ଆମ ଜିଲା ଖବର

ଅଧାପନ୍ତରିଆ ଭାବେ ପଡ଼ିଛି ନୂଆଗଁା କଲ୍ୟାଣ ମଣ୍ଡପ

ନୂଆଗାଁ,୩୦ା୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ଶୈବପୀଠ ନିକଟରେ ଆରମ୍ଭ ହୋଇଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାମ ଅଢେଇ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡି ରହିଛି । ନିର୍ମାଣ କାର୍ଯ୍ୟ ପାଇଁ ଅନୁଦାନ ଥିଲେ ମଧ୍ୟ...

୨ ବର୍ଷ ହେଲା କାମ ସରୁନି

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ପୌରାଞ୍ଚଳରେ ବିକାଶ ଏକପ୍ରକାର ସ୍ଥାଣୁ ପାଲଟିଛି। ପ୍ରତିବର୍ଷ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ କାମ ଚାଲୁଛି। ତେବେ ପୁରୁଣା ପ୍ରକଳ୍ପ କାମ ସରୁନି। ଗତ ୨ବର୍ଷ ଧରି ଚାଲିଥିବା ବରୁଣେଇ ସ୍ମାର୍ଟ ପାର୍କ ଏବଂ ସାମନ୍ତରାପୁରସ୍ଥିତ ଜରି ପୋଖରୀ...

୬୦ ପ୍ରତିଶତ ଜମିରେ ହୋଇନି ତଳିରୁଆ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଜୁନ୍‌ରେ ନିଅଣ୍ଟିଆ ରହିଲା, ମୌସୁମୀ ବର୍ଷା ଯେତିକି ହେବା କଥା ସେତିକି ହେଲାନାହିଁ। ସ୍ବାଭାବିକଠାରୁ ପ୍ରାୟ ୩୦ ପ୍ରତିଶତ କମ୍‌ ବର୍ଷା ହୋଇଥିଲା। ବର୍ଷା ଅଭାବରୁ ଜମି ଶୁଖିଲା ପଡ଼ିିଲା। ନିଅଣ୍ଟିଆ ବର୍ଷା ଯୋଗୁ ଜିଲାରେ ଚାଷକାର୍ଯ୍ୟ ବାଧାପ୍ରାପ୍ତ...

ରାଇପାହାଡ଼ର ୧୮ପରିବାର ଆନ୍ଧ୍ର ହିତାଧିକାରୀ

ନନ୍ଦପୁର,୩୦ା୭(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଳକ ଚାଟୁଆ ବୈଠକକୁ ଆନ୍ଧ୍ର-ଓଡ଼ିଶା ସୀମା ସମ୍ପର୍କିତ କୌଣସି କାଗଜପତ୍ର ଓ ମାନଚିତ୍ର ନ ଆଣି ଆସିଥିଲେ ଆନ୍ଧ୍ର ପ୍ରଶାସନିକ ଅଧିକାରୀ। ଫଳରେ ବୈଠକରେ ଆଲୋଚନା ଫଳପ୍ରଦ ହୋଇପାରି ନ ଥିଲା। ତେବେ ରାଇପାହାଡ଼...

ଖଣି ଅଞ୍ଚଳ ଏବେ ପର୍ଯ୍ୟଟନସ୍ଥଳ

ଯୋଡ଼ା,୩୦ା୭(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳ ଓଡ଼ିଶାରେ ଖଣି ପାଇଁ ପ୍ରସିଦ୍ଧି ଲାଭ କରିଥିବା ବେଳେ ଏବେ ପର୍ଯ୍ୟଟକଙ୍କ ପାଇଁ ଏକ ଦର୍ଶନୀୟ ସ୍ଥାନ ଭାବେ ପରିଗଣିତ ହେଉଛି। ଜଙ୍ଗଲ ଶୋଭାରାଜିରେ କୁଳୁକୁଳୁ ହୋଇ ବୋହିଯାଉଥିବା ଏକାଧିକ ଝରଣା ପର୍ଯ୍ୟଟକଙ୍କୁ...

୨୯୭ ବନ୍ୟା ଆଶ୍ରୟସ୍ଥଳୀରେ ଲାଗିବ ବିଜୁଳି ରୋଧକ ଯନ୍ତ୍ର

ଯାଜପୁର,୩୦ା୭(ହର୍ଷବର୍ଦ୍ଧନ ବେହେରା)ଓଡ଼ିଶାକୁ ପ୍ରାୟତଃ ଭାରତର ବିପର୍ଯ୍ୟୟ ହଟସ୍ପଟ ବୋଲି କୁହାଯାଏ। ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟ ଧନଜୀବନ ହାନି କରୁଥିବାବେଳେ ବଜ୍ରପାତରେ ରାଜ୍ୟର ବହୁ ଲୋକଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ ବଜ୍ରପାତରେ ବାର୍ଷିକ ହାରାହାରି ୪୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ...

୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର,୩୦ା୭(ମାନସ ବିଶ୍ୱାଳ)ବହୁ ଚର୍ଚ୍ଚିତ ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ପ୍ରଥମ ଥର ପାଇଁ ଆକ୍ସନ ମୋଡ୍‌କୁ ଆସିଛି ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି)। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି, ଯେଉଁଥିରେ ମୁଖ୍ୟ...

ନିର୍ମାଣର ଦୁଇ ମାସ ନ ପୂରୁଣୁ ଦବିଲା ରାସ୍ତା

କୋକସରା,୨୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରାରୁ ଚିକିଲିକୁ ସଂଯୋଗୀକରଣ ପାଇଁ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ କରାଯାଇଥିଲା। କାର୍ଯ୍ୟ ସମ୍ପାଦନ ହୋଇ  ୨ ମାସ ହୋଇ ନ ଥିବା ବେଳେ...

୩ ବାଇକ୍‌ ଆରୋହୀଙ୍କୁ ଘୋଷାଡ଼ି ନେଲା ଟ୍ରକ୍‌

ବାଲିଗୁଡ଼ା,୨୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ କୋଟଗଡ଼ ଥାନା ଅନ୍ତର୍ଗତ ଖାରିନାଳ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଦେଖିବାକୁ ମିଳିଛି। ଜୁଡ଼ାବାଲିରୁ କୋଟଗଡ଼ ଆଡ଼କୁ ମନ୍ଦିର ଯିବା ରାସ୍ତାରେ ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ପଡ଼ିରହିଛି ନଡ଼ିଆ,...

ସାନଭାଇ ତୀରମାଡ଼ରେ ବଡ଼ଭାଇଙ୍କ ଜୀବନ ଗଲା

କାଳିଆପାଣି,୨୯ା୭(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିପାଳ ପଞ୍ଚାୟତ ଦେଓଗଁା ଅଶୋକଝର ଗାଁରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ମଦ ନିଶାରେ ଗାଁର ଦୁଲଭ ପଧାନ ବଡ଼ ଭାଇ ଗୁଲୁ ପଧାନ(୨୯)ଙ୍କୁ ତୀର ମାଡ଼ କରି ହତ୍ୟା...

ଏନ୍‌ଏଚ୍‌ ୪୯ରେ ଟ୍ରକ୍‌ର ଲମ୍ବା ଧାଡ଼ି, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୨୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଅଞ୍ଜାର-ଡଙ୍ଗାପାଣି ରାସ୍ତା ଏନ୍‌ଏଚ୍‌ ୪୯ରେ ଶନିବାର ଶହ ଶହ ଟ୍ରକ ଛିଡା ହୋଇଥିବାରୁ ସାଧାରଣ ଲୋକଙ୍କ ଯାତାୟାତ ବ୍ୟାହତ ହୋଇଛି। ଭୁଲ ରାସ୍ତାରେ ଗାଡ଼ି ଚଳାଚଳ, ରାସ୍ତାକଡ଼ରେ ପାର୍କିଂ ଆଦି କାରଣରୁ...

କାର୍‌-ବାଇକ୍‌ ମୁହାଁମୁହିଁ: ୨ ମୃତ, ଦୁଇ ଗୁରୁତର

ବାଲିଗୁଡ଼ା,୨୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ଗୋପାଳପୁରଠାରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ତଗାକିଆ ନିକଟରେ କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri