ଆମ ଜିଲା ଖବର

ଆଜି ଶ୍ରୀମନ୍ଦିରରେ ହରିଶୟନ ଏକାଦଶୀ ନୀତି

ପୁରୀ,୨୯।୭(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ଶନିବାର ହରିଶୟନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏହି ବିଧି ଅନୁଯାୟୀ, ତିନି ଜଣ ପୂଜାପଣ୍ଡା ସାମନ୍ତ ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାଙ୍କୁ ଆଣନ୍ତି । ଶ୍ରୀବଳଭଦ୍ରଙ୍କ ସ୍ଥାନରେ ବାସୁଦେବ, ଦେବୀ...

ଘୁଙ୍ଗିନାଳ ପୋଲ ଉପରେ ୪ ଫୁଟର ବନ୍ୟାଜଳ

ଅମରପାଲି,୨୯ା୭(ପୀତାମ୍ବର ସାହୁ): ଲଗାଣବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଭୁତିଆପାଲି ଓ ଲୁତୁରପଙ୍କ ମଝିରେ ଥିବା ଘୁଙ୍ଗିନାଳ ପୋଲ ଉପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ଉକ୍ତ ପୋଲ ଉପରେ ପ୍ରାୟ ୪ଫୁଟ ଉଚ୍ଚର ବନ୍ୟାଜଳ...

ଦାନାରୀଗୁଡ଼ା-ପୁକେର ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ଼,୨୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଦାନାରୀଗୁଡାଠାରୁ ପୁକେର ଗାଁକୁ ଯୋଗାଯୋଗ ବିଛିନ୍ନ ହେଇଯାଇଛି। ଦାନାରୀଗୁଡାଠାରୁ ପୁକେର ଗାଁକୁ ସଂଯୋଗ କରୁଥିବା ଆର୍‌ଡି ରାସ୍ତା ଓ ଗାର୍ଡୱାଲ କାମ ନିମ୍ନମାନର ହୋଇଥିବାରୁ ନିର୍ମାଣର ଏକ...

ଓଡ଼ିଶା ସୀମାନ୍ତରେ ଲାଗିଲା ପୋଷ୍ଟର

ରାଉରକେଲା, ୨୯।୭(ସଙ୍ଗୀତା ଜେନା): ଜୁଲାଇ ୨୮ରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ମାଓବାଦୀମାନେ ଶହୀଦ ସପ୍ତାହ ପାଳନ ପାଇଁ ଡାକରା ଦେଇଛନ୍ତି। ଏଥିପାଇଁ ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳ ଗୁଡ଼ିକରେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ହାଇଆଲର୍ଟ ଜାରି କରାଯାଇଛି।...

ଫିକା ପଡିଲା ମାଓବାଦୀଙ୍କ ଶହୀଦ ସପ୍ତାହ

ଚିତ୍ରକୋଣ୍ଡା,୨୯।୭(କ୍ଷୀରୋଦ ବେହେରା): ଚଳିତ ବର୍ଷ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ମାଓବାଦୀମାନେ ଶହୀଦ ସପ୍ତାହ ପାଳନ କରୁଛନ୍ତି। ପୋଲିସ ଗୁଳିରେ ପ୍ରାଣ ହରାଇଥିବା ମାଓବାଦୀମାନଙ୍କୁ ଶହୀଦର ଆଖ୍ୟାଦେଇ ଦୁର୍ଗମ ଅଞ୍ଚଳରେ ସ୍ମୃତିସ୍ତମ୍ଭ ନିର୍ମାଣକରି ସ୍ମୃତି ସଭାର ଆୟୋଜନ କରାଯାଏ।...

୪୮ଘଣ୍ଟାରେ ଜାଗା ନ ଛାଡ଼ିଲେ କାର୍ଯ୍ୟାନୁଷ୍ଠାନ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଲେଙ୍ଗୁ ମିଶ୍ର ଛକଠାରୁ ନୂଆ ଜିରା ବ୍ରିଜ୍‌ ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ୪୮ଘଣ୍ଟା ମଧ୍ୟରେ ଜବରଦଖଲ ଛାଡ଼ିବାକୁ ଜିଲାପାଳ ମୋନିଷା ବାନାର୍ଜୀ ଆଦେଶ କରିଛନ୍ତି।...

ନାଳ ପାର ହୋଇ ଅଙ୍ଗନୱାଡି ଯାଉଛନ୍ତି ପିଲା

ଟେନ୍‌ସା,୨୯ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ମାଲଦା ପଞ୍ଚାୟତ ଓରାଘାଟରୁ ଗୋପୀସାହିକୁ ଯିବା ପାଇଁ ଏକ ବର୍ଷରୁ ଊର୍ଦ୍ଧ୍ୱ ହେବ ପୋଲ ନିର୍ମାଣ ହୋଇପାରିଲା ନାହିଁ। ଫଳରେ ବର୍ଷା ଦିନେ ଛୋଟ ପିଲାମାନେ ଜୀବନକୁ ବାଜି ଲଗାଇ...

ତଦନ୍ତ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନାହିଁ

ନବରଙ୍ଗପୁର,୨୯।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାନୁଷ୍ଠାନ ମାନଙ୍କରେ ଅନେକ ସମସ୍ୟା ଲାଗିରହିଛି। ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଶିକ୍ଷକ ଓ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଏପରି ଏକ ଘଟଣା ରାଇଘର ବ୍ଲକ କଚରପରା ଅଲେଖ ମହିମା ହାଇସ୍କୁଲରେ...

ଗୁରୁଡ଼ାରୁ ପଞ୍ଜାବ ଯାତ୍ରା

କେନ୍ଦୁଝର,୨୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ଗୁରୁଡ଼ା ଗ୍ରାମର ୧୫ ବର୍ଷୀୟ ଆଶିଷ ପୂର୍ତ୍ତି ହୁଏତ ଭାବି ନ ଥିବେ, ଫୁଟ୍‌ବଲ ତାଙ୍କୁ ଦିନେ ଏତେ ଖ୍ୟାତ କରିଦେବ। ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ଦ୍ୱାରା...

ଦେଡ଼ଶୁରଙ୍କ କୋଦାଳ ଚୋଟରେ ଭାଇବୋହୂ ମୃତ

ଯୋଡ଼ା/ଚମ୍ପୁଆ,୨୮ା୭(ମାନସ ମହାନ୍ତି/ମହେଶ୍ୱର ଦାଶ): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୁଲ୍ଡୁଙ୍ଗ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଜମିରେ ହିଡ଼ କଟାକୁ କେନ୍ଦ୍ରକରି ସମ୍ପର୍କୀୟ ଦେଡ଼ଶୁରଙ୍କ କୋଦାଳ ଚୋଟରେ ଭାଇ ବୋହୂଙ୍କ ମୃତ୍ୟୁ ହୋଇଛି। ମୃତକ...

ଗୋଡ଼ାଇ କାମୁଡିଲା ଶିଆଳ: ୩ ଶିଶୁ ସମେତ ୧୦ ଆହତ

ଖଇରା (ଉତ୍କଳବନ୍ଧୁ ପଣ୍ଡା)/ସୋର (ଜନ୍ମେଜୟ ମିଶ୍ର),୨୯।୭: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ଗ୍ରାମରେ ଶୁକ୍ରବାର ଏକ ଶିଆଳ ଆତଙ୍କ ଖେଳାଇଛି। ୩ଜଣ ଶିଶୁ ସମେତ ୧୦ଜଣଙ୍କୁ ଶିଆଳ କାମୁଡି ଖଣ୍ଡିଆଖାବରା କରିପକାଇଛି। ପରେ ଗ୍ରାମର ପୋଷା କୁକୁରଙ୍କ...

ପକ୍କାଘର ପାଇବାରୁ ବଞ୍ଚିତ ୨ ଅସହାୟ ଭଉଣୀ

ରଘୁନାଥପୁର,୨୯।୭(ରାଜେନ୍ଦ୍ର ନାରାୟଣ ସିଂହ): ସରକାରଙ୍କ କଟକଣା ସତ୍ତ୍ୱେ ଅନେକ ଅଯୋଗ୍ୟ ହିତାଧିକାରୀ ଘର ହାତେଇ ନେବାକୁ ସକ୍ଷମ ହେଉଥିବାବେଳେ ପ୍ରକୃତ ଯୋଗ୍ୟ ବ୍ୟକ୍ତି ଆବାସ ଯୋଜନାରେ ପକ୍କାଗୃହ ପାଇବାରୁ ବଞ୍ଚିତ ହେଉଛନ୍ତି। ସେମାନଙ୍କ ପାଖରେ ପ୍ରଶାସନ ପହଞ୍ଚତ୍ ପାରୁ ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri