ଆମ ଜିଲା ଖବର

ଖବର ପ୍ରସାରଣ ପରେ ନିର୍ମାଣ ହେଲା ରାସ୍ତା

କୁଆଁରମୁଣ୍ଡା,୨୭ା୭(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ କାଲୋସିହିରିଆ ପଞ୍ଚାୟତ ଯୋଯୋ ବସ୍ତିରେ ନିର୍ମାଣ ହୋଇଥିବା ଢଳେଇ ରାସ୍ତାଟି ସମ୍ପୂର୍ଣ୍ଣ ନିମ୍ନମାନର ହୋଇଥିବା ନେଇ ଗତ ୨୧ ତାରିଖରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବ୍ଲକ ପ୍ରଶାସନ...

ସୁନ୍ଦରଗଡ଼ରେ ବଢ଼ୁଛି ଅନ୍‌ଲାଇନ ଠକେଇ, ଛୋଟ ଛୋଟ ଭୁଲ ପାଇଁ…

ସୁନ୍ଦରଗଡ଼,୨୭।୭(ଜୟନାରାୟଣ ମେଣ୍ଡୁଳି): ବିଭିନ୍ନ ଗଣମାଧ୍ୟମ, ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତା ସୃଷ୍ଟି କରା ଯାଉଥିଲେ ମଧ୍ୟ ମୋବାଇଲ ବ୍ୟବହାରକାରୀଙ୍କ ଛୋଟ ଛୋଟ ଭୁଲ ପାଇଁ ଏବେ ଅନଲାଇନ ଟଙ୍କା ଠକେଇ ଘଟଣା ବଢ଼ିବାରେ ଲାଗିଛି। ସାଇବର ଠକଙ୍କ ଠକେଇର...

କରଡି ଲାଗି ପଦା ହେଉଛି ବାଉଁଶ ଜଙ୍ଗଲ

ବାଲିମେଳା,୨୭ା୭(ଶିବଦତ୍ତ ସାହୁ): ଦିନକୁ ଦିନ ବାଉଁଶ ଗଜା(କରଡି)ର ଚାହିଦା ସ୍ଥାନୀୟ ଅଞ୍ଚଳରେ ବଢୁଛି। ଲୋକେ ଏଥିରେ ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରି ଖାଉଥିବା ବେଳେ ଆଦିବାସୀମାନେ ଜଙ୍ଗଲରୁ ଏହାକୁ ସଂଗ୍ରହ କରି ବଜାରରେ ବିକ୍ରି କରି ବେସ ଦି...

ପାଣି ନାହିଁ: କ୍ଷେତ ଚରାଭୂଇଁରେ ପରିଣତ

ରାଜନଗର,୨୭।୭(ଭାସ୍କର ରାଉତରାୟ)ଶ୍ରାବଣରେ ଯେଉଁ ଚାଷଜମିରେ ଧାନଗଛ ଲହରି ମାରିବା କଥା, ସେହି ଜମି ଏବେ ବେଣା ଓ ଘାସବୁଦାମାନ ଶୋଭା ପାଉଛି। ଶ୍ରାବଣ ମାସରେ ଚାଷଜମି ଏବେ ଗୋଚର ଭୂଇଁରେ ପରିଣତ ହେବାକୁ ଯାଉଛି। ଶୁଖିଲା ପଡିଥିବା କ୍ଷେତରେ ଗୋରୁମାନେ...

ଲଗାଣ ବର୍ଷା: ବାଲିମେଳା ଡ୍ୟାମ୍‌ରେ ବଢୁନି ଜଳସ୍ତର

ଚିତ୍ରକୋଣ୍ଡା, ୨୭ା୭(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଚିତ୍ରକୋଣ୍ଡା ସ୍ପିଲ୍‌ବାଇସ୍ଥିତ ବାଲିମେଳା ଜଳଭଣ୍ଡାର ବା ବାଲିମେଳା ଡ୍ୟାମ୍‌ର ଜଳ ପତ୍ତନ ବର୍ଷା ହେଲେ ଧୀରେ ଧୀରେ ବଢ଼ିବାକୁ ଲାଗିଥାଏ। ମାତ୍ର ଜିଲାର ଅନ୍ୟ ସ୍ଥାନରେ ପ୍ରବଳ ବର୍ଷା ହେଉଥିବା...

ଜମି ଅଧିଗ୍ରହଣକୁ ୩ ବର୍ଷ ବିତିଲା, ହୋଇପାରିନି ସ୍ବାସ୍ଥ୍ୟକେନ୍ଦ୍ର ନୂତନ ଗୃହ

ଚିତ୍ରକୋଣ୍ଡା,୨୭ା୭(କ୍ଷୀରୋଦ ବେହେରା): ଆନ୍ଧ୍ର – ଓଡ଼ିଶା ସୀମାନ୍ତ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲ୍ଳକରେ ରହିଛି ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ। ଉକ୍ତ ଚିକିତ୍ସାଳୟ ଉପରେ ବ୍ଲକର ୧୮ଟି ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ୧୯୬୨ରେ ବାଲିମେଳା ମାଟିବନ୍ଧ ଯୋଜନା...

ଆଦିବାସୀଙ୍କ ଧରତୀ ପୂଜା, ଆମ୍ବ ଟାକୁଆ ପର୍ବ

ଟିକିରି,୨୭ା୭(ପ୍ରଫୁଲ କୁମାର ବେହେରା): ଆଦିବାସୀ ମାନେ ମୁଖ୍ୟତଃ ବାର ମାସରେ ତେର ପର୍ବ ପାଳନ କରନ୍ତି। ସେଥିମଧ୍ୟରୁ ଧରତୀ ପୂଜା ଏବଂ ଆମ୍ବ ଟାକୁଆ ପର୍ବ ଅନ୍ୟତମ। ରାୟଗଡା ଜିଲା କାଶୀପୁର ବ୍ଲକରେ ବସବାସ କରୁଥିବା ପରଜା ବା ଝୋ...

ମୋହନ ନାୟକ ଜିଲା ଯୁବକଂଗ୍ରେସ ସଭାପତି

ରାୟଗଡ଼ା,୨୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଯୁବ କଂଗ୍ରେସ ଫଳାଫଳ ଘୋଷଣା ହୋଇଛି  । ମୋହନ ନାୟକ ରାୟଗଡ଼ା ଜିଲା ଯୁବ କଂଗ୍ରେସ ସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ସଭାପତି ଭାବେ...

ଗ୍ରୀଷ୍ମଛୁଟିର ଫାଇଦା ନେଲେ ଶିକ୍ଷୟିତ୍ରୀ, ଶିକ୍ଷକ: ମଧ୍ୟାହ୍ନଭୋଜନ ଟଙ୍କା, ଚାଉଳ ହଡ଼ପ ଅଭିଯୋଗ

ରାୟଗଡ଼ା,୨୭।୭ (ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ଶିକ୍ଷାର ମାନ ବୃଦ୍ଧି ସହିତ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ସହାୟକ ପାଇଁ ରାଜ୍ୟ ସରକାର ସ୍କୁଲରେ ମଧ୍ୟାହ୍ନଭୋଜନ ମାଧ୍ୟମରେ ପୁଷ୍ଟିକର ଖାଦ୍ୟ ଯୋଗାଇଥାନ୍ତି । ହେଲେ ଛୁଟି ସମୟରେ ସ୍କୁଲରେ କେହି...

ମୃତ୍ୟୁ ପୂର୍ବରୁ ସହାୟତା ପାଇଁ ଲେଖିଥିଲେ ଚିଠି

ଭଦ୍ରକ,୨୭।୭(ସନାତନ ରାଉତ)ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାର ବୁଧବାର ଭଦ୍ରକ ଜିଲା ଜଜ୍‌ କୋର୍ଟରେ ଚତୁର୍ଥ ସାକ୍ଷ୍ୟ ଗ୍ରହଣ କରାଯାଇଛି। ସାକ୍ଷୀ ଭାବେ ଦୟାଲ ଆଶ୍ରମର କେୟାରଟେକର ସରୋଜିନୀ ସେଠ ଓରଫ ସୋନି କୋର୍ଟରେ ହାଜର ହୋଇ ଚାଞ୍ଚଲ୍ୟକର...

ବିପଦସଙ୍କୁଳ ରାସ୍ତା ଉପରେ ନିର୍ଭର କରୁଛନ୍ତି ୩ ସାହିବାସିନ୍ଦା

ପଟ୍ଟାଙ୍ଗି,୨୭ା୭(ଶରତ ଧଳ): ରାସ୍ତାଘାଟର ପୁନରୁଦ୍ଧାର ପାଇଁ ସରକାର ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି। ମାତ୍ର ବ୍ଲକ ପ୍ରଶାସନ କିଛି ହାତ ଗଣତି ଠିକାଦାରଙ୍କ ମାଧ୍ୟମରେ ପରିଚାଳିତ ହୋଇ ଲୋକଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ଦିଗହରା କରୁଛି। କୋରାପୁଟ ଜିଲା ପଟ୍ଟାଙ୍ଗି...

ଗୋପାଳଙ୍କ ପାଇଁ ନିଯୁକ୍ତ ହେଲେ ସରକାରୀ ଓକିଲ

ସମ୍ବଲପୁର,୨୭।୭(ଶୁଭାଶିଷ ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ବୁଧବାର ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ବଳୟରେ ଝାରସୁଗୁଡ଼ା ଜିଲା ଜଜ୍‌ ଦିଗମ୍ବର ପୃଷ୍ଟିଙ୍କ ନିକଟରେ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋପାଳ କୋର୍ଟ ଦ୍ୱାରରେ ମୁଣ୍ଡିଆ ମାରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri