ଆମ ଜିଲା ଖବର

ନିଷ୍ପତ୍ତିକୁ ଅଣଦେଖା କରୁଛି ଏନ୍‌ଏଚ୍‌ଏଆଇ

ଢେଙ୍କାନାଳ, ୨୬।୭(ରତନ ନାୟାର): ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପ୍ରଶାସନର ନିଷ୍ପତ୍ତିକୁ ଅଣଦେଖା କରିଚାଲିଛନ୍ତି। ଫଳରେ ମରଣଯନ୍ତା ପାଲଟିଥିବା ଢେଙ୍କାନାଳ ଜିଲାର ୫୫ ଏବଂ ୫୩ନଂ. ଜାତୀୟ ରାଜପଥରେ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଗତ ୬ ମାସ ମଧ୍ୟରେ...

ଲଗାଣ ବର୍ଷାରେ କାଙ୍ଗୁରକୋଣ୍ଡା ପୋଲ ବୁଡ଼ିଲା: ୩୨୬ ଜାତୀୟ ରାଜପଥରେ ଯାତାୟତ ଠପ୍‌

ମାଲକାନଗିରି,୨୬।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଠାରୁ ମୋଟୁ ଯିବା ୩୨୬ ନମ୍ବର ଜାତୀୟ ରାଜ ପଥ କାଙ୍ଗୁରୁକୋଣ୍ଡାଠାରେ ଲଗାଣ ବର୍ଷାରେ ପୋଲ ଉପରେ ୩ ଫୁଟର ଜଳ ପ୍ରବାହିତ ହେଉଛି। ଯାହା ଫଳରେ ଉଭୟ ପଟରେ ଶତାଧିକ ଜାନବାହାନ ଅଟକି ରହିଛି...

ଏମ୍‌କେସିଜିରେ ଅବ୍ୟବସ୍ଥା: ଚିକିତ୍ସା ଅବହେଳାରୁ ଗର୍ଭବତୀ ମା’, ଶିଶୁଙ୍କ ମୃତ୍ୟୁ

ବ୍ରହ୍ମପୁର,(ସୁବାସ ଚନ୍ଦ୍ର ପାଢ଼ୀ)୨୭।୭: ଉତ୍ତମ ଚିକିତ୍ସା କ୍ଷେତ୍ରରେ ଦକ୍ଷିଣ ଓଡ଼ିଶାର ଲାଇଫ ଲାଇନ କୁହାଯାଉଥିବା ଏମ୍‌କେସିଜି ମେଡିକାଲରେ ଘୋର ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଲେବର ରୁମରେ ଜଣେ ଗର୍ଭବତୀଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ତାଙ୍କ ସ୍ବାମୀ ମହେନ୍ଦ୍ର ଜେନା...

ପାଉଁଶ ସମସ୍ୟାର ହୋଇପାରୁନି ସମାଧାନ

ବଅଁରପାଳ,୨୬।୭(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲାରେ ଥିବା ନାଲ୍‌କୋର ତାପଜ ବିଦ୍ୟୁତ୍‌ କେନ୍ଦ୍ର (ସିପିପି)କୁ ନେଇ ସମସ୍ୟା ବଢ଼ିବାରେ ଲାଗିଛି। ପାଉଁଶ ନିଷ୍କାସନ ସମସ୍ୟାର ସମାଧାନ ହୋଇପାରୁ ନ ଥିବା ବେଳେ ଏବେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅନୁଗୋଳ ଆଞ୍ଚଳିକ କାର୍ଯ୍ୟାଳୟ...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ସହ ସୁନାରୁପା, ବ୍ୟାଙ୍କ ପାସବୁକ ଜବତ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନର ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁ ଙ୍କ ଘରେ ବୁଧବାର ସକାଳୁ ଭିଜିଲାନନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି...

ପରିବହନକୁ ନେଇ ଯୋଡ଼ା ଟ୍ରକ୍‌ ମାଲିକ ସଂଘକୁ କେନ୍ଦ୍ରର ଚିଠି

ଯୋଡ଼ା,୨୬।୭(ମାନସ ମହାନ୍ତି) କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଧୀନରେ ଥିବା ଏକାଧିକ ଖଣିରୁ ଖଣିଜ ପରିବହନ ଟ୍ରକ୍‌ ଜରିଆରେ ହୋଇଥାଏ। ଅଞ୍ଚଳରେ ବଡ଼ବିଲ, ଯୋଡା, କାଳିମାଟି, ଗୁଆଲି, ଭଦ୍ରାସାହି ସମେତ କେନ୍ଦୁଝରରେ ମଧ୍ୟ ଟ୍ରକ୍‌ ମାଲିକ ମାନଙ୍କର ସଂଘ...

ଶ୍ରେଣୀଗୃହରେ ପାଟି କରିବାରୁ ପିଲାଙ୍କୁ ମାଡ଼

ବେତନଟୀ,୨୬।୭(ଧରଣୀଧର ମହାନ୍ତି): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଆମ୍ବଯୋଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ପାଟି କରିବାରୁ ସୋମବାର ଜଣେ ଶିକ୍ଷୟିତ୍ରୀ ୫ଛାତ୍ରୀଛାତ୍ରଙ୍କୁ ଏକ ବାଉଁଶ ବାଡ଼ିରେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଅଭିଭାବକ ତଥା...

ଖାଦ୍ୟ ସୁରକ୍ଷା ଯୋଜନାରୁ ମୃତକଙ୍କ ନାଁ କାଟିବାକୁ ନିର୍ଦ୍ଦେଶ

କେନ୍ଦୁଝର,୨୬।୭(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନିକାନ୍ତ ସାହୁ ମଙ୍ଗଳବାର କେନ୍ଦୁଝର ଜିଲା ଦିନିକିଆ ଗସ୍ତ କରିଛନ୍ତି। ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଓ...

ମାସେ ପରେ ଅବସର ନେଇଥାନ୍ତେ, ନିଲମ୍ବନ ହେଲେ

ବାସୁଦେବପୁର, ୨୬।୭ (ନାରାୟଣ ପ୍ରସାଦ ବାରିକ): ମାସେ ପରେ ଅବସର ନେଇଥାନ୍ତେ ଶିକ୍ଷକ। କିନ୍ତୁ ଏହା ପୂର୍ବରୁ ଚାକିରି ପାଇଁ ଦେଇଥିବା ସାର୍ଟିଫିକେଟ ନକଲି ବୋଲି ଜଣାପଡ଼ିବାରୁ ନିଲମ୍ବିତ ହୋଇଛନ୍ତି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ...

ଉପ ବାଚସ୍ପତିଙ୍କ ଘର ଆଗରେ ଖଣ୍ଡା ବୁଲାଇ ଆତଙ୍କ

ଅନୁଗୋଳ,୨୬।୭(ଅମିତ କୁମାର ସାମଲ): ଓଡ଼ିଶା ବିଧାନସଭାର ଉପ ବାଚସ୍ପତି ତଥା ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହଙ୍କ ଗୋତମରା ବାସଭବନ ଆଗରେ ମଙ୍ଗଳବାର ୨ ଜଣ ଯୁବକ ଆତଙ୍କ ଖେଳାଇଥିବା ଅଭିଯୋଗ ହୋଇଛି। ସେମାନେ ଖଣ୍ଡା ବୁଲାଇବା ସହ ଗାଳିଗୁଲଜ କରିଥିବା...

ନାବାଳିକା ଝିଅଙ୍କୁ ତଣ୍ଟି ଚିପି ହତ୍ୟା କଲା ବାପା

ନୂଆପଡ଼ା,୨୫।୭(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ବଳିପଡିଲେ ନାବାଳିକା ଝିଅ। ନିଜ ୧୩ ବର୍ଷର ଝିଅ ଜ୍ୟୋତି ମାଝିଙ୍କୁ ତଣ୍ଟି ଚିପି ହତ୍ୟା କରିଛି...

ପୂର୍ବତନ ବିଧାୟକ ରମେଶ ସୋରେନଙ୍କ ପରଲୋକ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/: ଖୁଣ୍ଟା(ଦେବରଞ୍ଜନ ବେହେରା), ୨୬।୭: ମୟୂରଭଞ୍ଜ ଜିଲା ଖୁଣ୍ଟା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ସୋରେନ(୮୨)ଙ୍କ ସୋମବାର ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ବୟସାଧିକ କାରଣରୁ ଦୀର୍ଘ ୩ ମାସ ଧରି ସେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri