ଆମ ଜିଲା ଖବର

ଭିଜିଲାନ୍ସ  ଜାଲରେ ସଂଯୋଜିକା: ଲାଞ୍ଚ ନେଇ ଗଲେ ଜେଲ

ବଲାଙ୍ଗୀର ୨୧।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଡିସିପି  ଅଫିସର ସଂଯୋଜିକା ପୁଷ୍ପାଙ୍ଗିନୀ ଯୋଶୀ ଶୁକ୍ରବାର ଲାଞ୍ଚ ନେଇ ଧରାପଡିଛନ୍ତି।  ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବା ବେଳେ  ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିନେଇଥିଲା। ବଲାଙ୍ଗୀର ପାଟଣାଗଡ଼...

ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୨୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ଅଧୀନ ମାଟିଆ ଗ୍ରାମର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ଆର୍‌ଡ଼ି ବିଭାଗ ଏବଂ କେସିଙ୍ଗା ବିଡିଓଙ୍କୁ ବାରମ୍ବାର ଜଣାଇବା...

ରାଜୁ ହତ୍ୟା ମାମଲାର ପର୍ଦ୍ଦାଫାଶ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ମାଲପଡ଼ା ଭୁର୍ସୁନବନ୍ଧ ନିକଟ ଏକ ନିର୍ମାଣାଧିନ ଘର ପାଖରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ରାଜୁ ଓରଫ ରାକେଶ ପ୍ରଧାନ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବରଗଡ଼ ଟାଉନ ଥାନା ପୋଲିସ। ପୋଲିସ ହତ୍ୟାକାଣ୍ଡରେ ସମ୍ପୃକ୍ତ...

ଛକ ଜଗିଛି ପୋଲିସ, ଗଳିରେ ଅପରାଧ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଛୋଟ ବଡ଼ ଚୋରି, ଲୁଟ୍‌ଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟୁଛି। କଥାକଥାକେ ଲୋକଙ୍କୁ ହତ୍ୟା କରାଯାଉ ଥିବାବେଳେ ଦିନ ଦ୍ୱିପ୍ରହରରେ ମୋବାଇଲ, ସାଇକେଲ, ବାଇକ୍‌ ଚୋରି ହେଉଛି।...

୫-ଟି ସଚିବଙ୍କ ଗସ୍ତକୁ ବିରୋଧ କରି ଅଣ୍ଡାମାଡ଼

ନୟାଗଡ଼,୨୧ା୭(ଲୋକନାଥ ମିଶ୍ର): ଶୁକ୍ରବାର ୫-ଟି ସଚିବ ଭି.କେ ପାଣ୍ଡିଆନ ଓଡ଼ଗାଁ ଗସ୍ତରେ ଆକାଶପଥରେ ଆସି ମହୋତ୍ସବ ପଡ଼ିଆରେ ଓହ୍ଲାଇଥିଲେ। ସେଠାରୁ ବ୍ୟାପକ ପୋଲିସ ବନ୍ଦୋବସ୍ତରେ ବ୍ଲକ ଅଫିସ ଆସି ମିଶନ ଶକ୍ତି କାଫେ ଉଦ୍‌ଘାଟନ କରିବା ସହିତ ଜଳପାନ କରିଥିଲେ।...

ଫ୍ଲାଇଆଶ୍‌ରେ ପୋତି ହେଲା ଚାଷଜମି

ଦେବଗଡ,୨୧ା୭(ଶଶାଙ୍କ ଶେଖର ଝାଙ୍କର): ନିର୍ମାଣକାରୀ ସଂସ୍ଥାର ଦାୟିତ୍ୱହୀନତା ଯୋଗୁଁ ଫ୍ଲାଇଆଶ୍‌(ପାଉଁଶ)ରେ ପୋତିହୋଇ ଦେବଗଡ ଜିଲା ବାରକୋଟ ବ୍ଲକ ଖୁଲୁଣ୍ଡିକୁଦର ଗ୍ରାମର ୨୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ନଷ୍ଟ ହୋଇଛି। ଏଥିଯୋଗୁ ଚଳିତ ବର୍ଷ ସେହି ଜମିରେ ଫସଲ କରିବାର ଆଉ...

ବିପଦସଙ୍କୁଳ ସ୍କୁଲ, ଶିକ୍ଷାଦାନରେ ସମସ୍ୟା

ରାଉରକେଲା,୨୧।୭(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ କଲୋନୀର ଡିଏଲ ବ୍ଲକରେ ଥିବା ବାସନ୍ତୀ ବିଦ୍ୟାପୀଠ ପ୍ରାଥମିକ ସ୍କୁଲ ଏବେ ନାନା ଅବ୍ୟବସ୍ଥା ଦେଇ ଗତି କରୁଛି। ଏହି ସ୍କୁଲରେ ମୌଳିକ ସୁବିଧା ନ ଥିବାରୁ ପିଲାମାନଙ୍କ ପାଠପଢାରେ ସମସ୍ୟା ହେଉଛି। ଏହାକୁ...

ପାଟ୍ରୋଲିଂ ଢିଲା, ବଢୁଛି ଅପରାଧ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଛୋଟ ବଡ଼ ଚୋରି, ଲୁଟ୍‌ଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟୁଛି। କଥାକଥାକେ ଲୋକଙ୍କୁ ହତ୍ୟା କରାଯାଉ ଥିବାବେଳେ ଦିନ ଦ୍ୱିପ୍ରହରରେ ମୋବାଇଲ, ସାଇକେଲ, ବାଇକ୍‌ ଚୋରି ହେଉଛି।...

ନିୟମ ଉଲ୍ଲଂଘନ କରି ପଥର ଖନନ

ନବରଙ୍ଗପୁର,୨୧।୭(ସଦାଶିବ ପ୍ରହରାଜ): ରାଜସ୍ବ ବିଭାଗର ବଡ଼ବଡ଼ିଆ ଅଧିକାରୀଙ୍କ ଚତୁରତା ଯୋଗୁ ନବରଙ୍ଗପୁର ଜିଲାରେ କୋଟି କୋଟି ଟଙ୍କାର ରାଜସ୍ବ କ୍ଷତି ଘଟୁଛି। ଜଣେ ଗରିବଙ୍କୁ ଢାଲ କରି କୋଟି କୋଟି ରାଜସ୍ବ ହାନି ହେଉଥିଲେ ସୁଦ୍ଧା ଠିକାସଂସ୍ଥାଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ...

ଅଜଣା ଗାଡ଼ି ଧକ୍କାରେ ୫ ମଇଁଷିଙ୍କ ମୃତ

କୋଟଗଡ଼,୨୧ା୭(ସରୋଜ ବଳିୟାର ସିଂ): ଅଜଣା ଗାଡ଼ି ଧକ୍କାରେ ୫ ମଇଁଷିଙ୍କର ମୃତ୍ୟୁ ଘଟିଛି। ଏଭଳି ଘଟଣା ଶୁକ୍ରବାର ସକାଳେ ବାଲିଗୁଡ଼ା ସହରର ୫୯ ଜାତୀୟ ରାଜପଥର ନୂଆସାହି ଛକରେ ଦେଖିବାକୁ ମିଳିଛି। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ସହ ଲୋକେ...

୨୩ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ଆସନ୍ତା ୨୩ ତାରିଖ ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଡ୍ୟାମ୍‌ କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର...

ବିନା ଶୋଭାଯାତ୍ରାରେ ହେବ ମହରମ, ହନୁମାନ ଜୟନ୍ତୀ ପାଳନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ସମ୍ବଲପୁରରେ ବର୍ଷକ ଭିତରେ ବିନା ଶୋଭାଯାତ୍ରାରେ ମହରମ ଓ ହନୁମାନ ଜୟନ୍ତୀ ପାଳନ କରାଯିବ। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଆୟୋଜିତ ମହରମ ଶାନ୍ତି ଓ ସମନ୍ବୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ଏପ୍ରିଲରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri