ଆମ ଜିଲା ଖବର

ଦୁଇଗୁଣା ଟୋଲ୍‌ ଫି, ଶ୍ରଦ୍ଧାଳୁଙ୍କୁ ଶୋଷଣ

ଢେଙ୍କାନାଳ,୧୮ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସକୁ ଶ୍ରାବଣ ମାସରେ ଜଳଲାଗି ପାଇଁ ଆସୁଥିବା ଶ୍ରଦ୍ଧାଳୁମାନଙ୍କଠାରୁ ଦୁଇଗୁଣା ଟୋଲ୍‌ ଫି ଆଦାୟ କରାଯାଉଛି। ଏପରି କି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକରେ କରାଯାଇଥିବା ନିଷ୍ପତ୍ତିକୁ ଟୋଲଗେଟ୍‌ ନିଲାମଧାରୀ ସମ୍ପୂର୍ଣ୍ଣ ଭାବେ...

ଛାତ୍ରୀଙ୍କୁ ଦୁର୍ବ୍ୟବହାର ଭିଡିଓ ଭାଇରାଲ

ପାଲଲହଡା,୧୮।୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡରେ ଥିବା ଏକ କଲେଜର ଜଣେ ଛାତ୍ରୀ ଓ ଛାତ୍ରଙ୍କୁ ଦୁର୍ବ୍ୟବହାର କରାଯାଇଥିବା ନେଇ ଭିଡିଓ ଭାଇରାଲ ହୋଇଛି। ୟୁନିଫର୍ମ ପିନ୍ଧିଥିବା ସମ୍ପୃକ୍ତ ଛାତ୍ରୀ ଓ ଛାତ୍ରଙ୍କୁ ଜଙ୍ଗଲ ରାସ୍ତାରେ ଅଟକାଇ କେତେଜଣ...

ପରିବା ଚାଷ ନାହିଁ, ବାହାର ଜିଲାକୁ ଭରସା

ରାଇକିଆ,୧୮ା୭(ପ୍ରଦୀପ ବେହେରା): ରାଇକିଆ ଅଞ୍ଚଳରେ ଗତ କିଛିଦିନ ହେଲା ପନିପରିବା ଅଭାବ ଦେଖାଦେଇଛି। ବଜାରକୁ ଆଦୌ ପନିପରିବା ଆସୁ ନ ଥିବା ବେଳେ ଯାହା ଆସୁଛି ଚଢ଼ା ଦରରେ ବିକ୍ରି ହେଉଛି। ଫୁଲ କୋବି, ବନ୍ଧା କୋବି, ବିନ୍ସ ଉତ୍ପାଦନ...

ବିପଦରେ ବ୍ରିଟିଶ ଅମଳର ସାହେବ କେନାଲ

ଛତ୍ରପୁର,୧୮ା୭(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାରେ ସମୁଦ୍ର ଓ ଚିଲିକାକୁ ସଂଯୋଗ କରୁଥିବା ବ୍ରିଟିଶ ଅମଳର ପାଲୁର ସାହେବ କେନାଲ ଦୀର୍ଘଦିନ ହେଲା ପୁନରୁଦ୍ଧାର ହୋଇନି। ଏଥିଯୋଗୁ କେନାଲରେ ଆଉ ଠିକ ଭାବେ ପାଣି ପ୍ରବାହିତ ହେଉ ନ ଥିବାରୁ...

ନାଗ ଓଗାଳିଲା କୁକୁଡ଼ା ଅଣ୍ଡା

ଉଦଳା,୧୮ା୭(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ରାଇଦାଣ୍ଡିଆ ଗ୍ରାମର ଧରଣୀ ମଲ୍ଲିକଙ୍କ କୁକୁଡ଼ା ଭାଡ଼ିରେ ପଶିଥିବା ନାଗ ସାପ ଉଦ୍ଧାର ହୋଇଛି। ସ୍ନେକ ଲାଇଫ୍‌ ଲାଇନ ସଦସ୍ୟ ଅଭିନନ୍ଦନ ଦଣ୍ଡପାଟ ଉଦ୍ଧାର କରିବା ପରେ ଏହି...

ବର୍ଷାଦିନ ଆସିଲେ ବଦଳିଯାଏ ବାଣିଦା ଗାଁର ଚିତ୍ର

ଜଳେଶ୍ୱର, ୧୮ା୭(ରବିନାରାୟଣ ପାତ୍ର): ଜଳେଶ୍ୱର ବ୍ଲକ ସଦରମହକୁମା ଠାରୁ ୮ କି.ମି. ଦୂର ସୁଗୋ ପଞ୍ଚାୟତ ଅଧୀନ ବାଣିଦା ଗାଁର ଲୋକମାନେ ବିଭିନ୍ନ ସମସ୍ୟା ମଧ୍ୟରେ କାଳାତିପାତ କରୁଛନ୍ତି । ବର୍ଷା ଦିନ ଆସିଲେ ୫ହଜାର ଲୋକସଂଖ୍ୟା ବିଶିଷ୍ଟ ଏହି...

ଘୋଷଣା ହେଲା, ଉଡ଼ିଲା ନାହିଁ

ସମ୍ବଲପୁର,୧୮ା୭(ଶୁଭାଶିଷ ପାଢ଼ୀ):ପୁଣି ନିରାଶ ହୋଇଛନ୍ତି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନବନ୍ଦର ଉପରେ ନିର୍ଭର କରୁଥିବା ଯାତ୍ରୀ। ବିମାନ ସେବା ୧୧ମାସ ବନ୍ଦ ହେବା ପରେ ଜୁଲାଇ ୧ ତାରିଖଠାରୁ ଝାରସୁଗୁଡ଼ା-ବେଙ୍ଗାଲୁରୁକୁ ପୁଣି ବିମାନ ଉଡ଼ାଣ କରିବା ସହ...

ବିଧାୟକଙ୍କୁ କନକବର୍ଦ୍ଧନଙ୍କ ଖୋଲା ଚ୍ୟାଲେଞ୍ଜ

ବଲାଙ୍ଗୀର, ୧୮ା୭ (ବୀରେନ୍ଦ୍ର କୁମାର ଝାଙ୍କର): ପାଟଣାଗଡ଼ର ପୂର୍ବତନ ବିଧାୟକ ତଥା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କ ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ଏହା ଚର୍ଚ୍ଚାର ବିଷୟ ହୋଇଛି। ମିଳିଥିବା ତଥ୍ୟ ମୁତାବକ...

ଏନ୍‌ଏଚ୍‌-୧୬ରେ ଭୁଶୁଡିଲା ବ୍ରିଜ୍‌

ଯାଜପୁର,୧୮।୭(ରଞ୍ଜିତ ରାଉତ୍‌): ଯାଜପୁର ଜିଲାର ରସଲପୁର ବ୍ଲକ ଅନ୍ତର୍ଗତ ଏନ୍‌ଏଚ୍‌-୧୬ରେ ବ୍ରିଜ୍‌ ମଙ୍ଗଳବାର ସକାଳ ପ୍ରାୟ ୬.୩୦ ଭୁଶୁଡି ପଡିଛି। ସୌଭାଗ୍ୟବଶତଃ ବ୍ରିଜ୍‌ ଭୁଶୁଡିବା ସମୟରେ ସେଠାରେ କୌଣସି ଗାଡି ଯାଉ ନ ଥିଲା। ଫଳରେ ଏହି ଘଟଣାରେ କୌଣସି...

ଭୁଲ୍‌ ଇଞ୍ଜେକଶନ୍‌ ଯୋଗୁ ଶିଶୁ ମୃତ୍ୟୁ ଅଭିଯୋଗ

ଯାଜପୁର ଟାଉନ/ପ୍ରୀତିପୁର, ୧୮ା୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସୁଶାନ୍ତ ବେହୁରିଆ) : ଯାଜପୁର ଜିଲାରେ ସ୍ବାସ୍ଥ୍ୟ ସେବାକୁ ନେଇ ଜୋରଦାର ପ୍ରଚାର ଚାଲିଥିବା ବେଳେ ପ୍ରକୃତ ସ୍ଥିତି କିନ୍ତୁ ଭିନ୍ନ । ଏଠାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ମିଳୁ ନ ଥିବାରୁ କ୍ୱାକ୍‌ ଓ...

ଗୋରୁ ଚମଡ଼ା ବୋଝେଇ ମିନିଟ୍ରକକୁ ପୋଡ଼ି ଦେଲେ

କଳିଙ୍ଗନଗର,୧୮।୭(ଶୁଭାଶିଷ ରାଉତ): ସୋମବାର ରାତିରେ କୋରେଇ ଥାନା ଅଞ୍ଚଳରୁ ଆସୁଥିବା ଏକ ୪୦୭ ମିନିଟ୍ରକରେ ଗୋଚମଡ଼ା ଓ ହାଡ଼ କଲିକତା ଅଭିମୁଖେ ଯାଉଥିଲା । ଲୋକେ ଏ ସଂକ୍ରାନ୍ତରେ ଖବର ପାଇବା ପରେ ସେହି ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ...

ଜିଲା ପରିଷଦ ଉପନିର୍ବାଚନ ପାଇଁ ନାମାଙ୍କନ ସରିଲା

ଯାଜପୁର ଟାଉନ,୧୮ା୭: (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) : ଯାଜପୁର ଜିଲା ୧୫ନଂ. ଜୋନ୍‌ ଜିଲା ପରିଷଦ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ୭ଜଣ ପ୍ରାର୍ଥୀ ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୫ନଂ. ଜୋନ୍‌ର ଜିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri