ଆମ ଜିଲା ଖବର

ନିରାମୟ ଯୋଜନାରେ ମିଳୁନି ଔଷଧ

କେନ୍ଦ୍ରାପଡ଼ା,୨୯ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଉପରେ ରାଜନଗର, ଆଳି, ରାଜକନିକା ବ୍ଲକର ରୋଗୀମାନେ ନିର୍ଭର କରୁଛନ୍ତି। ବିଭିନ୍ନ ଯୋଜନାରେ ସରକାର ଏବେ ଅନେକ ସୁବିଧା ମାଗଣା କରିଦେଇଥିବାରୁ ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ସରକାର...

ମିଳୁନି ପାଣି, ମଣିଷକୁ କୁମ୍ଭୀର ନେଉଛି ଟାଣି

କେନ୍ଦ୍ରାପଡ଼ା, ୨୯ା୭ (ଜଗନ୍ନାଥ ଧଳ): ଜାତୀୟଉଦ୍ୟାନ ଭିତରକନିକାର କୁମ୍ଭୀର ସଂଖ୍ୟା ବୃଦ୍ଧି କେନ୍ଦ୍ରାପଡ଼ା ଜିଲା ପାଇଁ ଆତଙ୍କ ହୋଇଛି। ୨ ମାସରେ କେବଳ ବ୍ରାହ୍ମଣୀ ନଦୀ ଓ ନାଳ ସଂଲଗ୍ନ ଅଞ୍ଚଳରୁ ୪ ଜଣଙ୍କ ଜୀବନ ଅକାଳରେ ନଷ୍ଟ ହୋଇଛି।...

ଥମିଯାଇଛି ସ୍ଥାନୀୟ ନିଯୁକ୍ତି, ଦୁର୍ନୀତି ପ୍ରସଙ୍ଗ

ଯାଜପୁର,୨୯ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ରାଜନୀତିରେ ବିରୋଧୀଙ୍କ ଭୂମିକା ଅତି ନଗଣ୍ୟ। ତୃଣମୂଳସ୍ତରରେ ବିରୋଧୀଙ୍କ ସଂଗଠନ ଅତି ଦୁର୍ବଳ ରହିଥିବାବେଳେ ସବୁଠି ପ୍ରାୟ ଫାଳ ଫାଳ। ଶାସକ ବିଜେଡିର ସଂଗଠନ ଆଗରେ ବିରୋଧୀ ସମ୍ପୂର୍ଣ୍ଣ ଭାବେ ହାତ ଟେକିଦେଇଥିବା ମନେହେଉଛି।...

ଗୋଚର ଜମିରେ ବେଆଇନ ନିର୍ମାଣ

ଯାଜପୁର,୨୯ା୭(ହର୍ଷବର୍ଦ୍ଧନ ବେହେରା): ସରକାରୀ ଜମି ଥିବା ସତ୍ତ୍ୱେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ଗୋଚର ଜମିରେ ଗଛ କାଟି ବେଆଇନ ଭାବେ ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏଭଳି ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି...

ରାସ୍ତାରେ ଧାନତଳି ରୋଇଲେ ଗ୍ରାମବାସୀ

ଉଦଳା,୨୯ା୭(ସନ୍ତୋଷ କୁମାର ବାଚ୍ଛିନୀ): ଗଁାକୁ ନାହିଁ ଭଲ ରାସ୍ତା। ଆଣ୍ଠୁଏ ଲେଖାଏ ଖାଲ। କାଦୁଅ ପଚପଚ ରାସ୍ତାରେ ବର୍ଷାଦିନେ ଯାଇଆସି ହେଉନାହିଁ। ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ପ୍ରଶାସନ ପ୍ରତିକାର ବ୍ୟବସ୍ଥା କରୁନାହିଁ। ଏଥିରେ ଅତିଷ୍ଠ ହୋଇ ମୟୂରଭଞ୍ଜ ଜିଲା...

ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଗଣବଳାତ୍କାର

କୁଚିଣ୍ଡା,୨୯ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଲିଫ୍ଟ ଦେବା ବାହାନାରେ ଗଣବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଆଇପିସି ଦଫା ୩୭୬, ୩୭୬(ଡି), ୩୬୬, ୧୨୦(ବି)ରେ ଏକ...

୧୪ କି.ମି. ଭାରରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପୁଣି ସାମ୍ନାକୁ ଆସିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଶେଷରେ ବାଧ୍ୟହୋଇ ପରିବାର ଲୋକେ ଗର୍ଭବତୀଙ୍କୁ ଭାରରେ ପ୍ରାୟ ୧୪ କି.ମି. ବୋହି ନେଇଥିଲେ। ଶୁକ୍ରବାର...

କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଲେ ବାଲେଶ୍ୱର ଏସ୍‌ପି

ବାଲେଶ୍ୱର,୨୯ା୭(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ (ଓଏସ୍‌ଏସ୍‌ସି) ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ମାଷ୍ଟରମାଇଣ୍ଡ ଏବଂ ରାଜ୍ୟର ଦୁଇଜଣ ଶିକ୍ଷକ ସମ୍ପୃକ୍ତ ଥିବାରୁ ସମସ୍ତଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବାଲେଶ୍ୱର ଜିଲା...

ଅଡୁଆ କଲା ୧୪ ବର୍ଷ ପୁରୁଣା ଅଡିଟ୍‌ ରିପୋର୍ଟ

ସୋନପୁର, ୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ଓଡ଼ିଶା ଭୂ-ସଂସ୍କାର ଆଇନରେ ମକଦ୍ଦମା ଫଇସଲା କରିବାରେ କର୍ତ୍ତବ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସହିଥିଲେ ୨ କୋଟି ୪୨ ଲକ୍ଷ ୬୬ ହଜାର ୧୧୭ ଟଙ୍କାର ରାଜସ୍ବ କ୍ଷତି। ୨୦୦୪ରେ ହୋଇଥିବା ଏହି ଆର୍ଥିକ...

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡ଼ାଇ ହାଣିଲେ

ଖୁଣ୍ଟୁଣୀ, ୨୯ା୭ (ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌, କଟକ ୟୁନିଟ୍‌-୧ର...

ଶ୍ରୀମନ୍ଦିର ଦାନବାକ୍ସରୁ ଚୋରି

ପୁରୀ, ୨୯ା୭(ଅଜିତ ମହାନ୍ତି): ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ନିକଟ ଭୀମଙ୍କ ପ୍ରତିମୂର୍ତ୍ତି ତଳେ ଥିବା ଦାନବାକ୍ସରୁ ଚୋରି ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଦାନବାକ୍ସକୁ କେହି ଦୁର୍ବୃତ୍ତ ତାଡ଼ି ବାକ୍ସରେ ଥିବା ଟଙ୍କା ଚୋରି କରିନେଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଛି। ଖବର...

ନିଖୋଜ ନାବାଳକଙ୍କୁ ବଳି ସନ୍ଦେହ

ମାଧପୁର (ମନୋଜ ପ୍ରଧାନ)/ବଇଣ୍ଡା (ପରିକ୍ଷିତ ସାହୁ), ୨୯ା୭: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ଥାନା ବାସୁଦେବପୁର ପଞ୍ଚାୟତ ସୁବର୍ଣ୍ଣପୁର ଗ୍ରାମର ନିଖୋଜ ସପ୍ତମ ଶ୍ରେଣୀ ଛାତ୍ର ସଞ୍ଜୀବ ବିଶ୍ୱାଳ(୧୩)ଙ୍କ ଗଳିତ ମୃତଦେହ ଶୁକ୍ରବାର ବାରେଣୀ ଜଙ୍ଗଲରୁ ମିଳିବା ପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri