ଆମ ଜିଲା ଖବର

ଜିଲା ମୁଖ୍ୟ ଚିକିତ୍ସାଳୟରେ ସରଞ୍ଜାମ ଅଭାବ

କେନ୍ଦୁଝର,୨୪ା୭(ନରେଶ ପଟ୍ଟନାୟକ):  କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ସୁବିଧା ନ ଥିବାରୁ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଗରୀବ ରୋଗୀମାନେ ବାହାରେ ଚିକିତ୍ସିତ ହୋଇ ଖର୍ଚ୍ଚାନ୍ତ ହେଉଛନ୍ତି। ଏହାର ଫାଇଦା ଘରୋଇ...

ପାଠ ପାଇଁ ବାଜିରେ ଛାତ୍ରୀଛାତ୍ରଙ୍କ ଜୀବନ

କେନ୍ଦୁଝର,୨୪ା୭(ଦୀପକ ମିଶ୍ର) : କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ର ତାଳପଦା ଅଞ୍ଚଳରେ ଛାତ୍ରୀଛାତ୍ର ପାଠ ପାଇଁ ଜୀବନକୁ ବାଜିରେ ଲଗାଉଛନ୍ତି। ପ୍ରତ୍ୟହ ସମାକୋଇ ନଦୀ ପାର ହୋଇ ତାଳପଦା ସ୍କୁଲକୁ ଯାଉଛନ୍ତି। ଅଭିଭାବକ ସ୍କୁଲ ଯିବା ଓ ଛୁଟି ସମୟରେ...

ସିମୁଳିଆରେ ପ୍ରାଣୀ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ସିମୁଳିଆ,୨୪ା୭(ସନ୍ତୋଷ କୁମାର ନାୟକ): ସମଗ୍ର ଜୀବସମାଜ ପାଇଁ ପ୍ରାଣୀମାନଙ୍କ ଅବଦାନ ଅତୁଳନୀୟ। କଥା କହିପାରୁ ନ ଥିବା ଏହି ପ୍ରାଣୀଙ୍କୁ ସରକାର ସମ୍ପଦ ରୂପେ ଗ୍ରହଣ କରିବା ସହିତ ଉଭୟ ପ୍ରାଣୀ ଓ ପାଳନକର୍ତ୍ତାମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା ପ୍ରଣୟନ...

ରକ୍ତ ପ୍ୟାକେଟ୍‌କୁ ୧୫୦୦ ଟଙ୍କାରେ ବିକ୍ରି

ନୟାଗଡ଼,୨୪।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାରରୁ ରକ୍ତ ରୋଗୀ ପାଉ ନ ଥିବାବେଳେ ଦଲାଲ ନେଉଥିବା ଅଭିଯୋଗ ହୋଇଆସୁଛି। କେତେଜଣ ଦଲାଲ ଡୋନର ସଂଗ୍ରହ କରି ରକ୍ତ ପ୍ୟାକେଟକୁ ୧୫ ଶହ ଟଙ୍କାରେ ବିକ୍ରି...

ଜୟ ଜଗନ୍ନାଥ ସିଲେଇ ୟୁନିଟ ପ୍ରତି ନିଘା ନାହିଁ

ଓଡ଼ଗାଁ, ୨୪ା୭(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁରେ ସୁରଟ ଓ ଦିଲ୍ଲୀ ଢାଞ୍ଚାରେ ତିଆରି ହୋଇଥିବା ପୋଷାକ ପ୍ରସ୍ତୁତ କାରଖାନା ପ୍ରତି କାହାର ନିଘାନାହିଁ। ୨୫ ଜାନୁୟାରୀ ୨୦୧୮ରେ ୬୦ ଜଣ ମହିଳାଙ୍କୁ ନେଇ ମିଶନ ଶକ୍ତି ଅନ୍ତର୍ଗତ...

ବିପଦ ସଂକୁଳ ହାଇମାଷ୍ଟ ଲାଇଟ୍‌ ଖୁଣ୍ଟ

ଖଣ୍ଡପଡା,୨୪ା୭(ଅଜୟ କୁମାର ମହାରଣା): କଣ୍ଟିଲୋ ଯାତ୍ରାପଦା ବଜାର ଛକ ଉପରେ ଲାଗିଥିବା ହାଇମାସ୍କ ଲାଇଟ ଦୀର୍ଘ ବର୍ଷ ହେଲା ଅକାମୀ ହୋଇ ପଡଛି। ଏବେ ଏହାର ଖୁଣ୍ଟଟିର ନିମ୍ନ ଭାଗ ନଷ୍ଟ ହୋଇ ବିପଦ ସୃଷ୍ଟି କରିଛି। ଘରୋଇ ବିଦ୍ୟୁତ୍‌...

ଜାନବିଲି ପ୍ରକଳ୍ପ ପାଣି ପାଇପ୍‌ ଲାଇନ ଫାଟିଲା

ଧରାକୋଟ,୨୪ା୭(ବିଷ୍ଣୁ କେଶରୀ ଆଚାରୀ): ବ୍ରହ୍ମପୁର ସହରର ପିଇବା ପାଣି ସମସ୍ୟାର ଦୂରୀକରଣ ପାଇଁ ରାଜ୍ୟ ସରକାର ଜାନବିଲି ଆନିକଟଠାରୁ ପାଇପ ଯୋଗେ ପାଣି ନେଉଛନ୍ତି । ଋଷିକୁଲ୍ୟା ନଦୀ ଉପରେ ଷ୍ଟୋରେଜ ବ୍ୟବସ୍ଥା କରି ଏଠାରୁ ପାଣି ଦକ୍ଷିଣପୁର ଘାଇକୁ...

ବାହ୍ୟ ମଳମୁକ୍ତ ଗାଁ ଯୋଜନା ବାଟବଣା

କେନ୍ଦ୍ରାପଡ଼ା,୨୪ା୭(ଜଗନ୍ନାଥ ଧଳ): କେନ୍ଦ୍ରପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଫେଲ୍‌ ମାରିଛି କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା। ପାଇଖାନା ନିର୍ମାଣ ନ ହୋଇ ଲକ୍ଷାଧିକ ଟଙ୍କା ପୁରସ୍କାର ଅର୍ଥ ଆତ୍ମସାତ୍‌ ହୋଇଛି। ଗାଁ ମୁଣ୍ଡରେ ବାହ୍ୟ ମଳମୁକ୍ତ ଅଞ୍ଚଳ ବୋଲି...

ଓରତ ଘାଟ ସେତୁ ଗୋବରୀ ନଦୀରେ ପଠା ସୃଷ୍ଟି

ମହାକାଳପଡ଼ା,୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋବରୀ ନଦୀର ଉପର ମୁଣ୍ଡରୁ ଜଳ ସ୍ରୋତ ହ୍ରାସ ପାଇବା ଯୋଗୁ ଅନେକ ସ୍ଥାନରେ ବାଲି ପଙ୍କ ମାଟି ଜମିବା ଯୋଗୁ ପଠା ସୃଷ୍ଟି ହୋଇଛି। ଫଳରେ ଉପର...

କେନାଲ ପାର୍ଶ୍ୱ ଜମିରେ ତଳିରୁଆ, ଢିପ ଶୁଖିଲା

ମହାକାଳପଡ଼ା, ୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୌସୁମୀ ବର୍ଷା ନାଁ ଧରୁନି। ଜଳ ଅଭାବ ଯୋଗୁ ଚାଷ ଜମି ପଡ଼ିଆ ପଡ଼ିଛି। ପଡ଼ିଆ ଜମିରେ ଗୋରୁ ଚରୁଛନ୍ତି। ଆଉ କେଉଁଠି ଖାଲ ଓ କେନାଲ...

ମୋ ଘର ପ୍ରତି ଲୋକେ ବିମୁଖ

ରସୁଲପୁର,୨୪ା୭(ରଞ୍ଜିତ ରାଉତ): ରାଜ୍ୟ ସରକାରଙ୍କ ମୋ ଘର ଯୋଜନା ପ୍ରତି ଲୋକେ ବିମୁଖ ହେଉଛନ୍ତି। ଜମି ସମସ୍ୟା ଓ ବ୍ୟାଙ୍କ ସହ ହିତାଧିକାରୀଙ୍କ ଚୁକ୍ତିନାମା ଭଳି କେତେକ ବ୍ୟବସ୍ଥା ଯୋଜନା ପ୍ରତି ଅନାଗ୍ରହ ସୃଷ୍ଟି କରୁଛି। ସେହିପରି ଘରବାରି ଜମି...

ଡେରାବିଶ ମାଟିକୁ ଗର୍ବିତ କଲେ ସ୍ମୃତିରେଖା

ଡେରାବିଶ, ୨୪ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ବ୍ଲକ ଓ କେନ୍ଦ୍ରାପଡ଼ା ଜିଲାକୁ ପୁଣିଥରେ ସଂସ୍କୃତି ଓ ଯୋଗ ପ୍ରତିଯୋଗିତାରେ ବ୍ଲକ ଅଧୀନସ୍ଥ ରଘୁଦେଇପୁର ପଞ୍ଚାୟତ ବେଲାରପୁର ଗଁାର ଦଶମ ଶ୍ରେଣୀର ଛାତ୍ରୀ ସ୍ମୃତିରେଖା ପାଣି(୧୫) ଗୌରବ ଆଣିଛନ୍ତି। ସ୍ଥାନୀୟ ଭଗବତୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri