ଆମ ଜିଲା ଖବର

ବ୍ରିଟିଶ ନିର୍ମିତ ବଙ୍ଗଳା ପରିସରରେ ନିର୍ମାଣ ହେବ ପର୍ଯ୍ୟଟନ କ୍ଷେତ୍ର

ମହାକାଳପଡ଼ା,୨୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ଲକ୍‌ଠାରେ ୧୮୮୫ରେ ବ୍ରିଟିଶ୍‌ ଶାସନ ସମୟରେ ଏକ ଷ୍ଟର୍ମ ୱେଭ୍‌ ବା ବାତ୍ୟା ଆଶ୍ରୟସ୍ଥଳ ବା ବଙ୍ଗଳା ନିର୍ମାଣ କରାଯାଇଥିଲା। ସ୍ବାଧୀନତା ପରେ ରାଜ୍ୟ ସରକାରଙ୍କ ଜଳ...

ଅଙ୍ଗନଓ୍ବାଡି ପିଲାଙ୍କୁ ପୋକ ସାଲୁବାଲୁ ଛତୁଆ

କେନ୍ଦ୍ରାପଡ଼ା,୨୦ା୭(ଜଗନ୍ନାଥ ଧଳ)ସମନ୍ବିତ ଶିଶୁ ବିକାଶ ଯୋଜନାରେ ସରକାରଙ୍କ ତରଫରୁ ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ, ସୁଜି ହାଲୁଆ ଓ ବାଦାମଲଡୁ ଯୋଗାଇ ଦିଆଯାଉଛି। ଏହାର ପ୍ରସ୍ତୁତି ନିମନ୍ତେ...

‘ଛାତ୍ର ସଂସଦ ନିର୍ବାଚନ ଘୋଷଣା କରାଯାଉ’

ଖୋର୍ଦ୍ଧା,୨୦ା୭(ପ୍ରଭାତ ପାଣିଗ୍ରାହୀ)ବିଭିନ୍ନ ପ୍ରସଙ୍ଗ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି। ଦୀର୍ଘ ୪ବର୍ଷ ହେବ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। ଗୋଟିଏ ପଟେ କ୍ୟାମ୍ପସରେ ଶାସକ ଦଳ ବିଜୁ ଛାତ୍ର...

୨ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରି ରୋଡ୍‌ ଷ୍ଟେଶନ ନିକଟରେ ଭଦ୍ରକ-ବାଲେଶ୍ୱର ମେମୁ ଟ୍ରେନ୍‌ ଲୁପ୍‌ଲାଇନ୍‌ ଭିତରକୁ ପଶି ଆସିବା ଘଟଣାରେ ରେଲଓ୍ବେ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ବୁଧବାର ୨ ଜଣ ରେଳ କର୍ମଚାରୀଙ୍କୁ...

ବନ୍ଧା ହେଲେ ପୁରୁଷ ବନ୍ଧୁ ନୟନ

ସୁନ୍ଦରଗଡ଼,୨୦ା୭(ଜୟନାରାୟଣ ମେଣ୍ଡୁଳି)ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ତେଲେନଡିହି ସବ୍‌ ପୋଷ୍ଟ ଅଫିସର ପୋଷ୍ଟ ମାଷ୍ଟର ସ୍ନିଗ୍‌ଧା ପ୍ରଧାନ(୨୪)ଙ୍କ ହତ୍ୟା ଘଟଣାରେ ପୋଲିସ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରି ବୁଧବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ...

ମଦ ବେପାରୀଙ୍କଠାରୁ ଲାଞ୍ଚ ନେଇ ଆଇଆଇସି, ଏଏସ୍‌ଆଇ ଗିରଫ

ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍‌ଆଇ ପ୍ରଦୀପ କୁମାର ମହାନ୍ତି। ଉଭୟେ ମଦ ବ୍ୟବସାୟୀଙ୍କଠାରୁ ମାସିକିଆ ବଟି ବାବଦରେ ନେଉଥିବା...

କଟକ ଡ୍ରେନ୍‌ ପୁଣି ଜୀବନ ନେଲା

କଟକ,୨୦ା୭(କାର୍ତ୍ତିକ ସାହୁ)ପୁଣି କାଳ ହୋଇଛି ମୁକୁଳା ଡ୍ରେନ୍‌। ଗତ ଶନିବାର ଜଣେ ଯୁବକ ଡ୍ରେନ୍‌ରେ ପଡ଼ି ମୃତ୍ୟୁବରଣ କରିଥିବାବେଳେ ବୁଧବାର ଅପରାହ୍ନରେ ଡ୍ରେନ୍‌ରୁ ଅଳିଆ ସଫା କରୁଥିବାବେଳେ ବୁଡ଼ିଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। କଟକ ବକ୍ସିବଜାର ଅନ୍ତର୍ଗତ ବାରପଥର...

ଭାଙ୍ଗିଲା ଗାର୍ଡଓ୍ବାଲ୍‌

କର୍ଲାମୁଣ୍ଡା,୧୯ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉତେଇ କେନାଲର ଡୁକେରମାଲ ଡିଷ୍ଟ୍ରିବୁଟାରୀ ଅନ୍ତର୍ଗତ ରାଜପୁର କେନାଲରେ ନିର୍ମାଣ ହୋଇଥିବା ସାଇଡ ଓ୍ବାଲ୍‌ର ଗୋଟିଏ ପଟର ପ୍ରାୟ ୨୦୦ ମିଟର ଯାଏ ଭୁଶୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ସରକାର...

ରାସ୍ତା ଉନ୍ନତିକରଣ ନାଁରେ ସରକାରୀ ଅନୁଦାନ ବାଟମାରଣା

କୋକସରା,୧୯ା୭(ଦୁଷ୍ମନ୍ନ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡାଲଗୁମା ପଞ୍ଚାୟତରୁ ବାଙ୍କୀମୁଣ୍ଡାକୁ ସଂଯୋଗ କରୁଥିବା ରାସ୍ତା ଏହି ଅଞ୍ଚଳବାସୀଙ୍କ ପାଇଁ ମୁଖ୍ୟ ଯାତାୟାତର ମାଧ୍ୟମ ହୋଇଥିବା ବେଳେ ଦଶନ୍ଧି ପରେ ମଧ୍ୟ ଏହି ରାସ୍ତା ଉପରେ ପ୍ରଶାସନର ନଜର...

ନାବାଳିକାଙ୍କୁ ପ୍ରେମ ପ୍ରତାରଣା ପରେ ଅପହରଣ ଘଟଣା: ଜେଲ୍‌ ଗଲେ ଯୁବକ

କୋକସରା,୧୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନାବାଳିକାଙ୍କୁ ନିଜ ପ୍ରେମ ଜାଲରେ ଫସାଇ ମିଛ ବିବାହର ପ୍ରତିଶ୍ରୁତି ଦେଇ କୋକସରା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା କୋକସରା ଥାନାରେ ଗତ ଜୁନ୍‌ ୨୨ରେ ଝିଅ...

ମହାବଳ ବାଘର ସୁରକ୍ଷା ନେଇ ପିସିସିଏଫ୍‌ଙ୍କ ସମୀକ୍ଷା

କେନ୍ଦୁଝର,୧୯ା୭(ନରେଶ ପଟ୍ଟନାୟକ): ଘଟଗାଁ ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ଥିବା ମହାବଳ ବାଘର ସୁରକ୍ଷା ଉପରେ ସମୀକ୍ଷା କରିବା ପାଇଁ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ସୁଶୀଲ କୁମାର ପୋପଲି ବୁଧବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଅଟେଇ...

ବିଡିଓଙ୍କୁ ଅଟକାଇଲେ ମହିଳା

ବାଲିଗୁଡ଼ା,୧୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ବ୍ରାହ୍ମଣପାଦ ପଞ୍ଚାୟତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri