ଆମ ଜିଲା ଖବର

ସର୍ବସାଧାରଣ ପରିଦର୍ଶନ କରିବେ ହାଇକୋର୍ଟ

କଟକ,୪ା୮(କାର୍ତ୍ତିକ ସାହୁ):ବିଚାର ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଆସନ୍ତା ୫ ତାରିଖଠାରୁ ଛୁଟିଦିନ ବ୍ୟତୀତ ପ୍ରତି ଶନିବାର ହାଇକୋର୍ଟ ସର୍ବସାଧାରଣଙ୍କ ପରିଦର୍ଶନ ନିମନ୍ତେ ଖୋଲାରହିବ। ସେଦିନ ଦୁଇଟି...

୬ ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ

ବାଙ୍କୀ,୪ା୮(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ହୀରାକୁଦରୁ ବନ୍ୟାଜଳ ଛଡ଼ାଯିବା ପରେ ମହାନଦୀର ବାଙ୍କୀଠାରେ ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଏଠାରେ ବିପଦ ସଂକେତ ୭.୭୮ମିଟର ଥିବା ବେଳେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୭.୮୧ମିଟର ବନ୍ୟାଜଳ ପ୍ରବାହିତ ହେଉଛି।...

ବନ୍ୟା ସମୟରେ ତାଳଦଣ୍ଡା କେନାଲ ସଫେଇ

ପାରାଦୀପ,୪ା୮(ଶରତ ରାଉତ): ପାରାଦୀପର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଏବେ ସଫେଇ ହେଉଛି। କେନାଲରେ ଥିବା ଯାବତୀୟ ଦଳକୁ ମେଶିନ ଦ୍ୱାରା କଢ଼ା ଯାଇ ରାସ୍ତା କଡ଼ରେ ରଖାଯାଉଛି। ପରେ କେନାଲରେ ଥିବା ପରିତ୍ୟକ୍ତ ପାଣିକୁ ଅଠରବାଙ୍କି ଲକ୍‌ ବାଟେ...

ଭିତରକନିକା ରାସ୍ତା କାମ ବନ୍ଦ, ପର୍ଯ୍ୟଟକ ହୀନସ୍ତା

ରାଜନଗର,୪ା୮ (ଭାସ୍କର ରାଉତରାୟ): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଗତ ମଙ୍ଗଳବାର ଖୋଲିଛି। ୩ ମାସ ଧରି ଭିତରକନିକା କୁମ୍ଭୀର ପ୍ରଜନନ ନିମନ୍ତେ ବନ୍ଦ ରହିବା ପରେ ଖୋଲି ଥିବାରୁ ଉତ୍ସାହର ସହ ପର୍ଯ୍ୟଟକମାନେ ଭିତରକନିକା...

ନିର୍ମାଣାଧୀନ ଅଙ୍ଗନଓ୍ବାଡି କେନ୍ଦ୍ର କାନ୍ଥ ଭୁଶୁଡ଼ିଲା

ପଟ୍ଟାମୁଣ୍ଡାଇ,୪ା୮(ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ୱାର୍ଡ ନଂ. ୮ରେର ନିର୍ମାଣାଧୀନ ଏକ ଅଙ୍ଗନଓ୍ବାଡି କେନ୍ଦ୍ରର ଗୋଟିଏ ପାର୍ଶ୍ୱ କାନ୍ଥ ଭୁଶୁଡି ପଡ଼ିଛି। ଅଙ୍ଗନଓ୍ବାଡି କେନ୍ଦ୍ରର ନିର୍ମାଣ ପାଇଁ ୭ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। କିନ୍ତୁ ନିମ୍ନମାନର କାମ ଯୋଗୁ କାନ୍ଥଟି...

ବୈତରଣୀ କୂଳବର୍ତ୍ତୀ ଗାଁରେ ଆତଙ୍କ

ଯାଜପୁର/ଝୁମ୍ପୁରି/ପ୍ରୀତିପୁର/ଯାଜପୁର ସଦର,୪ା୮(ହର୍ଷବର୍ଦ୍ଧନ ବେହେରା/ସରୋଜ ନାୟକ/ସୁଶାନ୍ତ ବେହୁରା/ସମର ବିଜୟ ଶରଣ) : ଯାଜପୁର ଜିଲା ଦେଇ ପ୍ରବାହିତ ଖରସ୍ରୋତା ଏବଂ ବୈତରଣୀ ଓ ଏହାର ଶାଖା କାଣୀ ନଦୀ କୂଳବର୍ତ୍ତି ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ଜିଲାର ବିଞ୍ଝାରପୁର, ଦଶରଥପୁର, ଯାଜପୁର...

ବ୍ରାହ୍ମଣୀ ପାଣି ଧୋୟାଞ୍ଚଳକୁ ବିଚ୍ଛିନ୍ନ କରିବ

କେନ୍ଦ୍ରାପଡ଼ା,୪ା୮ (ଜଗନ୍ନାଥ ଧଳ): ଲଗାଣ ବର୍ଷା ପରେ ମହାନଦୀରେ ବନ୍ୟା ଜଳ ଆସିଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀଠାରେ ୯.୨୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି ବୋଲି ଜଳ ସମ୍ପଦ ବିଭାଗ ସୂଚନା ଦେଇଛି। ସେହିପରି ରେଙ୍ଗାଲି ଗେଟ...

ନଦୀକୂଳିଆଙ୍କ ମନରେ ଛନକା

ରସୁଲପୁର,୪ା୮(ରଞ୍ଜିତ ରାଉତ): ରସୁଲପୁର ବ୍ଲକର ୨୮ ପଞ୍ଚାୟତକୁ ବ୍ରାହ୍ମଣୀ ଓ ତା’ର ଶାଖା ନଦୀ ଖରସ୍ରୋତା ଘେରିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବ୍ରାହ୍ମଣୀ ଓ ଖରସ୍ରୋତାରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହେଉଛି। ଉଭୟ ନଦୀ ପଠାରେ ଥିବା...

୧୮ରୁ ଊଦ୍ଧର୍‌ବ ଗ୍ରାମ ଜଳମଗ୍ନ

କୋରେଇ,୪ା୮(ଚନ୍ଦ୍ରକାନ୍ତ ପତି): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀରେ ଚଳିତବର୍ଷ ପ୍ରଥମ ବନ୍ୟା ଆସିଛି। ବନ୍ୟା ଯୋଗୁ କୋରେଇ ବ୍ଲକ ଅଧୀନ ରଣପୁର, ଗୌରପୁର, ମୁକୁନ୍ଦପୁର, ବନ୍ଦାଳ, ଅମୃତିଆ, ଅଶନଝର ଓ ମୂଳାପାଳ ଆଦି ୭ ପଞ୍ଚାୟତର...

ବିପଦ ବେଳେ ବନ୍ୟା ଆଶ୍ରୟସ୍ଥଳୀ ନୋହିଲା

ଯାଜପୁର,୪ା୮(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲାବାସୀଙ୍କ ପାଇଁ ବନ୍ୟା ଚିର ସହଚର ହୋଇଛି। ବର୍ଷା ମାସ ଆସିଲେ ବୈତରଣୀ, ବ୍ରାହ୍ମଣୀ, ଖରସ୍ରୋତା, କାଣୀ, ବୁଢା ଇତ୍ୟାଦି ନଦୀକୂଳବାସୀ ଭୟରେ କାଳାତିପାତ କରିଥାନ୍ତି। ବନ୍ୟା ଦୁର୍ଗତଙ୍କୁ ସୁରକ୍ଷା ଦେବାକୁ ପ୍ରତିବର୍ଷ ବିଧାୟକ,...

ବନ୍ୟା ପାଣିରେ ବୁଡ଼ିଲା ଚାଷଜମି

ବରୀ,୪ା୮(ମହେନ୍ଦ୍ର ସ୍ବାଇଁ): ଲଗାଣ ବର୍ଷା ଯୋଗୁ ଦୁଧେଇ ନଦୀରେ ବନ୍ୟା ଆସିବାରୁ ବରୀ ଅଞ୍ଚଳ ପ୍ରଭାବିତ ହୋଇଛି। ବରୀ-କଳାମାଟିଆ ରାସ୍ତାର ବାଲିବିଲସ୍ଥିତ ସାଇ ମନ୍ଦିର ନିକଟରେ ପାଣି ପ୍ରବାହିତ ହେବା ଯୋଗୁ ଶହଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି।...

ବ୍ରାହ୍ମଣୀରେ ପ୍ରଥମ ବନ୍ୟା

ଧର୍ମଶାଳା,୪ା୮(ବଟକୃଷ୍ଣ ପରିଡ଼ା): ଓଡ଼ିଶାର ଦ୍ୱିତୀୟ ବୃହତମ ନଦୀ ବ୍ରହ୍ମଣୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟାସୁଦ୍ଧା ବିପଦ ସଙ୍କେତ ଉପରେ ଜଳ ପ୍ରବାହିତ ହେଉଥିବାବେଳେ ସନ୍ଧ୍ୟା ୭ଟା ସୁଦ୍ଧା ସ୍ଥିର ରହିଛି। ବନ୍ୟାଜଳ କମିବା ସମ୍ଭାବନା ଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri