବିରୋଧରେ ଧାରଣାରେ ବସିଲେ ଚାଷୀ

ନୀଳଗିରି, ୪ା୮(ସ୍ବ.ପ୍ର.): ନୀଳଗିରି ସମବାୟ ସମିତି ସମୂହର ନୀଳଗିରି ସହକାରୀ ଭାରପ୍ରାପ୍ତ ନିବନ୍ଧକ ଲକ୍ଷ୍ମୀଧର ରାଉତ ବ୍ୟକ୍ତିଗତ ଆକ୍ରୋଶ ରଖି ସମିତି କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା ଅଭିଯୋଗ ନେଇ ନୀଳଗିରି ସହକାରୀ ନିବନ୍ଧକ କାର୍ଯ୍ୟାଳୟ ଆଗରେ ୩୦୦ ଶହରୁ...

ଲଗାଣ ବର୍ଷା କଲା ବାସହରା

ଜମନକିରା,୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଲଘୁଚାପ ଜନିତ ଲଗାଣ ବର୍ଷାରେ ଜମନକିରା ବ୍ଲକ ଅଞ୍ଚଳରେ ବହୁ ପରିବାର ବାସହରା ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ବ୍ଲକ ଅଧୀନ ୨୧ ପଞ୍ଚାୟତରେ ବର୍ଷା ବିତ୍ପାତ ଦେଖାଦେଇଛି। କେଉଁଠି ଚାଷଜମି ବୁଡିରହିଛି ତ ଆଉ କେଉଁଠି...

ଟ୍ରକକୁ ପଛରେ ପିଟିଲା ଟ୍ରକ, ଚାଳକ ଜୀବନ୍ତ ଦଗ୍ଧ

କେନ୍ଦୁଝର,୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ କେନ୍ଦୁଆ ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଫଳରେ ରାସ୍ତାର ଗୋଟିଏ...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୫ଟି ଗେଟ୍‌

ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍‌ ଶୁକ୍ରବାର ଖୋଲିଛି। ପୂର୍ବରୁ ୨ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା। ଏବେ ୫ଟି ଗେଟ ଖୋଲିବା ପରେ ୭ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ଗେଟ ଖୋଲାଯିବା ନେଇ...

ମଦ ବିକିବା ବେଳେ ଧରାପଡ଼ିଲେ

ଗୋପାଳପୁର,୪ା୮(ନବୀନରାଜ ଆଚାରୀ): ଚୋରା ଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ଗୋଳନ୍ଥରା ଥାନା ପୋଲିସ ଶୁକ୍ରବାର ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ତତଡାପୁଲୀ ଗ୍ରାମର ଏମ. କାମେୟା (୪୫)। ତତଡାପୁଲୀ ଗ୍ରାମରେ କାମେୟା...

ଦଶମନ୍ତପୁର ଥାନା ଆଇଆଇସି ନିଲମ୍ବିତ

କୋରାପୁଟ,୪।୮: କୋରାପୁଟ ଜିଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। ଏକ ଲାଞ୍ଚ ମାମଲାରେ ଗିରଫ ହୋଇଥିବା ଯୋଗୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ ନିଲମ୍ବନ କରିଛନ୍ତି। ଚନ୍ଦ୍ରଭାନୁ ମହାନ୍ତି ଗତ ମାସ ଜୁଲାଇ ୨୮ ତାରିଖରେ...

ଭିଜିଲାନ୍ସ ଜାଲରେ ଆରଆଇ

ଜଗତସିଂହପୁର,୪।୮: ଜଗତସିଂହପୁର ଜିଲା ଏରସମା ତହସିଲର ଗୋଡ଼ା ରାଜସ୍ବ ନିରୀକ୍ଷକ (ଆରଆଇ)ନୃସିଂହ ଚରଣ ରାଉତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ମ୍ୟୁଟେସନ ମାମଲାରେ ଜଣେ ବ୍ୟକ୍ତିଙ୍କ ସପକ୍ଷରେ ରିପୋର୍ଟ ଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ...

ପିକଅପ୍‌ ଭ୍ୟାନରୁ ୧୫୫ ଶାଗୁଆନ କାଠ ପଟା ଜବତ

ହିଞ୍ଜିଳିକାଟୁ,୪।୮(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ କଣ୍ଟେଇକୋଳି ଗ୍ରାମ ନିକଟରୁ ବନବିଭାଗ ଭିଜିଲାନ୍ସ ଟିମ୍‌ ଶୁକ୍ରବାର ଚଢାଉ କରି ୨ଟି ପିକଅପ୍‌ ଭ୍ୟାନରୁ ୧୫୫ଟି ଶାଗୁଆନ କାଠ ପଟା ଜବତ କରିଛି । ଜବତ କାଠ ପଟାର ମୂଲ୍ୟ...

ବନ୍ୟା ସ୍ଥିତି ସମୀକ୍ଷା କଲେ ଜିଲାପାଳ

ଭଦ୍ରକ,୪।୮(ସନାତନ ରାଉତ): ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦର ଶୁକ୍ରବାର ଭଦ୍ରକ ଜିଲା ଧାମନଗର ବ୍ଲକର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ସେ ଗୋବିନ୍ଦପୁର ଏବଂ ବାରସର ପଞ୍ଚାୟତ ଗସ୍ତ କରି ବନ୍ୟା ପ୍ରପୀଡ଼ିତଙ୍କୁ ଭେଟି ସମସ୍ୟା ପଚାରି ବୁଝିଛନ୍ତି। ଏପରିକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri