ଆମ ଜିଲା ଖବର

ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ପରିବାର

କୋକସରା,୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୩ଦିନ ଧରି ଲଘୁଚାପ ଜନିତ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅନେକ ସ୍ଥାନରେ ବର୍ଷା ଜନିତ କ୍ଷୟକ୍ଷତି ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ବରାଡଙ୍ଗା ଗ୍ରାମର ଜୟସେନ ମାଝିଙ୍କ ମାଟି...

ଧୋଇଗଲା କଲଭର୍ଟ

ଏମ୍‌.ରାମପୁର,୨ା୮: କଳାହାଣ୍ଡି ଜିଲା ମ.ରାମପୁରଠାରେ ୧୯୫ମିଲିମିଟର ବର୍ଷା ହୋଇଛି। ଯାହାକି କଳାହାଣ୍ଡିରେ ସର୍ବାଧିକ ରେକର୍ଡ କରାଯାଇଛି। ଏହି ବର୍ଷା ଯୋଗୁ ମ.ରାମପୁର ଅଞ୍ଚଳରେ ରାସ୍ତାଘାଟ, କଲଭର୍ଟ, ଚାଷଜମି, ବାସଗୃହ ପ୍ରମୁଖ କ୍ଷତିସାଧନ କରିଛି। ମ. ରାମପୁର ସହରସ୍ଥିତ ନୋଡାଲ ୟୁପି...

ପାଣିରେ ବୁଡ଼ିଛି ଧାନତଳି, ଆଶଙ୍କାରେ ଚାଷୀ

କର୍ଲାମୁଣ୍ଡା,୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦୁଇଦିନ ଧରି ପ୍ରବଳ ବର୍ଷା ଯୋଗୁ ନଦୀନାଳ ଭର୍ତ୍ତି ହୋଇଥିବା ବେଳେ ଚାଷୀଙ୍କ ଜମି ମଧ୍ୟ ଜଳ ମଗ୍ନ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ରୁଆ ଓ ବେଉଷଣ ହୋଇଥିବା...

ଜୁଡ଼ିଆ ଘାଟିରେ ପଥର ଅତଡ଼ା ଖସିଲା

କେନ୍ଦୁଝର,୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଲଗାଣ ବର୍ଷାରେ କେନ୍ଦୁଝର ସୀମା ଜୁଡ଼ିଆ ଘାଟିରେ ଭୂସ୍ଖଳନ ହୋଇଛି। ପାହାଡ଼ରୁ ମାଟି, ଗଛଲତା ସହିତ ବଡ଼ ପଥର ଖଣ୍ଡ ୪୯ ନଂ ଜାତୀୟ ରାଜପଥ ଉପରେ ପଡ଼ିବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।...

ବିପଦ ସଙ୍କେତ ଟପିଲା ବୈତରଣୀ

ଆନନ୍ଦପୁର,୨ା୮(ସନ୍ତୋଷ ରାଉତ): ବୈତରଣୀ ନଦୀରେ ହଠାତ ବନ୍ୟାଜଳ ପ୍ରବେଶ କରିବାରୁ ଆନନ୍ଦପୁର ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି। ବୁଧବାର ସକାଳ ୬ଟାରେ ଆନନ୍ଦପୁରଠାରେ ବୈତରଣୀର ବନ୍ୟାଜଳ ୩୪.୦୩୦ ମି. ରହିଥିଲା ବେଳେ ୯ଟାରେ ସତର୍କ ସଙ୍କେତ ଅତିକ୍ରମ କରି...

ବନ୍ୟାଜଳରେ ଭାସି ଯାଇଥିଲେ ମହିଳା, ଉଦ୍ଧାର କଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୨ା୮(ସନ୍ତୋଷ ରାଉତ.): କେନ୍ଦୁଝର ଜିଲା ଆନନ୍ଦପୁର ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ସାହାସିକତା ପାଇଁ ବୈତରଣୀ ବନ୍ୟାଜଳରେ ଭାସିଯାଇଥିବା ଜଣେ ମହିଳାଙ୍କୁ ଜୀବନ୍ତ ଉଦ୍ଧାର କରାଯାଇପାରିଛି। ବୁଧବାର ସକାଳେ ଫକୀରପୁରର ମହିଳା ଜଣଙ୍କ ଶୌଚ ହେବା ପାଇଁ ନଦୀ ନିକଟକୁ ଆସିଥିଲେ।...

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି, କାମ କରୁନି ନେଟ୍‌ଓ୍ବାର୍କ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳର ସିମନବାଡ଼ିରେ ଦୁଇ ଦିନ ହେଲା ବିଦ୍ୟୁତ୍‌ ସେବା ଅଚଳ ହେବା ସହ ମୋବାଇଲ ନେଟଓ୍ବାର୍କ ଫେଲ୍‌ ମାରିଛି। ଏବେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା...

ଲଗାଣ ବର୍ଷାରେ ଧସିଲା ଘର, ଚାପି ହୋଇଗଲେ ଗୋଟିଏ ପରିବାରର ୬ ସଦସ୍ୟ

ଭବାନୀପାଟଣା,୨ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବିମଳା ଗ୍ରାମରେ ବୁଧବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଲଗାଣ ବର୍ଷା ଯୋଗୁ ଏଠାକାର ଗୋଟିଏ ଘର ହଠାତ୍‌ ଧସିପଡ଼ିବାରୁ ପରିବାରର ୬ ଜଣ ସଦସ୍ୟ ତଳେ ଚାପିହୋଇ...

‘ଦିନ ମଜୁରିଆ ମହିଳାଙ୍କ ପିଲାଙ୍କ ପାଇଁ ଯତ୍ନ କେନ୍ଦ୍ର ଖୋଲ’

ଛତ୍ରପୁର,୨ା୮(ସନ୍ତୋଷ ପାଢ଼ୀ): ତିନି ଦିିନିଆ ଗଞ୍ଜାମ ଗସ୍ତରେ ଆସିଛନ୍ତି ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗର ଅଧ୍ୟକ୍ଷ ଅବନୀକାନ୍ତ ସାହୁ। ବୁଧବାର ପ୍ରଥମ ଦିନରେ ଛତ୍ରପୁରରେ ପହଞ୍ଚିବା ପରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।...

ହିଲଭିୟ୍ୟୁ ଘାଟିରେ ଭୂସ୍ଖଳନ: ଲଗାଣ ବର୍ଷାରେ ବିପଦ ସାଜିଛି ଘାଟି

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଫଳରେ ଅଞ୍ଚଳରେ ଅନେକ ସ୍ଥାନରେ ନାଳ, ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଦୁର୍ଗମ ରାସ୍ତାଗୁଡିକରେ ଜଳ ଜମାହେବା ସହ ଅନେକ ସ୍ଥାନରେ କାଦୁଅ...

ପାଣି ଘେରରେ ଝାଙ୍କରପାଲି ଆରଆର ବିସ୍ଥାପିତ କଲୋନୀ

ଲୋସିଂହା ୨।୮(ସୁଶାନ୍ତ ବାରିକ):ଲୋୟର ସୁକତେଲ ଡ଼୍ୟାମ ଯୋଗୁ ଲୋଇସିଂହା ବ୍ଲକ ଅନ୍ତର୍ଗତ ବିସ୍ଥାପିତ ଡୁଙ୍ଗରୀପାଲି ଗ୍ରାମବାସୀଙ୍କୁ ସ୍ଥାନାନ୍ତରଣ କରାଯାଇଛି। ଜିଲା ପ୍ରଶାସନ ତରଫରୁ ବିସ୍ଥାପିତ ଗ୍ରାମବାସୀଙ୍କୁ ନିକଟସ୍ଥ ଝାଙ୍କରପାଲି ଆରଆର କଲୋନୀ ଅସ୍ଥାୟୀ କ୍ୟାମ୍ପରେ ଥଇଥାନ କରାଯାଇଛି। ଅସ୍ଥାୟୀ କ୍ୟାମ୍ପରେ...

ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ କରିବେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ ) ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ଦୁଇରୁ ଯୁକ୍ତ ତିନିକୁ ଉନ୍ନିତ, ଦରମା ହାର ଲେବଲ ୫ର ୨୧ହଜାର ୭୦୦ରୁ ଲେବଲ ୯ର ୩୫ହଜାର ୪୦୦କୁ ବୃଦ୍ଧି ଏବଂ ଦଶବର୍ଷ ପୂରଣ କରିଥିବା ନିର୍ବାହୀ ଅଧିକାରୀଙ୍କୁ ସ୍ବତନ୍ତ୍ର ପଦବୀରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri