ଆମ ଜିଲା ଖବର

ଦୁଇ ଗ୍ରାମକୁ ରାଜସ୍ବ ଗ୍ରାମର ସ୍ବୀକୃତି

କେସିଙ୍ଗା,୨୬ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ପଞ୍ଚାୟତର କଛାରପଦର ଓ ଧୁଙ୍ଗିଆମୁଣ୍ଡା ଗ୍ରାମକୁ ରାଜ୍ୟ ସରକାର ରାଜସ୍ବ ଗ୍ରାମ ଭାବେ ବୁଧବାର ସ୍ବୀକୃତି ପ୍ରଦାନ କରିଛନ୍ତି। ଫଳରେ ଗ୍ରାମବାସୀଙ୍କ ମନରେ ଆନନ୍ଦର ଲହରି ଖେଳିଯାଇଛି। କେସିଙ୍ଗା ତହସିଲ...

ରାଜ୍ୟ କଂଗ୍ରେସ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଆଲୋକଙ୍କୁ ମୟୂରଭଞ୍ଜ, ସଂଗ୍ରାମଙ୍କୁ ବାଲେଶ୍ୱର

କେନ୍ଦୁଝର,୨୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କଂଗ୍ରେସ ଦଳକୁ ତୃଣମୂଳ ସ୍ତରରେ ସଂଗଠନକୁ ଶକ୍ତିଶାଳୀ ଓ କ୍ରିୟାଶୀଳ କରିବା ପାଇଁ ରାଜ୍ୟ କଂଗ୍ରେସ ରଣନୀତି ପ୍ରସ୍ତୁତି କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ରାଜ୍ୟ କଂଗ୍ରେସର ପଦାଧିକାରୀଙ୍କୁ ବିଭିନ୍ନ ଜିଲା ପ୍ରଭାରୀ ଭାବେ...

ବାଲୁକା କଳାରେ ହଳଲଙ୍ଗଳ

କର୍ଲାମୁଣ୍ଡା,୨୬ା୭(ପ୍ରଦୀପ କୁମାର ସାହୁ): ଏବର୍ଷ ବର୍ଷା ବିଳମ୍ବରେ ହୋଇଥିଲେ ହେଁ ବର୍ତ୍ତମାନ ଚାରିଆଡ଼େ ପଲ୍ଲା ରୁଆ, ବେଉଷଣ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି। ଟ୍ରାକ୍ଟର,ପାଓ୍ବାରଟିଲର ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଲୁପ୍ତ ପ୍ରାୟ ହଳ...

ଯୁଦ୍ଧମ ଦେହି ଡାକରା ଦେଲେ ମାଓବାଦୀ

ମ.ରାମପୁର,୨୬ା୭(ଶଶିଭୂଷଣ ପ୍ରହରାଜ): ଦିନକୁ ଦିନ କଳାହାଣ୍ଡି ଜିଲା ମ. ରାମପୁର ଅଞ୍ଚଳରେ ମାଓବାଦୀ କାର୍ଯକଳାପ ବଢ଼ିଚାଲିଛି। ଏବେ ଖୋଲାଖୋଲି ମାଓବାଦୀ ଯୁଦ୍ଧମ ଦେହି ଡାକରା ଦେଇଛନ୍ତି। ଉଚ୍ଚ ବର୍ଗଙ୍କ ବିରୋଧରେ ଯୁଦ୍ଧ ପାଇଁ ସ୍ବଳ୍ପ ସଂଖ୍ୟକ ବର୍ଗଙ୍କୁ ମତାଉଛନ୍ତି। ମ....

ନିଜ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ଡେପୁଟି ଇନ୍ସପେକ୍ଟର

କୋରାପୁଟ,୨୬ା୭(ଅମିତାଭ ବେହେରା): କୋରାପୁଟ ପୋଲିସ ମୁଖ୍ୟାଳୟରେ ଡେପୁଟି ଇନ୍ସପେକ୍ଟର ନରେନ୍ଦ୍ର ବିଶ୍ୱାଳ ବୁଧବାର ନିଜ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ନିଜ ବନ୍ଧୁକର ଗୁଳି ଶ୍ରୀ ବିଶ୍ୱାଳଙ୍କ...

ଥଇଥାନ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଦୁଇ ପରିବାର

ଭଦ୍ରକ,୨୬ା୭(ସନାତନ ରାଉତ): ଭଦ୍ରକ ଜିଲାପାଳ ଅଫିସ ସମ୍ମୁଖରେ ବୁଧବାର ଥଇଥାନ ଦାବିରେ ୨ ପରିବାର ସଦସ୍ୟ ଧାରଣାରେ ବସିଛନ୍ତି। ଚାନ୍ଦବାଲି ତହସିଲ ଦୋଷୀଙ୍ଗା ମୌଜା ପ୍ରଦ୍ୟୁତନଗରରେ ଦୀର୍ଘବର୍ଷ ଧରି ରହି ଆସିଥିବା ଶୁଭେନ୍ଦୁ ଦଳେଇ ଓ ସୁଶାନ୍ତ ଦଳେଇ ଦୁଇ...

ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏଏସ୍‌ଆଇ

ମାଧପୁର,୨୬ା୭(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନାର ଏଏସ୍‌ଆଇ ନବୀନ କୁମାର ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, କିଆକଟା ଥାନା କନ୍ଧପଡ଼ା ପଞ୍ଚାୟତ ଅଧୀନ ବେଲାଦୁଲା ଗ୍ରାମର...

ଭିତରକନିକାରେ ୩୦ ହଜାର ଦେଶୀୟ ପକ୍ଷୀଙ୍କ ଭିଡ଼

ରାଜନଗର,୨୬।୭(ଭାସ୍କର ରାଉତରାୟ): ବର୍ଷାଋତୁ ଆରମ୍ଭ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗହଳି ଲାଗିଛି। ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ କୋଳାହଳମୟ ହୋଇଉଠିଛି। ଭିତରକନିକାର ମଠଆଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ଲକ୍ଷ୍ମୀପ୍ରସାଦଡ଼ିଆରେ ଏବେ ପ୍ରାୟ ୩୦ ହଜାରରୁ ଅଧିକ ପକ୍ଷୀ...

ଗୋପନରେ ଚାଲିଛି ବାଲ୍ୟ ବିବାହ

ମହାକାଳପଡ଼ା, ୨୬।୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ତଥା ନାବାଳିକା ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି ବୋଲି ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରିଛନ୍ତି। ବ୍ଲକର ବିଶେଷକରି ଉପକୂଳର ଉପାନ୍ତ ଅଞ୍ଚଳରେ...

ଗୋରୁପଲ କବ୍‌ଜାରେ ବସ୍‌ଷ୍ଟାଣ୍ଡ

ଢେଙ୍କାନାଳ, ୨୬।୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଇନ୍ଦିପୁର ଗ୍ରାମ ବସ୍‌ଷ୍ଟାଣ୍ଡ ଏବେ ଗୋରୁପଲ କବ୍‌ଜାରେ। ପଞ୍ଚାୟତ ପକ୍ଷରୁ ବୁଲା ଗୋରୁଙ୍କୁ ନିୟନ୍ତ୍ରଣ କରାଯାଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ଏହାଯୋଗୁ ଯାତ୍ରୀମାନେ ନାହିଁ ନ...

ଧୋଇଗଲା କସପଙ୍କା ପୋଲ ସଂଯୋଗୀକରଣ ରାସ୍ତା: ଯାତାୟତରେ ବାଧାପ୍ରାପ୍ତ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୬।୭(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ କରୁଥିବା କସପଙ୍କାଠାରେ ନବ ନିର୍ମିତ ପୋଲର ସଂଯୋଗୀକରଣ ରାସ୍ତା ଧୋଇହୋଇଯାଇଛି। ଫଳରେ ଉକ୍ତ ରାସ୍ତାଦେଇ ଯାତାୟାତ ଠପ୍‌ ହୋଇଛି। ତାମାଙ୍ଗି ସମେତ...

 ଗାଡ଼ି ସହ ଜଳିଗଲେ ଚାଳକ 

 ଜମନକିରା,୨୬।୭:(ରବୀନ୍ଦ୍ର ପ୍ରସାଦ ଦାନୀ): ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଡ଼କୁଣ୍ଢେଇସରା ପେଟ୍ରୋଲ ପମ୍ପ ବୁଲାଣିରେ ବୁଧବାର  ଦୁର୍ଘଟଣା ଘଟିଛି। ଏକ ଲୁହା ପଥର ବୋଝଇ ଟ୍ରକ (ରେଜିଷ୍ଟେଶନ ନଂ ଓଡି ୩୫ଏଫ୍‌ ୯୭୨୩)...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri