ଆମ ଜିଲା ଖବର

ହତ୍ୟା କରି ଫିଙ୍ଗିଦେଇଥିଲେ ସ୍ବାମୀ

ଭୁବନ, ୧୯।୭(ବିପିନ ବିହାରୀ ସେଠୀ): ସ୍ବାମୀ ଘରକୁ ଆଣିଲେ ଦ୍ୱିତୀୟ ସ୍ତ୍ରୀ। ଏହାକୁ ନେଇ ସୃଷ୍ଟି ହୋଇଥିଲା ଦାମ୍ପତ୍ୟ ଜୀବନରେ ଝଡ଼। କଜିଆ ଉଗ୍ରରୂପ ନେବା ପରେ ପ୍ରଥମ ସ୍ତ୍ରୀଙ୍କୁ ରାସ୍ତାରୁ ସବୁଦିନ ପାଇଁ ହଟାଇ ଦେଇଥିଲେ ସ୍ବାମୀ। ପ୍ରମାଣ...

ଲଗାଣ ବର୍ଷାରେ ଅଧାପନ୍ତରିଆ ରାସ୍ତା କର୍ଦ୍ଦମାକ୍ତ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ, ଜନ ଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡି,୧୯।୭ (ଅରୁଣ ସାହୁ)- ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଦୁର୍ଗମ: ଅଞ୍ଚଳଗୁଡିକରେ ରହିଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ବେଳେ ଏକାଧିକ ରାସ୍ତା ଦୀର୍ଘଦିନ ଧରି ସମ୍ପ୍ରସାରଣରେ ବିଳମ୍ବ ଯୋଗୁଁ...

ଡାଳିମ୍ବପୁର-କେରାଣ୍ଡି ଅସ୍ଥାୟୀ ରାସ୍ତା ଧୋଇଗଲା

ପାରଳାଖେମୁଣ୍ଡି,୧୮ା୭ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ତଥା ଗୋଷାଣି ବ୍ଲକ କେରାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଡାଳିମ୍ବପୁର-କେରାଣ୍ଡି ରାସ୍ତାରେ ଥିବା ଏକ ବଡ଼ ନାଳ ଉପରେ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା। କାମ ଆରମ୍ଭରୁ...

୨ ଜଣଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୯।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିଷ୍ଟାଣ୍ଟ ସେସନ୍ସ ଜଜ ସୋମାଲିନା ମିଶ୍ର ମଙ୍ଗଳବାର ସାରେ ୨୦୧୭ରେ ପୋଲିସକୁ ଗୁଳି କରି ହତ୍ୟା ଉଦ୍ୟମ ମାମଲାର ବିଚାର କରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତ...

ମେଳଣଡିହ ଗ୍ରାମ ରାସ୍ତାରେ ଘାଇ

ଧାମନଗର,୧୯।୭ (ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ପ୍ରବଳ ବର୍ଷାରେ ବହୁ ରାସ୍ତାଘାଟ ପ୍ରଭାବିତ ହୋଇଛି। ଗତ ଶନିବାର ପ୍ରବଳ ବର୍ଷା ଯୋଗୁ ଭଗବାନପୁର ପଞ୍ଚାୟତର ପଳିକିରି ମେଳଣଡିହ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ...

କେନ୍ଦୁଝର, ଭଦ୍ରକ ଜିଲାକୁ ଭୂମି ସମ୍ମାନ

କେନ୍ଦୁଝର,(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ)/ଭଦ୍ରକ (ସନାତନ ରାଉତ), ୧୯।୭: ଭୂ-ସଂସ୍କାର ଓ ଜମିଜମା ରେକର୍ଡର କମ୍ପ୍ୟୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ କେନ୍ଦୁଝର ଓ ଭଦ୍ରକ ଜିଲା ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଭୂମି ସମ୍ମାନ-ପ୍ଲାଟିନମ୍‌...

ଔପଦା ଡାକ୍ତରଖାନା ପରିସରରେ ଆଣ୍ଠୁଏ ପାଣି

ଔପଦା, ୧୯।୭(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଓପଦା ଡାକ୍ତରଖାନା ପରିସରରୁ ଡ୍ରେନ ନିର୍ମାଣ କାମ ଠିକ୍‌ ଭାବେ ହୋଇ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ନ ପାରି ଆଣ୍ଠୁଏ ଉପରେ ଜମି ରହୁଛି। ଫଳରେ...

ଡିସେମ୍ବର ସୁଦ୍ଧା ଶେଷ ହେବ ବସ୍‌ଷ୍ଟାଣ୍ଡ ନିର୍ମାଣ

ବାରିପଦା,୧୯।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ବସ୍‌ଷ୍ଟାଣ୍ଡର ଉନ୍ନତିକରଣ କାର୍ଯ୍ୟକୁ ନେଇ ମଙ୍ଗଳବାର ଜିଲାପାଳଙ୍କ ପ୍ରକୋଷ୍ଠରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା କରାଯାଇ ଡିସେମ୍ବର ମାସ ଶେଷ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ...

ଏମ୍‌କେସିଜି ମେଡିକାଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବ୍ରହ୍ମପୁର,୧୮ା୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ ବନ୍ଦୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ କନ୍ଧମାଳ ଜିଲା ଗୋଛାପଡ଼ା ଥାନା ଅନ୍ତର୍ଗତ କଦମପଙ୍କା ଗ୍ରାମର ରବୀନ୍ଦ୍ର କୁମାର ସାହୁ(୫୫)। ମେଡିକାଲ ଫାଣ୍ଡି ପୋଲିସ...

ସୁସ୍ଥ ଗଣତନ୍ତ୍ର ପାଇଁ ଗଣମାଧ୍ୟମ, ଯୁବପିଢ଼ିଙ୍କ ଭୂମିକା ସମାନ

ଜଗତ୍‌ସିଂହପୁର, ୧୯।୭(ପ୍ରମୋଦ କୁମାର ନାୟକ): ଭାରତ ହେଉଛି ବିଶ୍ୱର ଶ୍ରେଷ୍ଠ ଓ ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ର। ଏ ରାଷ୍ଟ୍ରରେ ଗଣତନ୍ତ୍ରକୁ ବଞ୍ଚାଇ ରଖିବାକୁ ହେଲେ ଗଣମାଧ୍ୟମ ସହ ଯୁବପିଢ଼ି ମଧ୍ୟ ସମାନ ଭୂମିକା ନିର୍ବାହ କରିବାର ଅଛି। ଗଣମାଧ୍ୟମ ଗଣତନ୍ତ୍ରର...

ଏନ୍‌ଏଚ୍‌-୧୬ର ଆରଡ଼ିଛକ ଓଭରବ୍ରିଜରେ ବିରାଟ ଗର୍ତ୍ତ

ଭଦ୍ରକ, ୧୯।୭ (ସନାତନ ରାଉତ): ୧୬ ନଂ. ଜାତୀୟ ରାଜପଥର ଯାଜପୁର ଜିଲା ରସୁଲପୁରଠାରେ ମଙ୍ଗଳବାର ଓଭରବ୍ରିଜ୍‌ ଦବି ଯାଇଥିବା ବେଳେ ଭଦ୍ରକର ଆରଡ଼ିଛକ ଓଭରବ୍ରିଜ୍‌ରେ ଏକ ବିରାଟ ଗର୍ତ୍ତ ନଜରକୁ ଆସିଛି। ଖବର ପାଇବା ପରେ ଜାତୀୟ ରାଜପଥର...

ଗଞ୍ଜାମର ୧୫୧ହାଇସ୍କୁଲ ହେବ ୫ଟି ରୂପାନ୍ତରିତ

ଛତ୍ରପୁର,୧୮।୭(ସନ୍ତୋଷ ପାଢ଼ୀ ): ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜ଼ିଲାର ଆଉ ୧୫୧ଟି ହାଇସ୍କୁଲ ୫ଟି ଆଧାରରେ ରୂପାନ୍ତରିତ କରାଯିବ। ମଙ୍ଗଳବାର ୫ଟି ସଚିବ ଭି. କେ ପାଣ୍ଡିଆନ ଅନଲାଇନ ଜରିଆରେ ଏସମ୍ପର୍କରେ ଏକ ଆଲୋଚନା ବୈଠକ କରିଥିଲେ। ନିର୍ଦ୍ଧାରିତ ସମୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri